Sign in
Sign in
Recover your password.
A password will be e-mailed to you.
କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କ କାଶୀନଗର ବ୍ଲକ ଗସ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଶୀନଗର ବ୍ଲକ କୁ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଶ୍ରୀ ବିଜୟ କୁମାର ପଟ୍ଟନାୟକ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ସେ କାଶୀନଗର ବ୍ଲକ ଅନ୍ତର୍ଗତ ଖାରଡ଼ା ପଞ୍ଚାୟତର ବିଶିରିଂ…
ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯକ୍ରମର ଚତୁର୍ଥ ଦିବସ
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଭାରପ୍ରାପ୍ତ ଅଧକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବ ରେ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ପ୍ରତିୋଗିତାମୂଳକ…
ଶେଷ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ- ୨୦୨୪ ଅକ୍ଟୋବର ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ ଅଦ୍ୟାବଧୂ ଚାଲୁରହିଛି ଓ ଏହି ସଂଶୋଧନ କାର୍ଯ୍ୟକ୍ରମ ଆସନ୍ତା ଡିସେମ୍ବର ମାସ ୯ ତାରିଖ…
ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ସଂଶୋଧିତ ସମ୍ବିଧାନ ପୁସ୍ତକର ଆଲୋଚନା ଚକ୍ର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଖଇରପୁଟି ମଣ୍ଡଳ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ସଂଶୋଧିତ ସମ୍ବିଧାନ ପୁସ୍ତକର ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I ସମାଜର ବନ୍ଥପଲ୍ଲୀ ଅଞ୍ଚଳ ପରିଷଦ ସଭାପତି ସୀତାରାମ ଜେନାଙ୍କ ସଭାପତିତ୍ୱରେ ମୁନିଗାଡ଼ି ସ୍ଥିତ ଉତ୍ସବେଶ୍ୱର ମନ୍ଦିର…
ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ସମୀକ୍ଷା କଲେ ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ
ବଲାଙ୍ଗିର ୨୪/୧୧: ତିନିଦିନିଆ ଗ୍ରସ୍ତର ଶେଷ ଦିନରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ବିଭିନ୍ନ ଯୋଜନା ର ସମୀକ୍ଷା କରିଛନ୍ତି ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଶ୍ରୀ ଅବନିକାନ୍ତ ସାହୁ । ପୂର୍ବାହ୍ନରେ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହେଇଥିଲା । ଖାଦ୍ୟ ସାମଗ୍ରୀ…
ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭାରତ ସ୍କାଉଟ୍ ଏବଂ ଗାଇଡ଼ ଶାଖାର ଦୀକ୍ଷାନ୍ତ ସମାରୋହ।
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରତ ସ୍କାଉଟ୍ ଏବଂ ଗାଇଡ୍ ଶାଖାର ରୋଭର ଲିଡର ପି ଦୀପକ ରାଓ ଏବଂ ରେଞ୍ଜର୍ ଲିଡର ସ୍ନିଗ୍ଧା ରାଣୀ ଗୌଡ଼ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାଖାର ନୁତନ…
ତହସିଲଦାରଙ୍କୁ ମିଳୁନି ନ୍ୟାୟ : ସାଧାରଣ ଲୋକଙ୍କ କଥା ଛାଡ
ପ୍ରତିବାଦରେ କର୍ମଚାରୀମାନଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ l
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ) : ନିଶ୍ଚିନ୍ତକୋଇଲି ତହସିଲଦାର ଦିଲ୍ଲୀପ କୁମାର ନାୟକ ଙ୍କୁ ପୋଲିସ ପ୍ରଶାସନ ପକ୍ଷରୁ ନ୍ୟାୟ ନମିଳିବାରୁ ଶୁକ୍ରବାର ଦିନ ସମସ୍ତ ତହସିଲ କର୍ମଚାରୀ ମାନେ ଏହାର ପ୍ରତିବାଦ କରି କାର୍ଯ୍ୟ ବନ୍ଦ…
ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ବିକାଶ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ତରଫରୁ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଯାୟୀ ଆଜି (ଗୁରୁବାର ଦିନ) ଅଧ୍ୟକ୍ଷା ଡ଼ ରୀନା ସାହୁ ମଧ୍ୟ ଛାତ୍ରୀ ତଥା କର୍ମଚାରୀ ମାନେ…
ଗଞ୍ଜେଇ ଚୋରା ଚାଲାଣ : ଅଭିଯୁକ୍ତ କୁ ଗିରଫ କରିବା ସହ ବାଇକ୍ ଜବତ କଲା ପଦ୍ମପୁର ପୋଲିସ l
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ଇତି ମଧ୍ୟରେ ପଦ୍ମପୁର ଉପଖଣ୍ଡ ରେ ନିଶା କାରବାର ହେଉଥିବା ଅଭିଯୋଗ ରେ, ନିଶା ଦ୍ରବ୍ୟ ଚୋରା ଚାଲାଣ କରୁଥିବା ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିବା ରେ ଲଗାତାର ଭାବେ ପୋଲିସ ବିଭାଗ ସଫଳ ହେଉଥିବା ଖବର ମିଳୁଥିବା ବେଳେ ଆଜି ପୁଣି ଥରେ ଜଣେ ଅନ୍ତରାଜ୍ଯ…
ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ହିନ୍ଦୁ ଧର୍ମ ତଥା ଆମ ଓଡ଼ିଆ ଙ୍କ ପାଇଁ କାର୍ତ୍ତିକ ମାସର ମହତ୍ତ୍ୱ ବେଶ ଗୁରୁତ୍ୱପୂର୍ଣ୍ଣ। କାର୍ତ୍ତିକ ମାସକୁ ଧର୍ମ ମାସ ହିସାବରେ ଗଣନା କରାଯାଏ।ଅଧୁନା ଯୁଗ ରେ ଗାଁ ପରିବେଶ ରେ ସହରୀ ସଭ୍ୟତା ର ପ୍ରବେଶ ପରେ ଧୀରେ ଧୀରେ ଗାଁ ରୁ ହଜିବାକୁ ଲାଗିଲାଣି…