Sign in
Sign in
Recover your password.
A password will be e-mailed to you.
ପ୍ରେମିକର ଚାପରେ ପ୍ରେମିକାର ଆତ୍ମହତ୍ୟା
ଗାଙ୍ଗପୁର ପୋଲିସ୍ ର ଉପଯୁକ୍ତ ତଦନ୍ତ ଯୋଗୁଁ ଅଭିଯୋଗରୁ ବର୍ତ୍ତିଲେ ଶାଶୁ ଘର ପରିବାର ଲୋକେ ; ପ୍ରେମିକ କୋର୍ଟଚାଲାଣ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବିଭିନ୍ନ ସମୟରେ ଜଣେ ବିବାହିତା ମହିଳା ଯେ କୌଣସି କାରଣରୁ ମଧ୍ୟ ଅସ୍ୱାଭାବିକ ମୃତ୍ୟୁ ବରଣ କଲେ ଏହାର ଦୋଷ ଲଦି ଦିଆଯାଇଥାଏ ସ୍ୱାମୀ…
ଡାବୁଗାଁ ରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ର ଶୁଭାରମ୍ଭ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୩/୧୧/୨୩ :ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ଜବାଗୁଡା ଗ୍ରାମ ପଞ୍ଚାୟତ ରେ ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରା ର ଶୁଭ ଉଦଘାଟନ ହୋଇଛି। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ପାଳ ମହେଶ୍ୱର ନାୟକ ଯୋଗ ଦେଇଥିବା ବେଳେ ଜିଲ୍ଲା…
ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୩/୧୧/୨୩ : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ଭୈରବ ଡିଗ୍ରୀ ମହାବିଦ୍ୟାଳୟ ରେ ଆଜି ସରକାରଙ୍କ ନୂଆ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି।ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ସଂଯୋଜିକାତଥା ଅଧ୍ୟାପିକା ଉର୍ମିଳା ବ୍ରହ୍ମା…
ଉତ୍କଳ ଆଲୁମିନାରେ ପରିବେଶ-ତଥା-ଖଣିଜ ସଚେତନତା କାର୍ଯ୍ୟକ୍ରମ (ଇଏମ୍ଏପି) ୨୦୨୩
ରାୟଗଡା ରୁ ବୈକୁଣ୍ଠ ଦୁରିଆ : ଆଦିତ୍ୟ ବିର୍ଲା ଗ୍ରୁପ୍ର ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ (ୟୁଏଆଇଏଲ୍) ଚଳିତ ନଭେମ୍ବର ମାସ ୨୦ ତାରିଖରେ ସୋସାଇଟି ଅଫ୍ ଜିଓସାଇଣ୍ଟିଷ୍ଟସ୍ ଆଣ୍ଡ ଆଲାଏଡ ଟେକ୍ନୋଲୋଜିଷ୍ଟସ୍…
ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ଜିଲ୍ଲା ପ୍ରଶାସନ , ଗଜପତିଙ୍କ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଅଛି। ଏହି ମେଳାରେ ଶ୍ରୀଯୁକ୍ତ…
କୃଷକ ତାଲିମ୍ ଶିବିର
ଜଗତସିଂହପୁର,ତା-୨୩.୧୧.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର କୃଷି ବୈଷୟିକ ବିଶ୍ଵବିଦ୍ୟାଳୟ ଅଧିନସ୍ଥ ଗବେଷଣା ପ୍ରକଳ୍ପ ଯଥା ସର୍ବଭାରତୀୟ କୃଷି ବନୀକରଣ ଗବେଷଣା ପ୍ରକଳ୍ପ, ସର୍ବଭାରତୀୟ ନାରିକେଲ୍ ଗବେଷଣା ପ୍ରକଳ୍ପ, ସର୍ବଭାରତୀୟ ସଂଯୋଜିତ କାଜୁ ଗବେଷଣା ପ୍ରକଳ୍ପ ଓ ସର୍ବଭାରତୀୟ ଅଣୁସାର…
ଶ୍ରୀକୃଷ୍ଣ ଏକାଡେମୀ ପ୍ଲାଟିନମ ଜୁବୁଲି ଉତ୍ସବ
ଜଗତସିଂହପୁର,ତା-୨୩.୧୧.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ସଦର ମହକୁମାରେ ଅବସ୍ଥିତ ରାଜ୍ୟର ଅନ୍ୟତମ ପୁରାତନ ଶିକ୍ଷାନୁଷ୍ଠାନ ଶ୍ରୀକୃଷ୍ଣ ଏକାଡେମୀର ପ୍ଲାଟିନମ୍ ଜୁବୁଲି ଉତ୍ସବ ଆଗାମୀ ୨୫, ୨୬ ଓ ୨୭ ତାରିଖରେ ମହାସମାରୋହରେ ପାଳିତ ହେବାକୁ ଯାଉଛି । ଆଜି ବିଦ୍ୟାଳୟ ପରିସରରେ…
ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ
ଜଗତସିଂହପୁର,ତା-୨୩.୧୧.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଭାଗୃହଠାରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର କ୍ଷେତ୍ରବାସୀ ଦାଶଙ୍କ ଅଧକ୍ଷତାରେ ପାଳିତ ହୋଇଯାଇଛି । ପ୍ରତିବର୍ଷ ନଭେମ୍ବର ମାସ 21…
ମହାତ୍ମାଗାନ୍ଧୀ ଇଣ୍ଟରନେସନାଲ ପବ୍ଲିକ ସ୍କୁଲରେ ଅଷ୍ଟମ ବର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡ ଜିଲ୍ଲା ଗୁଣପୁର ସଦର ମହକୁମା ସ୍ଥିତ ସ୍ଥାନୀୟ ରାମେଶ୍ବର ନଗର ସ୍ଥିତ ମହାତ୍ମା ଗାନ୍ଧୀ ଇଂଟର ନେସନାଲ ପବ୍ଲିକ ସ୍କୁଲ୍ରର ଅଷ୍ଟମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଗୁରୁବାର ଦିନ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଉଦଘାଟିତ ହୋଇ ଯାଇଛି । ପ୍ରଭାତ ରେ…
ଅଞ୍ଚଳ ମହାବିଦ୍ୟାଳୟ ରେ ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ର ତୃତୀୟ ଦିବସ l
ପଦ୍ମପୁର:- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମର ତୃତୀୟ ଦିବସରେ ଅଧକ୍ଷ ଡଃ ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ବ ରେ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି ଛାତ୍ରଛାତ୍ରୀ ମାନଙ୍କର ବିଭିନ୍ନ ପ୍ରତିଯୋଗିତାମୂଳକ କାର୍ଯ୍ୟକ୍ରମ ର ଆୟୋଜନ ହୋଇଅଛି।…