Sign in
Sign in
Recover your password.
A password will be e-mailed to you.
ଇନୋଭେର ସଫ୍ଟୱେର୍ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡର ବାର୍ଷିକ ଗ୍ଲୋବାଲ୍ ସମ୍ମିଳନୀ
ଭୁବନେଶ୍ୱର, 10 ନଭେମ୍ବର 2023 - ଆମେରିକାର ସ୍ବାସ୍ଥ୍ୟସେବା ଯୁକ୍ତପ୍ରଯୁକ୍ତି ବିଦ୍ୟା କ୍ଷେତ୍ର ର ଏକ ପ୍ରମୁଖନାମ ଇନୋଭେର ସଫ୍ଟୱେର୍ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ୍ 2015 ମସିହାରେ ଭୁବନେଶ୍ୱରରେ ଏହାର କାର୍ଯ୍ୟ ପ୍ରତିଷ୍ଠା କରିବା ପରଠାରୁ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ଏହି…
ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା
ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ସମ୍ପୂର୍ଣ୍ଣ ହେଲା,
ଏକ ମାସ ମଧ୍ୟରେ ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ସମୁଦାୟ ୧୬.୫୦ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ
କେନ୍ଦୁଝରରୁ ଆରମ୍ଭ ହୋଇଥିଲା, …
ବଡ଼ଦିନ ପୂର୍ବରୁ ଏସ୍ଏଚ୍ଏମ୍ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ
ଭୁବନେଶ୍ୱର,୧୦/୧୧: ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ସୋଆ…
ନଭେମ୍ବର ୧୫ରୁ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ
ଯୁବ ବର୍ଗଙ୍କ ନେତୃତ୍ବ ବିକାଶକୁ ଗୁରୁତ୍ବ : ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର, ୧୦ । ୧୧ : ରାଜ୍ୟ ସରକାର କ୍ରୀଡ଼ା, ସଂସ୍କୃତି, ସାମାଜିକ କ୍ଷେତ୍ରରେ ଯୁବ ବର୍ଗ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ “ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ” (ଆର.ୱାଇ.ଡି.ପି.) ଅଧୀନରେ ଏକ ନୂତନ…
ନବ ବର୍ଷରେ ବରଗଡ ଜିଲ୍ଲାରେ ଆୟୋଜିତ ହେବ ଜାତୀୟସ୍ତରୀୟ ହସ୍ତତନ୍ତ ସମ୍ମିଳନୀ
- ଆସନ୍ତା ବର୍ଷ ଜାନୁଆରୀ 4 ଓ 5 ରେ ହସ୍ତତନ୍ତ ସମ୍ମିଳନୀ
- ଯୋଗ ଦେବେ ଜାତୀୟସ୍ତରୀୟ ଖ୍ୟାତାନାମ ବୁଣାକାର ଓ ଗୁରୁ
- ଦୁଇ ଦିନ ଧରି ଚାଲିବ ଫ୍ୟାସନ ଶୋ
ଭୁବନେଶ୍ବର : ପଶ୍ଚିମ ଓଡିଶାର କୋଣ ଅନୁକୋଣରେ ଥିବା ହସ୍ତତନ୍ତ ଶିଳ୍ପ ତଥା ବୁଣାକାରଙ୍କୁ ମିଳିବ ଜାତୀୟସ୍ତରରେ…
ରାବଣ, ଦୁର୍ଯ୍ୟୋଧନ, ଦୁଃଶାସନ ଭଳି ‘ମାଇଣ୍ଡ ସେଟ୍’ ଯୋଗୁଁ ରାଜ୍ୟରେ ଅରାଜକତା କାୟାବିସ୍ତାର କରିଚାଲିଛି : ମନୋଜ…
ରଙ୍ଗ ବଦଳାଉଥିବା ମୁଖ୍ୟମନ୍ତ୍ରୀ ଧୃତରାଷ୍ଟ୍ର ସାଜି ବିଭିନ୍ନ ଅପରାଧରେ ସଂପୃକ୍ତ ନିଜ ଦଳର ନେତା ଓ ମନ୍ତ୍ରୀମାନଙ୍କୁ ସୁରକ୍ଷା ଦେଉଥିବାରୁ ରାଜ୍ୟରେ ଆଇନଶୃଙ୍ଖଳା ସଂପୂର୍ଣ୍ଣ ଧ୍ୱସ୍ତବିଧ୍ୱସ୍ତ
ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାରେ ସଂପୃକ୍ତ ୩୦୦ରୁ ଉର୍ଦ୍ଧ୍ୱ ବିଜେଡି…
ଜିଲ୍ଲା ସ୍ତରୀୟ ସାମୁହିକ କ୍ରୀଡ଼ା ପ୍ରତଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶନାରେ ରାଜ୍ୟ ସ୍ତରୀୟ ଫୁଟବଲ ଓ କ୍ରିକେଟ୍ ରେ ଅଂଶ ଗ୍ରହଣ କରିବା ପାଇଁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଓ ଚୟନ କାର୍ଯ୍ୟକ୍ରମ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଓ ମହାରାଜା…
ନଗର କଂଗ୍ରେସ କମିଟି ପକ୍ଷରୁ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଂକୀର୍ତ୍ତନ ସତ୍ୟାଗ୍ରହ ପାଳନ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଦିନ ସକାଳ ୯ ଘଣ୍ଟା ଠାରୁ ମଧ୍ୟାହ୍ନ ୧୨ ଘଣ୍ଟା ପର୍ଯ୍ୟନ୍ତ , ପାରଳାଖେମୁଣ୍ଡି ସହରର…
କଂଗ୍ରେସ ପକ୍ଷରୁ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଂକୀର୍ତ୍ତନ ସତ୍ୟାଗ୍ରହ ।
କେନ୍ଦ୍ରାପଡା:(ଶାସକ ପ୍ରଶାସକ) ପ୍ରଫୁଲ୍ଲ କୁମାର ମଲ୍ଲ :କେନ୍ଦ୍ରାପଡା ଜିଲ୍ଲା ଡେରାବିଶ୍ ସ୍ଥିତ ଦଧି ବାବନଜୀଉ ମନ୍ଦିର ସମ୍ମୁଖରେ ଆଜି ସକାଳ 11ଘଣ୍ଟିକା ଠାରୁ ଅପରାହ୍ନ 2ଘଣ୍ଟା ପର୍ଯ୍ୟନ୍ତ ପାଟକୁରା କଂଗ୍ରେସ ପକ୍ଷରୁ ଆଜି ସତ୍ୟାଗ୍ରହ ସଂକୀର୍ତ୍ତନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ…
ବନ ବିଭାଗ ଦ୍ଵାରା ଜିଲ୍ଲା ସ୍ତରୀୟ ବନାଗ୍ନି ନିର୍ବାପନ କର୍ମଶାଳା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ବନାଗ୍ନି ନିର୍ବାପନ କର୍ମଶାଳା (District level fire action plan) ୨୦୨୪ ଅନୁଷ୍ଠିତ ହୋଇ ଯାଇଛି। ଏହି କର୍ମଶାଳାରେ ମୋହନା ବିଧାୟକ…