Sign in
Sign in
Recover your password.
A password will be e-mailed to you.
ଆଦର୍ଶ ବିଦ୍ୟାଳୟରେ ନାମଲେଖା ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ବର: ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜୀକରଣ ପ୍ରକ୍ରିୟା ଗତ ୦୧.୧୧.୨୦୨୩ ଠାରୁ ଆରମ୍ଭ ହୋଇଯାଇଅଛି । ରାଜ୍ୟରେ ଥିବା ୩୧୪ ଟି ଓଡିଶା ଆଦର୍ଶ ବିଦ୍ୟାଳୟ ଓ ୫ ଟି ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା…
ଆମ ଓଡିଶା ନବୀନ ଓଡିଶା: ୧୧ତମ ଦିନରେ କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସମସ୍ତ ଜିଲ୍ଲାରେ ବିପୁଳ ଜନସମାଗମ, ଲୋକଙ୍କ ମଧ୍ୟରେ ଭରପୁର ଉତ୍ସାହ
କନ୍ଧମାଳର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୮୫.୫୦ କୋଟି – ୨୦୯୯ ପ୍ରକଳ୍ପ
ଅନୁଗୋଳର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୧୨.୫୦ କୋଟି – ୨୭୯୬ ପ୍ରକଳ୍ପ
ଗଜପତିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୭୪.୫୦ କୋଟି -…
ଜିଲ୍ଲାପାଳଙ୍କ ଦ୍ବାରା ଭୋଟର ସଚେତନତା ରଥ ର ଶୁଭାରମ୍ଭ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଭୋଟର ସଚେତନତା ରଥକୁ…
ଅଷ୍ଟବିଂଶତମ ରାଜ୍ୟ ସ୍ତରୀୟ ଛାତ୍ରୀ ସମ୍ମିଳନୀ ଉଦଯାପିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଶିଳ୍ପାଞ୍ଚଳ ରେ ଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଅଷ୍ଟବିଂଶତମ ରାଜ୍ୟ ସ୍ତରୀୟ ଛାତ୍ରୀ ସମ୍ମିଳନୀ ଉଦଯାପିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଗଜପତି ଜିଲ୍ଲାପାଳ ସ୍ମୃତି…
ଉତ୍କଳ ଆଲୁମିନା ଓ ରାୟଗଡ଼ା ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ “ସିକଲ୍ ସେଲ୍ ସଚେତନତା କାର୍ଯ୍ୟକ୍ରମ’ର…
ରାୟଗଡ଼ା ରୁ ବୈକୁଣ୍ଠ ଦୁରିଆ : ରାୟଗଡ଼ା ଜିଲ୍ଲାରେ ସିକଲ୍ ସେଲ୍ ରୋଗ ଜନିତ ଆହ୍ୱାନର ମୁକାବିଲା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଜିଲ୍ଲା ପ୍ରଶାସନ ଓ ଆଦିତ୍ୟ ବିର୍ଲା ଗ୍ରୁପର ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ସହାୟକ ସଂସ୍ଥା ଉତ୍କଳ ଆଲୁମିନା ଇଂଟରନ୍ୟାସନାଲ୍ ଲିମିଟେଡ…
ଜିଲ୍ଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା – ୨୦୨୩
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ…
ବ୍ରାହ୍ମଣ ସମାଜ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ବଡରାଧାକାନ୍ତ ମଠ ପ୍ରାଙ୍ଗଣରେ ରବିବାର ଦିନ ବ୍ରାହ୍ମଣ ଦେବତା ମାନଙ୍କର ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ବୈଠକରେ ବହୁ ଶାନ୍ତି ପୂର୍ଣ୍ଣ ପରିବେଶରେ ଆରମ୍ଭ ହୋଇଥିଲା। ଏଥିରେ…
ନୂଆ ଓ ଯୁବ ଓଡିଶା ,ନବୀନ ଓଡିଶା କ୍ରୀଡା ପ୍ରତିଯୋଗିତା
ଜଗତସିଂହପୁର,ତା - ୦୫.୧୧.୨୦୨୩ ସୁମନ୍ତ କୁମାର ଦାସ: ଓଡ଼ିଶା ସରକାରଙ୍କ ନୂଆ ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ଆରମ୍ଭ ହେବାକୁ ଯାଉଛି ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଯେଉଁ ଥିରେ ରହିଛି କ୍ରିକେଟ, ହକି, ଫୁଟବଲ୍, କବାଡ଼ି, ଖୋ-ଖୋ ଏବଂ ଭଲିବଲ୍। ଏହି ପ୍ରତିଯୋଗିତା…
ଭୁଶୁଡ଼ି ଗଲା ଇନ୍ଦିରା ଆବାସ ଛାତ,ଅଳ୍ପକେ ବର୍ତ୍ତିଲେ ଯୁବକ ଓ ନାବାଳକ ।
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡ଼ା ଜିଲ୍ଲା ସଦରମହକୁମା ଜେମାଦେଇ ପେଣ୍ଠ ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲା ସାହିରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। ସୁଚନା ଏହା କି ଯେ ୧୯୯୫ ମସିହାରେ ଜେମା ଦେଇ ପେଣ୍ଠ ଗ୍ରାମ ମାଲା ସାହିରେ ନିଆଁ ଲାଗି ପ୍ରାୟ ୮୫ ବଖରା ଘର ଧ୍ବଂସ ହୋଇଥିଲା,…
ମା ଦୂଲ୍ଲାର ଦେଇ ଆନ୍ତଃ ଜିଲ୍ଲା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୫/୧୧/୨୩ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ କୁସୁମ ବନ୍ଦ ମିନି ଷ୍ଟାଡିୟମ ଠାରେ ମା ଦୂଲ୍ଲାର ଦେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ୧୬ ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ…