ବେଲଗୁଣ୍ଠା ବ୍ଳକ୍ ରେ ଗୋବରରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତି ତାଲିମ୍ ଶିବିର ଉଦ୍ଘାଟିତ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ମହିଳା ମାନଙ୍କୁ ସ୍ଵାବଲମ୍ବୀ କରିବା ଉଦ୍ଦେଶ୍ୟରେ ବେଲଗୁଣ୍ଠା ବ୍ଳକ୍ ଚଢିଆପଲ୍ଲୀ ଗ୍ରାମ ଶିବ ମନ୍ଦିର ପ୍ରାଙ୍ଗଣରେ ଗୋବରରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ ପାଇଁ ଏକ ତାଲିମ୍ ଶିବିର ଉଦ୍ଘାଟିତ ହୋଇଯାଇଛି I ଏହି ତାଲିମ୍ ଶିବିରରେ ମୁଖ୍ୟ ଅତିଥି ରୂପେ…

ନଭେମ୍ବର ୬ ରୁ ୧୧ ସ୍ଵତନ୍ତ୍ର ଟୀକାକରଣ କାର୍ଯ୍ୟକ୍ରମ

ଜଗତସିଂହପୁର ତା ୦୩.୧୧.୨୦୨୩ ସୁମନ୍ତ କୁମାର ଦାସ: ଜଗତସିଂହପୁର-ତା ୩.୧୧.୨୩ରିଖ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ମିଶନ ଇନ୍ଦ୍ରଧନୁଷ ଟୀକାକରଣ କାର୍ଯ୍ୟକ୍ରମ ର ଚତୁର୍ଥ ଜିଲ୍ଲା ସ୍ତରୀୟ ଟାସ୍କଫୋର୍ସ ବୈଠକ ଅନୁଷ୍ଠିତ ହୋଇଛି।ଉକ୍ତ ବୈଠକରେ ଜିଲ୍ଲାପାଳ ଶ୍ରୀମତୀ…

ଭଞ୍ଜନଗର ବି.ଜେ.ଡି ର ଜନସମ୍ପର୍କ ପଦଯାତ୍ରା

ଭଞ୍ଜନଗରରୁ { ଉଦୟନାଥ ପଣ୍ଡା }: ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର  ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ଡିସେମ୍ବର ୨୬ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପର୍ଯ୍ୟନ୍ତ 'ଜନ ସମ୍ପର୍କ ପଦଯାତ୍ରା' ଅନୁଷ୍ଠିତ ହେବ। ଏହି…

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଜଗତସିଂହପୁର,ତା-୦୩.୧୧.୨୦୨୩/ସୁମନ୍ତ କୁମାର ଦାସ:ଦୁର୍ନୀତି ଏପରି ଏକ ବିଷବୃକ୍ଷ ଯାହା ଦେଶ ତଥା ରାଜ୍ୟର ପ୍ରଗତି ପଥରେ ସାଜିଛି ପ୍ରତିବନ୍ଧକ। ତେଣୁ ଓଡିଶା ସରକାରଙ୍କ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର 30 ତାରିଖ ଠାରୁ ନଭେମ୍ବର…

ବିଜେପି କୃଷକ ମୋର୍ଚ୍ଚା ଗଜପତି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିଜେପି କୃଷକ ମୋର୍ଚ୍ଚା ଗଜପତି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଶ୍ରୀ ପ୍ରଶାନ୍ତ କୁମାର ପାଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ…

ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ହୋଇଥିବା ସାଇବର ଅପରାଧ , ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଉଦଯାପିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ହୋଇଥିବା ସାଇବର ଅପରାଧ , ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆମ ସମାଜ ତଥା ଜନସାଧାରଣଙ୍କୁ ସାଇବର ଅପରାଧରୁ ସୁରକ୍ଷା ଦେବା ପାଇଁ ସୁରକ୍ଷା ଅଭିଯାନ ଏବଂ ସଚେତନତା…

ଧାନ ଗଛ ନଷ୍ଟ କଲେ ହାତୀ ସମସ୍ୟା ରେ ଚାଷି।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁର ଶେଫାଳି ପାହଡ ନିକଟ ହନୁମାନ ମନ୍ଦିର ନିକଟରେ ଥିବା ଧାନ ଚାଷ ଜମିରେ ଦୁଇଟି ହାତୀ ପଶି ଗଛ ଗୁଡିକ ଖାଇବା ସହ ଧାନ ଗଛ ଗୁଡିକୁ ନଷ୍ଟ କରିଛନ୍ତି। ଆଉ କିଛି ଦିନ ଗଲେ ଧାନ ଅମଳ ହୋଇଥାନ୍ତା। ଅମଳ ସମୟରେ ହାତୀ ଧାନ ଗଛ ନଷ୍ଟ କରିବା ଚାଷି ଙ୍କ…

ଡାବୁଗାଁ ରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ, ୨୨୩ ପ୍ରକଳ୍ପ ପାଇଁ ୬ କୋଟି ମଞ୍ଜୁର

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) :( ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ରେ "ଆମ ଓଡିଶା ନବୀନ ଓଡିଶା " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ଗାଁ ଠାରୁ ସହର ପର୍ଯ୍ୟନ୍ତ ବିକାଶ ପାଇଁ ନୂଆ ଚିନ୍ତାଧାରାରେ ଆମ ଓଡ଼ିଶା ନବୀନ…

ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ -2023 ଉଦଯାପିତ |

ଭୁବନେଶ୍ୱର,: ପୂର୍ବତଟ ରେଳପଥ ପକ୍ଷରୁ ସପ୍ତାହବ୍ୟାପୀ ଆୟୋଜିତ ହେଉଥିବା ସତର୍କତା ସଚେତନତା ସପ୍ତାହ ଆଜି ଶେଷ ହୋଇଛି | ଏହି ଅବସରରେ ଆୟୋଜିତ ଉଦଯାପନୀ ଉତ୍ସବରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଏବଂ ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ସହିତ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୧୪ ବିଭାଗରେ ପୁରସ୍କାର ପାଇଁ ଆବେଦନ ଆରମ୍ଭ

-ନଭେମ୍ବର ୪ରୁ ୧୭ ଯାଏଁ ଆବେଦନ -www.msp.odisha.gov.in ରେ ଆବେଦନ କରିପାରିବେ -ବିଭିନ୍ନ ବିଭାଗରେ ୫୯, ୧୦୯ଟି ପୁରସ୍କାର ଦିଆଯିବ ଭୁବନେଶ୍ୱର, ୩ା୧୧: ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ରାଜ୍ୟ ସରକାରଙ୍କ ଏକ ବୃହତ ଆଭିମୁଖ୍ୟ । ରାଜ୍ୟର ସମସ୍ତ ସରକାରୀ ତଥା…