ଲୋକସେବା ଭବନରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ

ଦେଶର ଅଖଣ୍ଡତା ଏବଂ ସୁରକ୍ଷା ବଜାୟ ରଖିବା ନିମନ୍ତେ ସଂକଳ୍ପ ଭୁବନେଶ୍ୱର:ଭାରତର ସ୍ୱାଧୀନତା ସଂଗ୍ରାମୀ ଓ ମହାନ ରାଜନେତା ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ…

ପଦ୍ମପୁର ସାର୍ବଜନୀନ ଦୂର୍ଗା ପୂଜା ଉପହାର ଯୋଜନା ର ଭାଗ୍ୟଶାଳୀ ବିଜେତାଙ୍କୁ ପୁରସ୍କାର ପ୍ରଦାନ l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ଶାରଦୀୟ ଦୁର୍ଗାପୂଜା ଅବସରରେ ଉପହାର ଯୋଜନା ର ଆୟୋଜନ ହୋଇଥିଲା l ଉକ୍ତ ଯୋଜନାର ଭାଗ୍ୟଶାଳୀ ବିଜେତା ମାନଙ୍କୁ ସ୍ଥାନୀୟ ରାଜବାଟି ପ୍ରାଙ୍ଗଣରେ ପ୍ରଥମ ପୁରସ୍କାର ବଜାଜ ପଲ୍ସର ବିଜେତା ଅଭିଳାଷ ପ୍ରଧାନ, ଦ୍ଵିତୀୟ ପୁରସ୍କାର…

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଗୁଣୁପୁରରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: -ସ୍ଥାନୀୟ ଜି ଆଇ.ଇ .ଟି ବିଶ୍ୱବିଦ୍ୟାଳୟରେ ଆଜି ଜାତୀୟ ସେବା ଯୋଜନା ଓ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଉପଲକ୍ଷେ ଜାତୀୟ ଏକତା ଦିବସ ବିଶ୍ଵ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ବିଶ୍ବବିଦ୍ୟାଳୟର…

ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ଅବସରରେ ଗଣଦୌଡ଼ ।

ଭୁବନ/ଅବିନାଶ ସାଥୁଆ ମହାପାତ୍ର- ଭୁବନ ପାଲାମଣ୍ଡପ ଠାରେ ଲୌହ ମାନଵ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଜନ୍ମ ଜୟନ୍ତୀ ଅବସରରେ ଜାତୀୟ ସେବା ଯୋଜନା, ନେହେରୁ ଯୁବ ସଂଗଠନ ଓ ବିଳାଶ ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ଏକ ଗଣଦୌଡ଼ ସକାଳ ୭ ଘଟିକାରେ ଅନୁଷ୍ଠିତ ହୋଇଯାଇଛି । ଏହି ଗଣଦୌଡ଼ ଭୁବନ…

ଉପ-ଜିଲ୍ଲାପାଳ କାର୍ଯ୍ଯାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ l

ପଦ୍ମପୁର /ଶିବାଶିଷ ପଟ୍ଟନାୟକ:- ଭାରତର ପ୍ରଥମ ଉପ- ପ୍ରଧାନମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାସୁମନ ଜ୍ଞାପନ ପୂର୍ବକ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି । ଏହି ଅବସରରେ ସହକାରୀ ଜିଲ୍ଲାପାଳ…

ପଦ୍ମପୁର ରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଓ୍ବାକାଥନ୍

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସମଗ୍ର ଭାରତରୁ ଦୁର୍ନୀତିର ମୂଳୋତ୍ପାଟନ ପାଇଁ ଚାଲିଥିବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଦ୍ବିତୀୟ ଦିନରେ ଆଜି ପଦ୍ମପୁରରେ ଏକ ଓ୍ବାକାଥନ୍ ଅନୁଷ୍ଠିତ ହୋଇଛି । ଓଡ଼ିଶା ସରକାର ଙ୍କ ଦୁର୍ନୀତି ନିବାରଣ ବିଭାଗ, ବରଗଡ଼ ପକ୍ଷରୁ ଆୟୋଜିତ ଏହି…

ବଡ଼କ୍ଷୀର ପଂଚାୟତ ଗୋପପୁର ଭଗବତୀ ଆଂଚଳିକ ମଂଚ ଆନୁକୂଲ୍ୟରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ଓଡ଼ିଶା ମିଶନ ଶକ୍ତି ପ୍ରାୟୋଜିତ ବଡ଼କ୍ଷୀର ପଂଚାୟତ ଗୋପପୁର ଭଗବତୀ ଆଂଚଳିକ ମଂଚ ଆନୁକୂଲ୍ୟରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସିଆରପି ଲକ୍ଷ୍ମୀପ୍ରିୟା ବସ୍ତିଆଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପରିଷଦ ସଭ୍ୟ…

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ

  ଭୁବନେଶ୍ୱର, ତା ୩୦.୧୦.୨୦୨୩- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I କନଭେନସନ ହଲ ଠାରେ ଅନୁଷ୍ଠିତ ଉତ୍ସବରେ ଯୋଗଦେଇ…

ଭଞ୍ଜନଗର ସାମ୍ବାଦିକଙ୍କ ଦ୍ଵାରା ନୂତନ ଉପଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର/ଉଦୟନାଥ ପଣ୍ଡା- "କବିସମ୍ରାଟ ମିଡ଼ିଆ କ୍ଲବ ଭଞ୍ଜନଗର" ପକ୍ଷରୁ ଭଞ୍ଜନଗର ସହରରେ ନୂତନ ଉପଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ଶ୍ରୀଯୁକ୍ତ ଅନୀଲ କୁମାର ସେଠୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଶ୍ରୀଯୁକ୍ତ ସେଠୀ ଏହା ପୂର୍ବରୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର…

ଗଜପତି ଜିଲ୍ଲା ସ୍ତରୀୟ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସୋମବାର ଦିନ ଗଜପତି ଜିଲ୍ଲାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା କାର୍ଯ୍ୟାଳୟ , ଗଜପତି ତରଫରୁ ସ୍ୱଳ୍ପ ସଞ୍ଚୟର ଉପକାରିତା ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏକ ଭ୍ରାମ୍ୟମାଣ ଯାନ…