Sign in
Sign in
Recover your password.
A password will be e-mailed to you.
ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପୂର୍ବାହ୍ନ ୧୧ ଘଟିକା ୩୦ ମିନିଟ ସମୟରେ ଦୁର୍ନୀତି ନିବାରଣ ସପ୍ତାହ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ତାଙ୍ଗେଲି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ…
ଜମନକିରା ପୋଲିସର ବଡ଼ ସଫଳତା, ପାୱାରଟ୍ରେଲର ଚୋରି ରାକେଟର ପର୍ଦାଫାସ, ୯ କୋର୍ଟ ଚାଲାଣ
ଜମନକିରା,୩୦/୧୦:(ଲିପନ ନାଏକ ) ଜମନକିରା ଥାନା ଅଞ୍ଚଳରେ ବହୁ ସଂଖ୍ୟକ କୃଷି ଯନ୍ତ୍ର ଚୋରି କରିଥିବା ଏକ ବଡ ରାକେଟ ର ଆଜି ପର୍ଦାଫାସ ହୋଇଛି। ଏଥିରେ ସଂପୃକ୍ତ ଥିବା ୯ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗ କୋର୍ଟ ହାଜତକୁ…
ଗୁଣପୁର ପୌରପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ ଓ ଧାରଣା ।
ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି : ଅଜି ବିଭିନ୍ନ ଦାବି ନେଇ ସିପିଆଇ (ଏମ୍ଏଲ) ଲିବରେସନ ଆନୁକୂଲ୍ୟରେ ଗୁଣପୁର ବାଳିକା ଉଚ୍ଚ ବିଦ୍ୟାଳୟ ଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ଗୁଣପୁର ପୌରପରିଷଦ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣାରେ ବସିଥିଲେ । ଏଥି ସହ ୧୫ ଦଫା ଦାବି ସମ୍ବଳିତ…
ସଂଚୟ ଓ ଆର୍ଥିକ ସେବା ସଂଗଠନ, ଜ଼ିଲ୍ଲା ପ୍ରଶାସନ, କଟକ ଆନୁକୂଲ୍ୟରେ ବିଶ୍ୱ ମିତ ବ୍ୟୟିତା ଦିବସରେ ବୈଠକ
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ଅଚ୍ୟୁତାନନ୍ଦ ବିଦ୍ୟାପୀଠ ନେମାଳ ପରିସରରେ ସଂଚୟ ଓ ଆର୍ଥିକ ସେବା ସଂଗଠନ, ଜ଼ିଲ୍ଲା ପ୍ରଶାସନ, କଟକ ଆନୁକୂଲ୍ୟରେ ବିଶ୍ୱ ମିତବ୍ୟୟିତା ଦିବସ ରେ ଏକ ବୈଠକ ପ୍ରଧାନ ଶିକ୍ଷକ ସଚ୍ଚିଦାନନ୍ଦ ଦାସ ଙ୍କ ସଭାପତିତ୍ୱ ରେ…
କାଳୀ ମନ୍ଦିର ତୋରଣ ମାଳା ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଆଜି ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁଙ୍କ ଦ୍ୱାରା ବେଲଗୁଣ୍ଠା ଖଦାଳ ସାହି ସ୍ଥିତ ମାଆ ରୁଦ୍ର କାଳୀ ମନ୍ଦିରର ତୋରଣ ମାଳା ଭିତ୍ତିପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡା ବିଧାୟକ ପୁର୍ଣ୍ଣଚନ୍ଦ୍ର…
ବେଲଗୁଣ୍ଠା ବ୍ଳକ୍ ଏବଂ ଏନ୍ଏସିର ସକ୍ରିୟ ବିଜେଡ଼ି କର୍ମୀଙ୍କ ପ୍ରଶିକ୍ଷଣ ଶିବିର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବାର୍ତ୍ତାକୁ ପ୍ରତି ଘରେ ପହଞ୍ଚାଇବା ପାଇଁ ଆଜି ବେଲଗୁଣ୍ଠା ବ୍ଳକ୍ ଏବଂ ଏନଏସିର ସକ୍ରିୟ ବିଜେଡ଼ି କର୍ମୀଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମକୁ ଆସିକା…
କାଜିହାଟ ଠାରେ ଥିବା ଆର୍ଯ୍ୟ ସାଂସ୍କୃତିକ ପରିଷଦ ପକ୍ଷରୁ 39ତମ ହରପାର୍ବତୀ ଭଷାଣୀ ଉର୍ତ୍ସବ ଅନୁଷ୍ଠିତ
(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ଜଇରାମପୁର ଗ୍ରାମ ପଞ୍ଚାୟତ କାଜିହାଟ ଠାରେ ଥିବା ଆର୍ଯ୍ୟ ସାଂସ୍କୃତିକ ପରିଷଦ ର 39ତମ ହରପାର୍ବତୀ ଭଷାଣୀ ଉର୍ତ୍ସବ ଗତ ରବିବାର ଶାନ୍ତି ଶୃଙ୍ଖଳା ରେ ଶେଷ ହୋଇଯାଇଛି l ସୁସଜ୍ଜିତ ଗାଡ଼ିରେ ହରପାର୍ବତୀ ମେଢ଼ କୁ ନିଆ…
ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ
ଜଗତସିଂହପୁର,ତା-୨୯.୧୦.୨୦୨୩/ସୁମନ୍ତ କୁମାର ଦାସ: ରାଜ୍ଯ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଦୁର୍ନୀତି ନିବାରଣ ସଚେତନତା ଶପଥପାଠ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସ୍ତରରେ ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି, ଆରକ୍ଷୀ ଅଧିକ୍ଷକ…
ଭୈରବ ଡିଗ୍ରୀ ମହାବିଦ୍ୟାଳୟ ରେ ଭିଜିଲାନ୍ସ ସପ୍ତାହ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୩୦/୧୦/୨୩ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଡିଗ୍ରୀ ମହାବିଦ୍ୟାଳୟ ରେ ଅଧ୍ୟକ୍ଷ ଶଙ୍କର ପ୍ରସାଦ ଗନ୍ତାୟତ ଙ୍କ ଅଧ୍ୟକ୍ଷତାରେ ଭିଜିଲାନ୍ସ ସପ୍ତାହ ପାଳିତ ହୋଇଯାଇଛି।ଅଧ୍ୟକ୍ଷ ଶଙ୍କର ପ୍ରସାଦ ଗନ୍ତାୟତ ଭିଜିଲାନ୍ସ ସପ୍ତାହ ପାଳନ ର ଉଦ୍ଦେଶ୍ୟ…