Sign in
Sign in
Recover your password.
A password will be e-mailed to you.
ସୋଆ କୃଷି ମହାବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲଚରାଲ ସାଇନ୍ସେସ୍ (ଆଇଏଏସ)ର ନବାଗତ ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ନିମନ୍ତେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସୋଆ କୁଳପତି ପ୍ରଫେସର…
ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ବର୍ଗତ ଲକ୍ଷ୍ମୀଧର ଭୋଳଙ୍କ ସପ୍ତଦଶ ଶ୍ରାଦ୍ଧ ବାର୍ଷିକ ପାଳନ!
ବାଣପୁର:(ସେକ୍ କୌସର): ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱର୍ଗତ ଲକ୍ଷ୍ମୀଧର ଭୋଳଙ୍କ ସପ୍ତଦଶ ଶ୍ରାଦ୍ଧବାର୍ଷିକ ପାଳନ ହୋଇଯାଇଛି l ଏଥିରେ ବାଣପୁର ଅଞ୍ଚଳର ସୁସାହିତ୍ୟିକ, କବି, ରାଜନେତା ଓ ସମାଜସେବୀ ତଥା ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ…
ଶିଶୁଯତ୍ନ ଅନୁଷ୍ଠାନର ଶିଶୁଙ୍କ ପ୍ରତିଭା ବିକାଶ ନିମନ୍ତେ ”ମହକ” କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ , ଗଜପତି ତରଫରୁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁ ମାନଙ୍କୁ ନେଇ ଶିଶୁ ମହୋତ୍ସବ ''ମହକ'' ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାଞ୍ଚ ଗୋଟି ଶିଶୁ…
ଗତ ସପ୍ତାହେ ଭିତରେ ଚୋରି ହୋଇଗଲା 20 ରୁ ଅଧିକ ମୂଲ୍ୟବାନ ଗଛ
କୁମ୍ଭକର୍ଣ୍ଣ ନିଦ୍ରାରେ ଜଙ୍ଗଲ ବିଭାଗ
ଗଛ ଚୋରି ରେ ବିଭାଗୀୟ କର୍ମଚାରୀ ମାନଙ୍କର ସମ୍ପୃକ୍ତି ସନ୍ଦେହ
ବରଗଡ :- ବରଗଡ଼ ଜିଲ୍ଲା ପାଇକମାଲ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଟେମରି ଜଙ୍ଗଲ ରୁ ନିୟମିତ ଭାବରେ ଶହ ଶହ ବର୍ଷ ର ପୁରୁଣା ମୂଲ୍ୟବାନ ଗଛ କାଟି ଚୋରା ଚାଲାଣ କରାଯାଉଛି । ଏଇ…
ଜିଲ୍ଲାସ୍ତରୀୟ କିଶୋରୀ ସଶକ୍ତି କରଣ ପାଇଁ “ଅଦ୍ୱିକା କପ୍”- ୨୦୨୩ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ କିଶୋରୀ ସଶକ୍ତି କରଣ ପାଇଁ ''ଅଦ୍ୱିକା କପ୍''-୨୦୨୩ ଆଜି ସେଞ୍ଚୁରିୟାନ୍ ବିଶ୍ଵବିଦ୍ୟାଳୟ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ପ୍ରଶସନ , ସମାଜ ମଙ୍ଗଳ କଲ୍ୟାଣ ବିଭାଗ ଓ ଆକ୍ସନ୍ଏଡ୍ ଓ ଉନିସେଫେ ର ମିଳିତ…
ଶିଶୁଯତ୍ନ ଅନୁଷ୍ଠାନର ଶିଶୁଙ୍କ ପ୍ରତିଭା ବିକାଶ ନିମନ୍ତେ ଉତ୍ସାହ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ , ଗଜପତି ତରଫରୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଜିଲ୍ଲାରେ ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁ ମାନଙ୍କ ମଧ୍ୟରୁ ଜିଲ୍ଲାର ୫ ଟି ଶିଶୁ ଯତ୍ନ ଅନୁଷ୍ଠାନର ୬୭…
କାଶୀପୁର ଠାରେ ବ୍ଲକ ସ୍ତରୀୟ ଶିଶୁ ମହତ୍ସଭ ସୁରଭି ୨୦୨୩ ଅନୁଷ୍ଠିତ ।
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ସଦର ମହକୁମା ଅନ୍ତର୍ଗତ ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ବ୍ଲକ ସ୍ତରୀୟ ଶିଶୁ ମହତ୍ସଭ ୨୦୨୩ ଅନୁଷ୍ଠିତ ହେଇଯାଇଛି । କାର୍ଯ୍ୟକ୍ରମ ରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଛାତ୍ରଛାତ୍ରୀ ନିଜନିଜର ଲୁକାୟିତ ପ୍ରତିଭା ଙ୍କୁ…
ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ମାରାଥନ୍ ଗସ୍ତ
-ରାଜେନ୍ଦ୍ର ନାରାୟଣ ସିଂହଦେଓ କ୍ରୀଡା ପ୍ରାଙ୍ଗଣ ପାଇଁ 20 ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା
- ଡବ୍ଲ୍ୟୁଓଡିସି ସହାୟତାରେ ନିର୍ମିତ 1000 ସିଟ୍ ବିଶିଷ୍ଟ ନୂଆ ଅଡିଟୋରିୟମର ନୀରିକ୍ଷଣ
- ଡିସେମ୍ବର ସୁଦ୍ଧା ସରିବ ଭୀମଭୋଇ ମେଡିକାଲ୍ କଲେଜରେ ଖେଳ ପଡିଆ ନିର୍ମାଣ…
ପଦ୍ମପୁର ଏନ୍ ଏ ସି ତରଫରୁ ସ୍ଵଚ୍ଛ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ପଶ୍ଚିମ ଓଡିଶା ବିକାଶ ପରିଷଦ ୨ କୋଟି ଟଙ୍କା ବ୍ୟୟ ରେ ବଡବନ୍ଧ ର ପୁନରୁଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଞ୍ଚିବା ପୂର୍ବରୁ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଏକ ସ୍ଵଚ୍ଛତା କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l କେନାଲ…
ଜାତୀୟ ସେବା ସଂସ୍ଥା ଆନୁକୁଲ୍ୟରେ ୭ଦିନିଆ ଶିବିର
ଜମନକିରା,୧୮/୧୦:() ଆଜି ବୁଧବାର ଦିନ ଜମନକିରା ମହା ବିଦ୍ୟାଳୟର ପକ୍ଷରୁ ଜାତୀୟ ସେବା ସଂସ୍ଥା ଆନୁକୁଲ୍ୟରେ ଏକ ୭ଦିନିଆ ଶିବିରର ଉଦ୍ଦଘାଟନ ଉତ୍ସବ ଦୁର୍ଗାଡିହି ଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି। ଜମନକିରା ଡ଼ିଗ୍ରୀ କଲେଜ ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିବା…