ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ସୁବର୍ଣ୍ଣପୁର(ଆର୍ତ୍ତତ୍ରାନ ମହାପାତ୍ର) :ତା ୧୨.୧୦.୨୦୨୩:, ଆଜି ତା. ୧୨.୧୦.୨୦୨୩ ରିଖ ମଧ୍ୟାହ୍ନ ୧୨ ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଜିଲ୍ଲା ସଡକ ସୁରକ୍ଷା ସମିତି ର ମାସିକ ଆଲୋଚନା ସଭା ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ”ମୁଁ ବି ମିତା” ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି (ଗୁରୁବାର ଦିନ) District Election officer ଙ୍କ ନିର୍ଦ୍ଦେଶକ୍ରମେ ଭୋଟର ସଚେତନତା କାର୍ଯ୍ୟକ୍ରମ ''ମୁଁ ବି ମିତା'' ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…

”ଆକାଂକ୍ଷା” ପକ୍ଷରୁ ଜାତୀୟ କନ୍ୟା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ ''ଆକାଂକ୍ଷା'' ତରଫରୁ ପାରଳାଖେମୁଣ୍ଡି ସ୍ଥିତ ନବଜୀବନ କନ୍ୟା ଶିଶୁ ଗୃହ ଠାରେ ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୮୫ ଜଣ ରୁ ଉର୍ଦ୍ଧ୍ବ ଅନ୍ତେବାସୀଙ୍କୁ ନେଇ ଏକ ସଭାର ଆୟୋଜନ…

ଜାତୀୟ ସେବା ଯୋଜନା ସ୍ଵେଚ୍ଛାସେବୀ ପ୍ରଶିକ୍ଷଣ ଶିବିର

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଶହେ ଜଣ ସ୍ଵେଚ୍ଛାସେବୀଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଆନୁଷ୍ଠିତ ହୋଇଯାଇଛି I ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଶିକ୍ଷଣ…

ସମାଜସେବୀ ହରିହର ମହାପାତ୍ର ଙ୍କ ଦେହାନ୍ତ।

ବାଲେଶ୍ବର, ସିମୁଳିଆ, ମଇତାପୁର(ଅକ୍ଷୟ କୁମାର ଜେନା):- ସମବାୟ ସମିତି ରେ ଅଡିଟର ଭାବେ ନିଜ ଦାୟିତ୍ଵ ସୁଚାରୁ ରୁପେ ତୁଲାଇ ବେଶ ନା କରିଥିବା ହରିହର ମହାପାତ୍ର ଆଉ ନାହାନ୍ତି ଏ ଇହ ଧାମ ରେ। ନିଜ ଜନ୍ମ ମାଟି ମ ଇ ତା ପୁର ରେ ଜନ୍ମିତ ହରିହର ମହାପାତ୍ର ମୃତ୍ୟୁ ବେଳକୁ ବାୟନବେ ବର୍ଷ ରେ…

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ।…

ଜାଗୋର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ବସ୍ତିରେ ଅନେକ ଅବହେଳିତ ଓ ନିଷ୍ପେସିତ ପିଲା ରହୁଛନ୍ତି । ବିଭିନ୍ନ କାରଣରୁ ସେମାନେ ବସ୍ତି ଭିତରେ ହିଁ ସୀମିତ ରହିଯାଉଛନ୍ତି । ପାଠପଢ଼ା ତ ଦୂରର କଥା, ଦେହ ଲୁଚାଇବାକୁ ଖଣ୍ଡେ ଭଲ ପୋଷାକ ଆଉ ଦି’ ଓଳି ଦୁଇ ମୁଠା ଖାଇବା ସେମାନଙ୍କ ପାଇଁ ସ୍ୱପ୍ନ ପାଲଟିଛି । ଏମିତି…

“ମୋ ସ୍କୁଲ”ର ୪୩ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ

-ପ୍ରଥମ ପର୍ଯ୍ୟାୟ ସାମାଜିକ ସମୀକ୍ଷାର ସଫଳ ରୂପାୟନ -ପ୍ରତିମାସରେ ୧୦୦୦ ବିଦ୍ୟାଳୟରେ ସାମାଜିକ ସମୀକ୍ଷା ପାଇଁ ଲକ୍ଷ୍ୟ ଧାର୍ଯ୍ୟ - ବ୍ଲକସ୍ତରୀୟ ଉଚ୍ଚବିଦ୍ୟାଳୟ ପ୍ରଧାନଶିକ୍ଷକମାନଙ୍କ ବୈଠକକୁ ବ୍ୟାପକ କରାଯିବ -ସୁରଭିରେ ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ…

ବିଶାଳ ଜନସମାଗମ ରେ ବିଧାୟକ ବିଷ୍ଣୁ ବ୍ରତ ରାଉତ ରାୟ ଙ୍କ ନେତୃତ୍ବରେ ବିଜେଡ଼ି ର ପଦ ଯାତ୍ରା।

ବାସୁଦେବପୁର - ଦେଖିବାକୁ ମିଳିଛି ବିଶାଳ ଜନସମାଗମ, କର୍ମୀ ଙ୍କ ମନରେ ପ୍ରବଳ ଉତ୍କଣ୍ଠା | ପ୍ରବଳ ଗରମ ଓ ଖରା ସତ୍ୱେ ଗୁରୁବାର ଦେଖିବାକୁ ମିଳିଛି ବାସୁଦେବପୁର ରେ ବିଜେଡ଼ି ର ବିଶାଳ ଜନସମାଗମ। ଯାଦବ ପଡିଆ ରୁ ଏକ ସଭା କାର୍ଯ୍ୟ କର୍ମ ଅନୁଷ୍ଟିତ ହୋଇ ବ୍ଲକ୍ ସଭାପତି ଦିନ ବନ୍ଧୁ ଦାସ ଙ୍କ…

ମାଲକାନଗିରିରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା

ଚାଲିଲା ୩୬ଟି ବସ୍, ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ ମାଲକାନଗିରିରେ ୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟରେ ଚାଲିବ ୧୦୦୦ରୁ ଅଧିକ ବସ୍ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣିଲେ, ବସ୍‌ରେ ବସି ମାଲକାନଗିରିରୁ ଏମ୍.ଭି- ୦୩…