Sign in
Sign in
Recover your password.
A password will be e-mailed to you.
‘ଜାତୀୟ ସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା’ରେ ଓଡ଼ିଶା ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ତୃତୀୟ
ଭୁବନେଶ୍ୱର,୧୧/୧୦/୨୦୨୩:କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ କାରିଗରୀ କୌଶଳ ମନ୍ତ୍ରାଳୟ ତତ୍ତ୍ଵାବଧାନରେ National Innovation Foundation ଦ୍ଵାରା ଆୟୋଜିତ ‘ଜାତୀୟ ସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା’ରେ ଓଡ଼ିଶାରୁ ୫ଟି ପ୍ରକଳ୍ପ ପୁରସ୍କୃତ ହୋଇଛି ଏବଂ ଗୋଟିଏ ପ୍ରକଳ୍ପ…
ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପ୍ରଥମ ବ୍ଲକ୍ସ୍ତରୀୟ ବୈଠକ
ବିଭିନ୍ନ ଜିଲ୍ଲାରେ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ଯୋଗଦାନ
ଭୁବନେଶ୍ୱର,୧୧/୧୦ ୨୦୨୩:ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କର ପ୍ରଥମ ବ୍ଲକସ୍ତରୀୟ ବୈଠକର ଆୟୋଜନ…
ମହିଳା ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗ ତରଫରୁ ପାଠଚକ୍ର ଅନୁଷ୍ଠିତ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟର ଶିକ୍ଷା ବିଭାଗ ତରଫରୁ ସେମିନାର୍ ସହିତ ପ୍ରଥମ ବର୍ଷ ନୂତନ ଛାତ୍ରୀମାନଙ୍କୁ ଏକ ସ୍ଵାଗତ ଉତ୍ସବର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର…
ଗୁଣୁପୁର ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ଓ ରଥର ଶୁଭାରମ୍ଭ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥାନୀୟ ମହାବିଦ୍ୟାଳୟ ରଙ୍ଗ ମଞ୍ଚ ଠାରେ ଗୁଣପୁର ପୋଲିସ ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ମିଳିତ ସହଯୋଗରେ ସାଇବର ସୁରକ୍ଷା ସଚେତନତା ସଭା ଏବଂ ସାଇବର ସୁରକ୍ଷା ଅଭିଯାନ ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି…
ଜିଲ୍ଲା ସ୍ତରରେ ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ
ଜଗତସିଂହପୁର,ତା-୧୧.୧୦.୨୦୨୩/ସୁମନ୍ତ କୁମାର ଦାସ:ଗତିଶୀଳତା ହିଁ ସଶକ୍ତିକରଣ' ର ମୂଳମନ୍ତ୍ର ନେଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ 'ମିଶନ ଶକ୍ତି ସ୍କୁଟର ଯୋଜନା'ର ଶୁଭାରମ୍ଭ କରିଛନ୍ତି।ଏକ ବର୍ଣ୍ଣାଢ୍ଯ ପରିବେଶ ମଧ୍ଯରେ ଲୋକସେବା ଭବନ ର କନଫରେନ୍ସ ହଲ୍ ଠାରେ ଏହି…
ମିଶନ ଶକ୍ତି ସ୍କୁଟି ଯୋଜନାରେ ଜିଲ୍ଲାର ୭୭ଜଣକୁ ଦିଆଗଲା ଇ-ସ୍କୁଟି
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡ:-ତା.୧୧/୧୦- ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ରାଜ୍ୟ ମୁଖ୍ୟାଳୟ ରେ ଶୁଭାରମ୍ଭ କରାଯାଇଥିବା ମିଶନ ଶକ୍ତି ସ୍କୁଟର ଯୋଜନା ଅନ୍ତର୍ଗତ ରାୟଗଡା ଜିଲ୍ଲାରେ ୭୭ଜଣ ସ୍ୱୟଂ ସହାୟକ ମହିଳାଙ୍କୁ ଇ-ସ୍କୁଟି ପ୍ରଦାନ କରାଯାଇଛି l ଭରଚୁଆଲ…
ଘୁମୁସର ଜିଲ୍ଲା ଦାବି ନେଇ ୧୨ ଘଣ୍ଟିଆ ବେଲଗୁଣ୍ଠା ବନ୍ଦ ଶାନ୍ତିପୂର୍ଣ୍ଣ,
ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ଘୁମୁସର ଜିଲ୍ଲା ଦାବି ନେଇ ବେଲଗୁଣ୍ଠା ଓ ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସଙ୍ଗଠନ ତରଫରୁ ହୋଇଥିବା ୧୨ ଘଣ୍ଟିଆ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି ।ବେଲଗୁଣ୍ଠା ବ୍ଳକ ଓ ଏନ୍.ଏ.ସି ଅଞ୍ଚଳରେ ଦୋକାନ ବଜାର ବନ୍ଦ ରହିବା ସହିତ ବିଭିନ୍ନ ସରକାରୀ,…
ଅନ୍ତରାଷ୍ଟ୍ରୀୟ ଶିଶୁ କନ୍ୟା ଦିବସ ପାଳିତ
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ଅନ୍ତରାଷ୍ଟ୍ରୀୟ ଶିଶୁ କନ୍ୟା ଦିବସ ଜିଲ୍ଲା ଶିକ୍ଷା ବିଭାଗ, ରାୟଗଡ଼ ପକ୍ଷରୁ ପାଳନ କରାଯାଇଛି। ଏହି ଉପଲକ୍ଷେ ଜିଲ୍ଲାଶିକ୍ଷା ବିଭାଗ ତରଫରୁ ଆଜି ସ୍ଥାନୀୟ ସରକାରୀ ବାଳିକା ଉଚବିଦ୍ୟାଳୟରେ ଛାତ୍ରୀ ମାନଙ୍କୁ ନେଇ ଏକ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…
ସାରସକଣା ବ୍ଲକ ବିଜେଡି ପକ୍ଷରୁ ୫୫ ନଂ ଜୋନରେ ଜନସମ୍ପର୍କ ପଦଯାତ୍ରା।
ସାରସକଣା ରୁ ଦିପୁ ମହାପାତ୍ରଙ୍କ ରିପୋର୍ଟ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ଠାରୁ ରାଜ୍ୟ ସରକାରଙ୍କ ଯୋଜନାକୁ ଘରେ ଘରେ ପହଞ୍ଚାଇ ଜନସାଧାରଣଙ୍କୁ ସରକାରୀ ସେବା ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନା କରାଇବା ଲକ୍ଷ୍ୟ ରେ ପାଳିତ ହେଉଥିବା…
ଶିକାଛିଡାରେ ନୁଆଁଖାଇ ଭେଟଘାଟ ଅନୁଷ୍ଠିତ
ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) : ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ଗ୍ରାମରେ ଗତ ମଙ୍ଗଳ ବାର ଦିନ ଗଣପତି କଳାପରିଷଦ ଦ୍ଵାରା ଆୟୋଜିତ ନୁଆଁଖାଇ ଭେଟଘାଟ ମହୋତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି l ପ୍ରଥମେ ଶିକାଛିଡା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ଉପସ୍ଥିତ ଅତିଥିମାନଙ୍କୁ…