Sign in
Sign in
Recover your password.
A password will be e-mailed to you.
ବେଲଗୁଣ୍ଠାରେ ସାଇବର୍ ସଚେତନତା ରଥକୁ ବ୍ୟାପୁଳ ସ୍ୱାଗତ: ପଥପ୍ରାନ୍ତ ନାଟକ ମାଧ୍ୟମରେ ଅପରାଧ କମେଇବା ପାଇଁ ଉଦ୍ୟମ ।
ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ସାରା ରାଜ୍ୟରେ ସାଇବର୍ ଅପରାଧ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଏହାର ଅତ୍ୟଧିକ ଶୀକାର ହେଉଛନ୍ତି ବରିଷ୍ଠ ନାଗରିକ, ଛାତ୍ରଛାତ୍ରୀ, ଲୋଭରେ ପଡୁଥିବା ଯୁବକ ଯୁବତୀ ।ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ସାଇବର୍ ସୁରକ୍ଷା ଅଭିଯାନ କରି ସାଇବର୍ ରଥ…
ଗୁଣପୁର ସଦର ମହକୁମଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l
ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମା ସ୍ଥିତ ଉପ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚୁଡ଼ଙ୍ଗପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ…
ଓଡିଆ ବିଭାଗର ସ୍ବାଗତ୍ ସମ୍ବର୍ଦ୍ଧନା ଉତ୍ସବ ପାଳିତ
ଗାଇସିଲାଟ/ମନ ଡନସନା- ପଞ୍ଚାୟତ ସମିତି ମହାବିଦ୍ୟାଳୟ, ଗାଇସିଲାଟରେ ଓଡିଆ, ଭାଷା ଓ ସାହିତ୍ୟ ବିଭାଗ ଆନୁକୁଲ୍ୟରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଅଛି । ବିଭାଗୀୟ ମୁଖ୍ୟ ଡ. ଜୟକେତନ ତ୍ରିପାଠୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…
ସମସ୍ତେ ମିଶି ପଦ୍ମପୁର କୁ ବିକାଶ ପଥରେ ଆଗେଇ ନେବା :- ବିଧାୟିକା ବର୍ଷା ସିଂ ବରିହା l
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ମହାତ୍ମା ଗାନ୍ଧୀଜୀ ଙ୍କ ଜୟନ୍ତୀ ଠାରୁ , ବିଜୁ ଜନତା ଦଳ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ , ସରକାର ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଓ ଯୋଜନା ବାବଦରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଦଳର ନେତୃମଣ୍ଡଳୀ ପଦଯାତ୍ରା ଆରମ୍ଭ କରିଛନ୍ତି ।…
ବାମରା ଡିଭିଜନ ସ୍ତରୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳିତ
ବାମରା : ଜଙ୍ଗଲ ଓ ପରିବେଶ ବିଭାଗ ବାମରା ବନ୍ୟ ଖଣ୍ଡ ଶାଖା ପକ୍ଷରୁ ବାମରା ଡିଭିଜନ ସ୍ତରୀୟ ବନ୍ୟ ପ୍ରାଣୀ ସପ୍ତାହ ଡିଭିଜନ ର ସଭା କକ୍ଷରେ ଡି ଏଫ୍ ଓ ଶ୍ରୀ ସମୀର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ ବାମରା ବି ଡି ଓ ଶ୍ରୀ ପୁଷ୍ପକ ପଡନ ମୁଖ୍ୟ ଅତିଥି , ଅବସର ପ୍ରାପ୍ତ…
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସୋମବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର , ପାରଳାଖେମୁଣ୍ଡି ଠାରେ ଉତ୍କଳ ଜନନୀଙ୍କର ସୁଯୋଗ୍ୟ ସନ୍ତାନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବରିଷ୍ଠ ମାତୃଭାଷା…
”ପ୍ରଗତି” ମହିଳା ସଙ୍ଗଠନ ଆନୁକୂଲ୍ୟରେ ନାରୀ ସଶକ୍ତିକରଣ କର୍ମଶାଳା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ପରିସରରେ ନାରୀ ସଶକ୍ତି କରଣରେ ଯୁବଗୋଷ୍ଠୀ ଙ୍କ ଭୂମିକା ଉପରେ ଏକ ଆଲୋଚନା ପାରଳାର ଅଗ୍ରଣୀ ଅନୁଷ୍ଠାନ ''ପ୍ରଗତି'' ମହିଳା ସଙ୍ଗଠନ ଆନୁକୂଲ୍ୟରେ…
ମହିଳା ସ୍ନାତକ ମହାବିଦ୍ୟାଳୟରେ “ଡେଙ୍ଗୁ ସଚେତନତା ରାଲି”
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ "ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଯୁବ ରେଡ୍କ୍ରସ୍ ବିଭାଗ ତରଫରୁ ପାଳନ କରାଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼.ରୀନା ସାହୁ ଆନୁଷ୍ଠାନିକ ଭାବେ ଏହି…
ବିଦ୍ୟାଳୟ ପରୀକ୍ଷାରେ ସଫଳତାର ସୂତ୍ର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କୋମଲମତି ଶିଶୁମାନେ ପରୀକ୍ଷା ସମୟ ଆସିଲେ ଅଧିକ ପଢାପଢି ପାଇଁ ଶିକ୍ଷକ ତଥା ଅଭିଭାବକଙ୍କ ଦ୍ଵାରା ମାନସିକ ସ୍ତରରେ ପ୍ରଭାବିତ ହୋଇଥାନ୍ତି l ଏହି ସମୟରେ ଶିଶୁମାନେ କିଭଳି ପଢାପଢି କରିବା ଆବଶ୍ୟକ ତାହାକୁ ସ୍ଵାମୀ ମୁକୁନ୍ଦାନନ୍ଦ ଜୀ ଙ୍କ…