Sign in
Sign in
Recover your password.
A password will be e-mailed to you.
ପଦ୍ମପୁର ଏନ୍.ଏ.ସି ରେ ୱାର୍ଡ ସ୍ତରୀୟ ଅଭିଯୋଗ ଶୁଣାଣୀ l
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ବିନ୍ଧ୍ୟବାସିନୀ କ୍ଲବ ଠାରେ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଏକ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଉକ୍ତ ବୈଠକରେ ଏନ୍.ଏ.ସି ଅଧ୍ୟକ୍ଷା ସାବିତ୍ରୀ ବାଗ, କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ, କାଉନ୍ସିଲର…
ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲାସ୍ତରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ଏହି…
ବୁଦ୍ଧ ସାମାଜିକ ପରିବର୍ତ୍ତନ ସଂଗଠନର ସାଧାରଣ ଅଧିବେଶନ,ସାମାଜିକ ପରିବର୍ତ୍ତନ ପାଇଁ ବକ୍ତା ଙ୍କ ଆହ୍ବାନ
କୁଚିଣ୍ଡା/ଅଜୟ ବାଘ : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ କବରିବାହାଲ ଠାରେ ନବ ଗଠିତ ବୁଦ୍ଧ ସାମାଜିକ ପରିବର୍ତ୍ତନ ସଂଗଠନ ର ପରିବର୍ଦ୍ଧିତ ଚତୁର୍ଥ ସାଧାରଣ ଅଧିବେଶନ ଓଡ଼ିଶା ଓବିସି ମଂଚର ମହାସଚିବ ସୁବାସ ଚନ୍ଦ୍ର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ…
ସନ୍ଧ୍ୟା ସାଥୀ କ୍ଲବ ପକ୍ଷରୁ ଗଣେଶ ପୂଜା ଅବସରରେ ପ୍ରସାଦ ସେବନ ଆୟୋଜିତ !!!
ବାଣପୁର/ଖୋର୍ଦ୍ଧା:(ସେକ୍ କୌସର)-ଶ୍ରୀଗଣେଶ ପୂଜାରେ ସମଗ୍ର ବାଣପୁର ସହର ଉତ୍ସବ ମୁଖର ଏହି ଅବସରରେ ବାଣପୁର ସହରର, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା ଚାଲୁଥିବା ବେଳେ। ଆଜି ସନ୍ଧ୍ୟା ସାଥୀ କ୍ଲବ ଜଗନ୍ନାଥପୁର ସାହିର ପୂଜା କମିଟି ପକ୍ଷରୁ ଗଣେଶ ପୂଜା…
ଶରତପାଳ ମହାବିଦ୍ୟାଳୟରେ NSS ଦିବସ ପାଳିତ
ମୟୂରଭଞ୍ଜ ରୁ ଦିପୁ ମହାପାତ୍ର : ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଅନ୍ତର୍ଗତ ଶରତପାଳ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗୃହ ବିଭାଗ ର ଅଧ୍ୟାପିକା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସୁଜାତା ପଟ୍ଟନାୟକ ଙ୍କ ସଭାପତିତ୍ବ ରେ ଏକ ସାଧାରଣ ସଭା…
ଉତ୍କଳ ସମ୍ମିଳନୀ ରରାଜ୍ୟ କାର୍ଯ୍ୟକାରିଣୀ ବାର୍ଷିକ ଉତ୍ସବ ଓ ସମାରୋହ ପାଳିତ
ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ: ଉତ୍କଳ ସମ୍ମିଳନୀ ନବରଙ୍ଗପୁର ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଓ ରାଜ୍ୟ କାର୍ଯ୍ୟକାରିଣୀ ସମାରୋହ ସ୍ଥାନୀୟ ଶାସ୍ତ୍ରୀ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି…
ଗାଇସିଲାଟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି l
ଗାଇସିଲାଟ:- ଆଜି ବରଗଡ଼ ଜିଲ୍ଲାର ଗାଇସିଲାଟ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଜିଲ୍ଲାପାଳ ମୋନିଷା ବାନାର୍ଜି , ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଏ ମିନା, ପ୍ରକଳ୍ପ ନିର୍ଦ୍ଦେଶକ ଆଦିତ୍ଯ ଗୋୟଲ, ପଦ୍ମପୁର ଉପଜିଲ୍ଲାପାଳ ଆଲୋକ ପଟେଲ,…
“ମୁଁ ପଠେଇଥିଲି …ମୋ ନିର୍ଦ୍ଦେଶରେ ପାଣ୍ଡିଆନ ଜିଲ୍ଲାଗସ୍ତ କରିଥିଲେ”
"ହେଲିକପ୍ଟର ନେଇ ଯିବା ବି ସରକାରୀ ନିଷ୍ପତ୍ତି ଥିଲା"
" ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ପରିଚାଳିତ ଏବଂ ଭୁବନେଶ୍ବରରେ ମାନ୍ୟବର ମନ୍ତ୍ରୀ ମାନଙ୍କର ଏହି ବ୍ୟବସ୍ଥାରେ ସାମିଲ ହେବାରେ କୌଣସି ଆବଶ୍ୟକତା ପଡିନାହିଁ। ଗୋଟିଏ ଅଭିଯୋଗ…
ଜାତୀୟ ରାଜପଥ ରେ ବସ ସଡକ ଦୁର୍ଘଟଣା
ଚିଲିକା/ଖୋର୍ଦ୍ଧା:(ସେକ୍ କୌସର) ଖୋର୍ଦ୍ଧା ଜିଲ୍ଲା୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡି ଛକ ଠାରେ ସଡକ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ପିଟିଲା ରିଲାଏନ୍ସ ବସ। ଅଳ୍ପକେ ବର୍ତ୍ତିଲେ ୪୦ଜଣ ଯାତ୍ରୀ। ଏଥିରେ ୨ଜଣ ଯାତ୍ରୀ ସାମାନ୍ୟ ଆହାତ ହୋଇଛନ୍ତି। ହେଲପର ଗୁରୁତର ଆହତ ହୋଇଛନ୍ତି। ଘଟଣା…
ବାଲ୍ୟ ବିବାହ ମୁକ୍ତ ସଚେତନତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ କୋତଲକଇଠା ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟ , ଜାଜପୁର ଠାରେ କୈଳାଶ ସତ୍ୟର୍ଥୀ ଚିଲଡ୍ରେନ ଫାଉଣ୍ଡାସନ ଓ ସିସିଡି ଆନୁକୁଲ୍ୟରେ ବାଲ୍ୟ ବିବାହ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି। ଏହି…