Sign in
Sign in
Recover your password.
A password will be e-mailed to you.
ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭ ଆରମ୍ଭ
ଜଗତସିଂହପୁର,ତା-୩୦.୧୧.୨୦୨୩/ସୁମନ୍ତ କୁମାର ଦାସ:ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଆଶ୍ରମପାଟଣାସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ଓଡିଶା ସରକାରଙ୍କ ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଘାଟିତ ହେଇଯାଇଛି l ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରବି ନାରାୟଣ…
ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ପ୍ରାୟୋଜିତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷା ଡ.ସଂଯୁକ୍ତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ…
ମୂଳନୀବାସୀ ଯୁନାଇଟେଡ଼ ଫୋରମ ତରଫରୁ ସମ୍ବିଧାନ ସଚେତନତା ଓ ସାଙ୍ଗଠନିକ ବୈଠକ
ଜଗତସିଂହପୁର,ତା-୩୦.୧୧.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲାର ରଘୁନାଥପୁର ବେଲହୁଡ଼ା ମଠ ଠାରେ ମୂଳନୀବାସୀ ଯୁନାଇଟେଡ଼ ଫୋରମ ତରଫରୁ ସମ୍ବିଧାନ ସଚେତନତା ଓ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ମୁଖ୍ୟ ଅତିଥିଭାବେ ଫୋରମର ରାଜ୍ୟ ଅଧ୍ୟକ୍ଷ ବିଦ୍ୟାଧର ଦେହୁରୀ…
ଏସଡିସି ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ପାଇଁ ମିଡ଼ିଆ କ୍ରିକେଟ ଟିମ ଚୟନ
ରାୟଗଡା / ସରୋଜ ସାହୁ: ରାୟଗଡ଼ା ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଆସନ୍ତା ଡ଼ିସେମ୍ବର ୧ ରୁ ୩ ତାରିଖ ଯାଏଁ ସ୍ଥାନୀୟ ଜିସିଡ଼ି ହାଇସ୍କୁଲ ପଡିଆ ଠାରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେବ | ଆଜି ଜିଲ୍ଲାର ସମସ୍ତ ସାମ୍ବାଦିକଙ୍କୁ ନେଇ କ୍ରିକେଟ ଓ ଭଲିବଲ ଖେଳ…
ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା ସାମାଜିକ କାର୍ଯ୍ୟାବଳୀ ର ତୃତୀୟ ଦିବସ : ରକ୍ତଦାନ ଶିବିର ଅନୁଷ୍ଠିତ, ୨୬ ୟୁନିଟ୍…
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉପଲକ୍ଷେ ସାମାଜିକ କାର୍ଯ୍ୟାବଳୀ ର ତିତୀୟ ଦିବସ ଅଧକ୍ଷ ଡ଼ଃ ଲଳିତେନ୍ଦୁ ନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଏହି ଦିବସରେ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନି…
ଅଞ୍ଚଳ ମହାବିଦ୍ୟାଳୟ ରେ ଅଧକ୍ଷଙ୍କ ବିଦାୟ ସମ୍ୱର୍ଦ୍ଧନା
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ ପ୍ରକୋଷ୍ଠ ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକଙ୍କ ବିଦାୟ କାଳୀନ ସଭା ପ୍ରାଧ୍ୟାପକ ଶ୍ରୀ ଲଳିତ ମୋହନ ପଣ୍ଡା ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ହୋଇଯାଇଅଛି। ବିଦାୟୀ ପ୍ରଧ୍ୟାପକ ଡ଼ଃ ଲଳିତେନ୍ଦୁ ନାୟକଙ୍କୁ ମହାବିଦ୍ୟାଳୟର ସମସ୍ତ…
ରଘୁନାଥପୁର ବ୍ଲକ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅନୁଷ୍ଠିତ
ଜଗତସିଂହପୁର,ତା-୩୦.୧୧.୨୦୨୩/ସୁମନ୍ତ କୁମାର ଦାସ: ଜିଲ୍ଲାପାଳ ଶ୍ରୀମତି ପାରୁଲ ପଟାୱରିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲାର ପ୍ରତ୍ୟେକ ବ୍ଳକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଅଭିଯାନ ଶିବିର ଆୟୋଜନ କରାଯାଉଅଛି। ଏହି ଅଭିଯାନ ଅନ୍ତର୍ଗତ ଆଜି ରଘୁନାଥପୁର ବ୍ଳକର ପି ସି ବିଦ୍ୟାମନ୍ଦିର…
ମିଶନ ଶକ୍ତି ବିଭାଗ ପକ୍ଷରୁ ଲିଙ୍ଗ ଭିତ୍ତିକ ହିଂସାର ପରିସମାପ୍ତି ନିମନ୍ତେ ଜିଲ୍ଲା ସ୍ତରୀୟ କାର୍ମଶାଳା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମିଶନ ଶକ୍ତି ବିଭାଗ ପକ୍ଷରୁ ଲିଙ୍ଗ ଭିତ୍ତିକ ହିଂସାର ପରିସମାପ୍ତି ନିମନ୍ତେ ଜିଲ୍ଲା ସ୍ତରୀୟ କାର୍ମଶାଳା ଆଜି ( ଗୁରୁବାର ଦିନ )ଅନୁଷ୍ଠିତ ହୋଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଶନ ଶକ୍ତିର ମହିଳା ମାନଙ୍କୁ ନେଇ ଏକ…
ରାୟଗଡ଼ା ବନବାସୀ ଅଞ୍ଚଳରେ ବାଳକ ବାଳିକାଙ୍କୁ ଶିକ୍ଷା ସଂସ୍କାର ଉପରେ ମାର୍ଗ ଦର୍ଶନ ସହ ବସ୍ତ୍ର ବଣ୍ଟନ
ରାୟଗଡ଼ା /ସରୋଜ ସାହୁ: ରାୟଗଡ଼ା ବ୍ଳକ ଅନ୍ତର୍ଗତ ସଦର ମହକୁମା କତପେଟା ପଞ୍ଚାୟତର ବିର ନାରାୟଣ ପୁର ନିକଟସ୍ଥ ସିଗ୍ନାପୁର ଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ଶୀ ଶୀତା ରାମ ପ୍ରସନ୍ନ ହନୁମାନ ଧ୍ୟାନ ମନ୍ଦିର ପ୍ରାଙ୍ଗଣରେ ସନ୍ଥ ଯୋଗୀ ଶ୍ରୀ ଚୈତନ୍ୟ ରାମଜିଙ୍କ ତତ୍ବାବଧାନରେ ଗତ ଏକ ମାସ ଧରି ପବିତ୍ର…
ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ପିସି ଏବଂ ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ
କଳାହାଣ୍ଡିରୁ ରୋହିତ କୁମାର ନାଏକ: ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କକ୍ଷ ରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାସ୍ତରୀୟ ପି ସି ଏବଂ ପି ଏନ୍ ଡି ଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ସି ଡ଼ି ଏମ ଓ କଳାହାଣ୍ଡି ଡ ସୁଚେତା ପାଣି ଜିଲ୍ଲା ରେ…