Sign in
Sign in
Recover your password.
A password will be e-mailed to you.
ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ବିକାଶ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ମହିଳା ସ୍ନାତକ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ତରଫରୁ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଯାୟୀ ଗତ ୧୭.୧୧.୨୦୨୩ ତାରିଖରେ ମହାବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀ…
ଖରାମାଲ ଠାରେ ବିଜେଡ଼ି ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ l
ପଦ୍ମପୁର :- ଜାମସେଠ ପଞ୍ଚାୟତ ଅନ୍ତର୍ଗତ ଖରାମାଲ ଠାରେ ବିଜୁ ଜନତା ଦଳର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ପାଇକମାଲ ବ୍ଳକ୍ ଯୁବ ବିଜେଡି ସଭାପତି ଗୌତମ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ କର୍ମୀ ମାନଙ୍କ ସହ ଆଲୋଚନା କରିବା ସହିତ ଆଗାମୀ ଦିନରେ ସଂଗଠନ କିପରି ଭାବେ ଆହୁରି…
ପଦ୍ମପୁର ଏନ୍ ଏ ସି ରେ ମଧୁବାବୁ ପେନସନ ଯୋଜନା ରେ ଭତ୍ତା ବଣ୍ଟନ ସମାରୋହ ଅନୁଷ୍ଠିତ l
ପଦ୍ମପୁର :- ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ସଭା ଗୃହରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି l ବିଧାୟିକା ବର୍ଷା ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୭୨ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ, ୧୧ ଜଣ ଙ୍କୁ ମୁକ୍ତା…
ଭୋଟର ତାଲିକା ରେ ନାମ ପଞ୍ଜିକରଣ ନେଇ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୧/୧୧/୨୩ :ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆଜି ଭୋଟର ତାଲିକା ରେ ନୂତନ ଭାବେ ନାମ ପଞ୍ଜିକରଣ ନେଇ ଏକ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଶଶାଙ୍କ…
ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଧୁମ ଧାମରେ ପାଳନ ନେଇ ବିଶ୍ଵ ହିନ୍ଦୁ ପରିଷଦର ଜିଲ୍ଲା ସ୍ତରୀୟ ବୈଠକ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୧/୧୧/୨୩: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ଜଗନ୍ନାଥ ମନ୍ଦିର ପରିସରରେ ଆଗାମୀ ୨୦୨୪ ଜାନୁୟାରୀ ୨୨ ରେ ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ କୁ ଗାଁ ଗହଳି ରେ ଧୁମଧାମରେ ପାଳନ ନେଇ ବିଶ୍ଵ ହିନ୍ଦୁ ପରିସରରେ…
ଡାବୁଗାଁ ରେ ବିଜେପି ର ପ୍ରାକ୍ ନିର୍ବାଚନ ପ୍ରସ୍ତୁତି ବୈଠକ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୧/୧୧/୨୩: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ପଥପ୍ରାନ୍ତ ସୁବିଧା କେନ୍ଦ୍ର ପରିସରରେ ବିଜେପି ର ପ୍ରାକ୍ ନିର୍ବାଚନ ପ୍ରସ୍ତୁତି ବୈଠକ ଜିଲ୍ଲା ବିଜେପି ସଭାପତି ଜଗଦୀଶ ଚନ୍ଦ୍ର ବିଶୋଇ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…
ସ୍ଵୟଂ ସହାୟକ ଦଳର ମହିଳାମାନେ ସମାଜ ପରିବର୍ତ୍ତନ ର ସାରଥୀ ହେବା ଦରକାର – ଜିଲ୍ଲାପାଳ
ନବରଙ୍ଗପୁର ୨୧/୧୧ ଅଶୋକ ସାହୁ, ଶାସକ ପ୍ରଶାସକ: ଜିଲ୍ଲାରେ ବାଲ୍ୟବିବାହ କୁ ରୋକିବାନିମନ୍ତେ ଆଜି ସ୍ଥାନୀୟ ମିଶନଶକ୍ତି ସଭା ଗୃହ ଠାରେ ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ , ଆକ୍ସନଏଡ ଓ ବିଭିନ୍ନ ବ୍ଲକର ମହିଳା ସ୍ଵୟଂ ସହାୟକ ଦଳର ମହାସଂଘର ସଭାପତି ଓ ସମ୍ପାଦିକା ମାନଙ୍କ ଙ୍କୁ ନେଇ…
ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଭିନ୍ନ ଯୋଜନାରେ ଦୁର୍ନୀତି, ଭ୍ରଷ୍ଟାଚାର ବିରୁଦ୍ଧରେ ଜନ ଆକ୍ରୋଶ ବ୍ଲକ ଘେରାଉ
ଗାଇସିଲାଟ/ମନ ଡନସନା- ଭାରତୀୟ ଜନତା ପାର୍ଟି ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକ ତରଫରୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୁଦ୍ଧରେ ଜନ ଆକ୍ରୋଶ ବ୍ଲକ ଘେରାଉ ଅନୁଷ୍ଠିତ ହୋଇଯାଇଛି lସ୍ଥାନୀୟ ମିନିଷ୍ଟାଡିୟମ୍ ଏକତ୍ରୀତ ହୋଇ ଶତାଧିକ ବିଜେପି କର୍ମୀ…
ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ତରଫରୁ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ଶ୍ରୀମତୀ ଲିସା ବେହେରା , ଜିଲ୍ଲା ମତ୍ସ୍ୟ ଅଧିକାରୀଣୀ ଗଜପତିଙ୍କ…
ଧାନମଣ୍ଡି ଉଦଘାଟନ କଲେ ବିଧାୟିକା ବର୍ଷା ସିଂ ବରିହା
ବରଗଡ:-ବରଗଡ଼ ଜିଲ୍ଲା କୃଷି ପ୍ରଧାନ ଜିଲ୍ଲା ଭାବେ ସାରା ରାଜ୍ୟରେ ବେଶ ପରିଚିତ। ଅନ୍ୟ ଉକ୍ତି ରେ କହିବା କୁ ଗଲେ ବରଗଡ଼ ଜିଲ୍ଲା ଓଡ଼ିଶାର ଭାତ ହାଣ୍ଡି ଭାବରେ ପରିଚିତ । ସାରା ରାଜ୍ୟରେ ଉତ୍ପାଦିତ ଧାନ ଓ ଧାନ ରୁ ଚାଉଳ , ବିଶେଷ କରି ବୋଡାସମ୍ବର ଅଞ୍ଚଳରେ ଉତ୍ପାଦିତ ହେଉଥିବା ଚାଉଳର ସ୍ୱାଦ…