Sign in
Sign in
Recover your password.
A password will be e-mailed to you.
ବେଲଗୁଣ୍ଠାରେ ସ୍ୱାୟତ୍ତ ଶାସନ ଦିବସ:ନଟିଆ ଓ କୁଳଦିପ୍ ମୁଖ୍ୟ ଆକର୍ଷଣ ।
ବେଲଗୁଣ୍ଠା -୧/୯-ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ୪୯ତମ ସ୍ୱାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ଗୁରୁବାର ସକାଳ ୧୦ ଘଟିକା ସମୟରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ପୁର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ଯୋଗ ଦେଇ ନଗରପାଳ ଫିରୋଜ କୁମାର ସେଠୀ, ଉପାଧ୍ୟକ୍ଷା…
ବେଲଗୁଣ୍ଠାର ସମସ୍ତ ପିଇଓ ଚଉଦ ଦିନ ହେବ ସମୂହ ଛୁଟିରେ ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-ନିଖିଳ ଉତ୍କଳ ପଂଚାୟତ ନିର୍ବାହୀ ଅଧିକାରୀ ସଙ୍ଘ, ଭୁବନେଶ୍ୱରଙ୍କ ଆହ୍ୱାନ କ୍ରମେ ସମଗ୍ର ଓଡ଼ିଶାର ପଞ୍ଚାୟତ ନୀର୍ବାହୀ ଅଧିକାରୀ ମାନେ ନିଜର ଦୁଇ ଦଫା ଦାବି ପୂରଣ ପାଇଁ ସମୂହ ଛୁଟିରେ ଯିବା ସହିତ ନିଜ ନିଜର ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ଚଉଦ…
ବଜ୍ରପାତରେ ନଅ ଗାଈଗୋରୁ ମୃତ; ବାଛୁରୀ ଗୁରୁତର; ସରକାରୀ ସାହାଯ୍ୟ ଯୋଗାଇଦେବାକୁ ଦାବି
ବେଲଗୁଣ୍ଠା,(ଶିବରାମ ଚୌଧୁରୀ )-ବଜ୍ରପାତରେ ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବଡ଼ପଡ଼ା ପଂଚାୟତ ଶିରୀକୋଈ ଗ୍ରାମର ଜୟ ଗୌଡ଼ଙ୍କ ନଅଟି ଗାଈଗୋରୁ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ଗୋଟିଏ ବାଛୁରୀ ଗୁରୁତର ଭାବେ ଆହତ ହୋଇ ଚିକିତ୍ସିତ ହେଉଥିବା ଖବର ମିଳିଛି I ଖବରରୁ ଜଣାପଡିଛି ଆଜି ଜୟ…
ପୌର ପରିଷଦରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ
https://youtu.be/fZCi7_s4n6A
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସକାଳେ ପୌର ପରିଷଦ କାର୍ଯ୍ୟାଳୟ ଠାରେ ପାରଳାଖେମୁଣ୍ଡି…
ପଦ୍ମପୁର ଏନ୍ଏସିରେ ସ୍ବାୟତ୍ତ ଶାସନ ଦିବସ ପାଳିତ l
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ପଦ୍ମପୁର ଏନ୍ଏସି ତରଫରୁ ସ୍ଥାନୀୟ ରାଜାଜୀ ଟାଉନ ହଲ୍ଠାରେ ନିଖିଳ ଭାରତ ସ୍ଵାୟତ୍ତ ଶାସନ ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏନ୍ଏସି ଅଧ୍ୟାକ୍ଷା ସାବିତ୍ରୀ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ବିଧାୟିକା ବର୍ଷାସିଂ ବରିହା, ସମ୍ମାନିତ…
“ରସାବଳିର ଜିଆଇ ଟ୍ୟାଗ୍ ପାଇଁ ଆବେଦନ କରାଯିବ”
ରାଜ୍ୟ ସ୍ତରୀୟ ରସାବଳି ଦିବସ ପ୍ରଭୁ ଶ୍ରୀ ବଳଦେବ ଜୀଉ ଙ୍କ ଜନ୍ମଦିନ ତଥା ଗହ୍ମା ପୂର୍ଣମୀରେ ପାଳନ ହେବ l
ଭୁବନେଶ୍ୱର : ଆଜି ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସ୍ତରୀୟ ରସାବଳି ଦିବସ ଉତ୍ସବ। ଏହି ଉତ୍ସବକୁ ଓଡିଶା ସଂସ୍କୃତି…
ଆରଏମସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ
୨ଟି ପ୍ରକଳ୍ପ ଲୋକାର୍ପିତ, 'ମିଶନ ଶକ୍ତି କାଫେ'ର ଶିଳାନ୍ୟାସ
ରାଉରକେଲା ୩୧ ଅଗଷ୍ଟ ୨୦୨୩(ବସନ୍ତ କୁମାର ଜେନା): ରାଉରକେଲା ମହାନଗର ନିଗମ ପକ୍ଷରୁ ଧୁମ୍ଧାମର ସହ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ରାଉରକେଲା ମହାନଗର ନିଗମ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ…
ଋଷିକୁଲ ସେବାଶ୍ରମ ସ୍କୁଲରେ ୨୧ ଜଣ ବିଦ୍ୟାର୍ଥୀଙ୍କ ପ୍ରବେଶ
କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ କୁନ୍ତରା ପଞ୍ଚାୟତ ଡ଼ୁମେରମାଳ ରେ ଥିବା ଋଷିକୁଲ ବେଦ ବିଦ୍ୟାଳୟ ସେବାଶ୍ରମ ରେ ଚଳିତ ପ୍ରାରମ୍ଭ ବର୍ଷ ୨୧ ଜଣ ନୂତନ ବିଦ୍ୟାର୍ଥୀଙ୍କୁ ଉପାକର୍ମ, ଉପନୟନ, ବେଦାରମ୍ଭ ସହିତ ଗୋପୁଜନ ସଂସ୍କାର ଇତ୍ୟାଦି କାର୍ଯ୍ୟକ୍ରମ କରି ବିଦ୍ୟାର୍ଥୀଙ୍କୁ ପ୍ରବେଶ…
ଚନ୍ଦିନୀମାଳ ରେ ମେହେର ଜୟନ୍ତୀ ପାଳିତ: ମା,ମାଟି ଓ ମାତୃଭାଷାର ସେବା ପାଇଁ ଛାତ୍ର ଛାତ୍ରୀ ନେଲେ ଶପଥ
କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ଅନ୍ତର୍ଗତ ଚାନ୍ଦିନୀମାଳସ୍ଥିତ ହୀରାଧର ଯୁବକ ସଂଘ ଉଚ୍ଚ ବିଦ୍ୟାଳୟ ର ପ୍ରାକୃତିକ ପରିବେଶ ଏକ ବିରାଟ ଗଛ ମୂଳରେ ପ୍ରଧାନ ଶିକ୍ଷକ କମଲ ଲୋଚନ ନାଏକ ଙ୍କ ସଭାପତିତ୍ବରେ ସ୍ଵଭାବକବି ଗଙ୍ଗାଧର ମେହେର ଙ୍କ ୧୩୬ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇ ଯାଇଛି…
ସିଏସପି ପ୍ଲସ ଯୋଜନାକୁ ବିରୋଧ କଲେ ସିଏସପି ପରିଚାଳକ, ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର !!!
ଚିଲିକା/ବାଣପୁର:(ସେକ୍ କୌସର) ସରକାରଙ୍କ ଦ୍ଵାରା ପ୍ରଦତ ଜନହିତ କାର୍ଯ୍ୟପାଇଁ ଆସୁଥିବା ଅର୍ଥ ରାଶି ଗ୍ରାମାଞ୍ଚଳରେ ସାଧାରଣ ଜନତା CSP ମାଧ୍ୟମରେ ପାଇଥାନ୍ତି। ଏଥି ଲାଗି ପ୍ରତ୍ୟେକ ପଞ୍ଚାୟତରେ ଷ୍ଟେଟବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ ) ଦ୍ଵାରା ନିଯୁକ୍ତ ହୋଇଥିବା ଗ୍ରାହକ ସେବା କେନ୍ଦ୍ର…