Sign in
Sign in
Recover your password.
A password will be e-mailed to you.
ହିଞ୍ଜିଳିକାଟୁ ସ୍ୱାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
ହିଞ୍ଜିଳିକାଟୁରୁ ରଜତ ପଟ୍ଟନାୟକ : ହିଞ୍ଜିଳିକାଟୁ ପୌର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ମଙ୍ଗଳବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ପୌର ପରିଷଦର ସଭା କକ୍ଷ ପରିସର ରେ ଅନୁଷ୍ଟିତ ହୋଇଥିଲା l ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ନିର୍ଦ୍ଦେଶ ଅନୁସାରେ ଚଳିତ…
ରାଜ୍ୟର ଶିକ୍ଷା ଭିତ୍ତିଭୂମିର ବିକାଶ ପଦକ୍ଷେପ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜ୍ଞାପନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶାରେ ଶିକ୍ଷାର ଭିତ୍ତିଭୂମିର ବିକାଶପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ତରଫରୁ ସୁଯୋଗ ସୃଷ୍ଟି କରାଯାଇଛି। ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡିର ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ଓଡିଶାର ଘୋଷିତ ୧୪ଟି ବିଦ୍ଯାଳୟରୁ…
କୃଷି ସଚେତନତା ରଥକୁ ଶୁଭ ଉଦଘାଟନ କଲେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ କୃଷି ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କଲେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଇରେନିୟସ ପ୍ରଧାନ। ଖରିଫ ଋତୁରେ ଉଚ୍ଚ…
ପଣ୍ଡିତ ଗୋପୀନାଥ ନନ୍ଦଙ୍କ ଜୟନ୍ତୀ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜର ସମ୍ମିଳନୀ କକ୍ଷ ଠାରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ବରିଷ୍ଠ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ…
ଚନ୍ଦ୍ରଯାନ-୩ର ସଫଳ ଅବତରଣ: କିଟ୍ ଓ କିସ୍ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ
ଭୁବନେଶ୍ୱର ୨୩ ।୮: ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରଯାନ-୩ ସଫଳ ଅବତରଣ କରିଛି । ବୁଧବାର ନିର୍ଦ୍ଧାରିତ ସମୟରେ ଏହା ଅବତରଣ କରିଥିବା ବେଳେ ଏହି ପ୍ରକ୍ରିୟାର ସିଧା ପ୍ରସାରଣ ଦେଖିବା ପାଇଁ କିଟ୍ ଓ କିସ୍ର ବିଭିନ୍ନ ଅଡିଟୋରିୟମରେ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ଛାତ୍ରଛାତ୍ରୀମାନେ…
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଜିଲ୍ଲାରେ ତିନିଟି ନୂତନ ‘ଆମ ବସ ଷ୍ଟାଣ୍ଡ ର ଶିଳାନ୍ୟାସ
ଜଗତସିଂହପୁର,ତା-୨୩.୦୮.୨୦୨୩/ସୁମନ୍ତ କୁମାର ଦାସ-ଆଜି ଅପରାହ୍ନ ପାଞ୍ଚଟା ତିରିଶ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଭିଡିଓ କନଫରେନସି ମଧ୍ୟମରେ ରାଜ୍ୟର 21 ଟି ନୂଆ ବସ ଷ୍ଟାଣ୍ଡ (ଓ ସ ଆଇ ଟି ସି ) ର ଉଦଘାଟନ କରିଥିଲେ l ଏହା ପରେ ସେ ୨୬ ଟି ଜିଲ୍ଲାର ୧୨୪ ଟି ନୂତନ ଆମ ବସଷ୍ଟାଣ୍ଡର…
ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ବାଣପୁର ଗସ୍ତ
ବାଣପୁର/ଖୋର୍ଦ୍ଧା:( ସେକ୍ କୌସର) ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ଆଜି ଖୋର୍ଦ୍ଧା ଜିଲ୍ଲାର ବାଣପୁର ମା’ ଭଗବତୀଙ୍କ ଦର୍ଶନରେ ଆସିଥିଲେ। ଏହି ଅବସରରେ ରାଜ୍ୟପାଳ ତାଙ୍କର ନିଜସ୍ୱ ଗ୍ରାମ ଗୋଡ଼ିଝରକୁ ଯାଇଥିଲେ। ସେଠାରେ…
ଗଜପତି ଜିଲ୍ଲାର ଗୁମ୍ମା ଓ ଆର୍ .ଉଦୟଗିରି ବ୍ଲକରେ ”ଆମ ବସଷ୍ଟାଣ୍ଡ” ଉଦ୍ଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଗୁମ୍ମା ଓ ଆର୍.ଉଦୟଗିରି ବ୍ଲକରେ ନବନିର୍ମିତ ହୋଇଥିବା ନୂତନ "ଆମ ବସଷ୍ଟାଣ୍ଡ" କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହୋଇଯାଇଛି। ଗୁମ୍ମା ବ୍ଲକରେ ନିର୍ମିତ ହୋଇଥିବା ନୂତନ ଆମ…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦ୍ବିତୀୟ ପର୍ଯ୍ୟାୟ ଆମ ବସ୍ ଷ୍ଟାଣ୍ଡ ଭିତ୍ତି ପ୍ରସ୍ତର ସ୍ଥାପନ
ଛତ୍ରପୁର: ପରିବହନ କ୍ଷେତ୍ରରେ ସୁଧାର ଆଣିବା ନିମନ୍ତେ ଆମ ବସଷ୍ଟାଣ୍ଡ ନିର୍ମାଣ କରାଯାଉଛି । ସାଧାରଣ ଲୋକଙ୍କ ଯୋଗାଯୋଗ ପାଇଁ ଏହା ଏକ ପ୍ରମୁଖ ମାଧ୍ୟମ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ 55ଟି ଆମ ବସଷ୍ଟାଣ୍ଡ ନିର୍ମାଣ ହୋଇଥିବା ବେଳେ ସେଥି ମଧ୍ୟରୁ ୨୧ ଟିର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯାଇଛି ।…
ସୋଆ ଓଡ଼ିଶାର ପ୍ରଥମ ୫ ଜି କ୍ୟାମ୍ପସ୍ ଘୋଷିତ
ଭୁବନେଶ୍ୱର, ୨୩/୦୮: ଓଡ଼ିଶାର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରିଲାୟନ୍ସ ଜିଓ ଦ୍ୱାରା ପ୍ରଥମ ଥର ପାଇଁ ଟ୍ରୁ ୫ ଜି କ୍ୟାମ୍ପସ୍ର ମାନ୍ୟତା ପ୍ରଦାନ କରାଯାଇଛି ।ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ଶିଳ୍ପ କ୍ଷେତ୍ରରେ…