Sign in
Sign in
Recover your password.
A password will be e-mailed to you.
ଅଖିଲ ଭାରତୀୟ ମାରୱାଡି ମହିଳା ସମ୍ମେଳନ (ପଦ୍ମପୁର ଶାଖା ) ଓ ଆମ ଓଡିଶା ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ…
ପଦ୍ମପୁର :- ସ୍ଥାନୀୟ ମାରୱାଡି ଧର୍ମଶାଳା ରେ ଅଖିଲ ଭାରତୀୟ ମାରୱାଡି ମହିଳା ସମ୍ମେଳନ (ପଦ୍ମପୁର ଶାଖା ) ଓ ସମ୍ବାଦ ଆମ ଓଡିଶା ମିଳିତ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି l ଏହି ଶିବିରକୁ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ l…
ଅନଲାଇନ ଭତ୍ତା ଆବେଦନରେ ବ୍ୟାପକ ଦୁର୍ନୀତି, ବିନା ତଦନ୍ତରେ ଅଯୋଗ୍ୟଙ୍କର ଭତ୍ତା
ଜଗତସିଂହପୁର,ତା-୧୮.୦୮.୨୦୨୩/ସୁମନ୍ତ କୁମାର ଦାସ:ଅନଲାଇନି ମାଧ୍ୟମରେ ଭତ୍ତା ଆବେଦନ କରିବାପାଇଁ ସରକାର ଯୋଜନା ପ୍ରଣୟନ କରିବାଦ୍ବାରା ଅଯୋଗ୍ୟ ଲୋକମାନେ ଭତ୍ତା ହାତେଇବାରେ ସୁବିଧା ପାଇଥିବା ଦେଖାଯାଇଛି l ଚଳିତ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଉପଲକ୍ଷେ ସରକାର ନୂତନ ଭାବେ ଭତ୍ତା ହିତାଧିକାରୀ…
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟାଳୟର ନିରୀକ୍ଷଣ ଓ ସମୀକ୍ଷା -
ଜନସେବାର ସଠିକ କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ
ସୁବର୍ଣ୍ଣପୁର,(ଆର୍ତ୍ତତ୍ରାଣ ମହାପାତ୍ର): ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସମ୍ବଲପୁର ଡ଼ଃ ସୁରେଶ ଚନ୍ଦ୍ର ଦଳେଇ ସୁବର୍ଣ୍ଣପୁର…
ଘୁ. ଉଦୟଗିରି ଏନଏସି ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ କାର୍ଯ୍ୟାଦେଶ ବଣ୍ଟନ
ଘୁ. ଉଦୟଗିରି (ଅବନୀ କୁମାର ପ୍ରଧାନ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନଅନ୍ତର୍ଗତ କାର୍ଯ୍ୟାଦେଶବଣ୍ଟନ କରାଯାଇଛି I ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ଜୁନାଗଡ଼ ଠାରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ l
ଜୁନାଗଡ଼ /କଳାହାଣ୍ଡି ରୁ ଆଦିତ୍ୟ ପ୍ରସାଦ ମହାନ୍ତି :ଆଜି ଜୁନାଗଡ଼ ସ୍ଥିତ ସଂସ୍କୃତି ଭବନ ଠାରେ ଓଡିଶା ସରକାର ଙ୍କ ନିର୍ଦେଶ କ୍ରମେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ର ସହାୟତା ବଣ୍ଟନ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟ ଶଙ୍କର…
ରାୟଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ସଦ ଭାବନା ଦିବସ ପାଳିତ ।
ରାୟଗଡ ରୁ ବୈକୁଣ୍ଠ ଦୁରିଆ -ରାଉଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ସଦ ଭାବନା ଦିବସ ପାଳିତ ହୋଇ ଯାଇଛି । ରାୟଗଡ ଜିଲ୍ଲା ସଦର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଶପଥ ପାଠ କାର୍ଯ୍ୟକ୍ରମରେ ଦୁଇ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନ ଏବଂ ଭାସ୍କର ରୋଇତ ଯୋଗଦେଇ ସମସ୍ତ…
ମାହାଙ୍ଗା ନିର୍ବାଚନ ମଣ୍ଡଳୀ କଂଗ୍ରେସ ପକ୍ଷରୁ ନିଶ୍ଚିନ୍ତକୋଇଲି ବ୍ଲକ ଘେରାଉ l
https://youtu.be/UHr_PePA44s
(ନିଶ୍ଚିନ୍ତକୋଇଲି-ଦେବେନ୍ଦ୍ର ଷଡ଼ଙ୍ଗୀ)- ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଙ୍କ ଆହ୍ୱାନ କ୍ରମେ ମାହାଙ୍ଗା ବରିଷ୍ଟ କଂଗ୍ରେସ ନେତା ଦେବେନ୍ଦ୍ର ସାହୁ ଙ୍କ ନେତୃତ୍ୱ ରେ ନିଶ୍ଚିନ୍ତକୋଇଲି ବ୍ଲକ ଘେରାଉ କରାଯାଇଛି । ରାଜ୍ୟରେ ବିଭିନ୍ନ ବ୍ଲକ…
ବ୍ଲକ ଅଫିସ ମାନଙ୍କରେ ବିଭିନ୍ନ ଦୁର୍ନୀତି କୁ ବିରୋଧ ଓ ବିଭିନ୍ନ ସମସ୍ୟା ନେଇ କଂଗ୍ରେସ କମିଟିର ବ୍ଲକ୍ ଘେରାଉ।
ଜୁନାଗଡ଼/କଳାହାଣ୍ଡି ରୁ ଆଦିତ୍ୟ ପ୍ରସାଦ ମହାନ୍ତି :ଭାରତୀୟ ଜାତୀୟ କଂଗ୍ରେସ ଓ ରାଜ୍ୟ ସଭାପତି ଙ୍କ ଆହ୍ଵାନ କ୍ରମେ ଓଡ଼ିଶାରେ ବିଭିନ୍ନ ବ୍ଲକରେ ହେଉଥିବା ଦୁର୍ନୀତି ଓ ବିଭିନ୍ନ ସମସ୍ୟାକୁ ନେଇ ସମଗ୍ର ଓଡ଼ିଶାରେ ଥିବା ବିଭିନ୍ନ ବ୍ଲକ, ସମ୍ବୁଖରେ କଂଗ୍ରେସ କର୍ମୀମାନେ ଘେରାଉ କରିଥିଲେ। ଏହି…
ନବରଙ୍ଗପୁରରେ ସଦଭାବନା ଦିବସ ପାଳିତ
ନବରଙ୍ଗପୁର/ଅଶୋକ ସାହୁ; ନବରଙ୍ଗପୁର ଜିଳ୍ଲାପାଳ ଙ୍କ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ ଅବସରରେ ଶପଥ ପାଠ ଉଚ୍ଛବ ପାଳନ ହୋଇଯାଇଛି। ଜିଲ୍ଲାପାଳ ଡଃ ମିଶ୍ର, ଜାତି ସମ୍ପ୍ରଦାୟ କ୍ଷେତ୍ର, ଧର୍ମ ଅଥବା ଭାଷା…
ବିଭିନ୍ନ ଦାବୀ ନେଇ ଘୁ.ଉଦୟଗିରି ନଗର ଏବଂ ବ୍ଲକ କଂଗ୍ରେସ ପକ୍ଷରୁ ଘୁ.ଉଦୟଗିରି ବ୍ଲକ କାର୍ଯ୍ୟାଳୟ ଘେରାଉ ସହ…
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିର୍ଦେଶ କ୍ରମେ ଆଜି ଘୁ.ଉଦୟଗିରି ନଗର ଏବଂ ବ୍ଲକ କଂଗ୍ରେସ ତରଫରୁ ମହାମହିମ ରାଜ୍ୟପାଳଙ୍କ ଉଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରିପାଠୀଙ୍କ ଜରିଆରେ ୯ ଦଫା ଦାବୀ ନେଇ ଏକ ଦାବୀ ପତ୍ର ପ୍ରଦାନ…