Sign in
Sign in
Recover your password.
A password will be e-mailed to you.
ଘୁ.ଉଦୟଗିରି “ପ୍ରେସ କ୍ଲବ” ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ.
ଘୁ.ଉଦୟଗିରି (ଅବନୀ କୁମାର ପ୍ରଧାନ): ଘୁ.ଉଦୟଗିରି "ପ୍ରେସ କ୍ଲବ" ସଭାପତି ଅରୁଣ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆଜି ଶ୍ରୀରାମପଦା ସ୍ଥିତ "ପ୍ରେସ କ୍ଲବ" କାର୍ଯ୍ୟାଳୟ ଠାରେ ୭୭ ତମ ସ୍ୱାଧୀନତା ଦିବସ ମହା ଆଡମ୍ବର ରେ ପାଳିତ ହୋଇଯାଇଛି I ଏହି ମହାନ ଉତ୍ସବ ଅବସରରେ "ପ୍ରେସ କ୍ଲବ"…
ବଡ଼ଚଣା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ପାଳନ ହେଲା ସ୍ୱାଧୀନତା ଦିବସ
ବଡ଼ଚଣା ରୁ ପ୍ରଫୁଲ୍ଲ କୁମାର ସାହୁ:ବଡ଼ଚଣା ର ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ରେ ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି,ଚଣ୍ଡିଖୋଲ ସ୍ଥିତ ସମାଜ ବିକାଶ କର୍ମ ଯିବି ଶ୍ରମିକ ସଙ୍ଘ ରେ ମଧ୍ୟ ଏ ବର୍ଷ ପତାକା ଉତ୍ତାଳନ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମରେ ରେ…
ବ୍ଲକ୍ ସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି
ଗାଇସିଲାଟ/ମନ ଡନସନା- ଗାଇସିଲାଟ ବ୍ଲକ ର ମିନିଷ୍ଟାଡିୟମ୍ ଠାରେ ଆଜି ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ଯ ଅତିଥି ଭାବରେ ଗାଇସିଲାଟ ବ୍ଲକ ଅଧ୍ଯକ୍ଷ ଶ୍ରୀଯୁକ୍ତ ପ୍ରଣୟ କୁମାର ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।ଏହି କାର୍ୟ୍ଯକ୍ରମରେ ଗାଇସିଲାଟ ବିଡିଓ…
ବଲାଙ୍ଗୀର ରିଜର୍ଭ ପୋଲିସ ପଡିଆଠାରେ ସ୍ବାଧୀନତା ଦିବସ ପାଳିତ।
ବଲାଙ୍ଗିର : ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଜିଲ୍ଲା ମୁଖ୍ୟାଳୟ ରେ ଥିବା ମନୋହର ପୁର ରିଜର୍ଭ ପୋଲିସ ଗ୍ରାଉଣ୍ଡ ରେ ଅନୁଷ୍ଠିତ ହେଇଯାଇଛି | ମୁଖ୍ୟ ଅତିଥି ଭାବେ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା , ମାନ୍ୟବର ମନ୍ତ୍ରୀ ବିଜ୍ଞାନ ଓ ପ୍ରଯୁକ୍ତି , ସରକାରୀ ଉଦ୍ୟୋଗ , ସାମାଜିକ ନିରାପତ୍ତା ଏବଂ…
ଭଞ୍ଜନଗର ସହରର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ ରେ ପାଳିତ ହେଲା, ୭୭ ତମ ସ୍ବାଧୀନତା ଦିବସ ପ୍ୟାରେଡ଼।
ଉଦୟନାଥ ପଣ୍ଡା (ଭଞ୍ଜନଗର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହରରେ ଥିବା ପୁରୁଣା ଜେଲ୍ ପଡ଼ିଆ ବା କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ ରେ, ମହାଆଡମ୍ବର ସହକାରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ପାଳିତ ହୋଇଛି ୭୭ ତମ ମହାନ୍ ସ୍ଵାଧୀନତା ଦିବସ ଉତ୍ସବ।…
ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳ ରେ ଆନନ୍ଦ ଉଲ୍ଲାସ ର ସହ 77 ତମ ସ୍ୱାଧୀନତା ଦିବସ ପାଳିତ l
(ନିଶ୍ଚିନ୍ତକୋଇଲି- ଦେବେନ୍ଦ୍ର ଷଡ଼ଙ୍ଗୀ)- ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଆନନ୍ଦ ଉଲ୍ଲାସ ର ସହ ପବିତ୍ର 77 ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ନିଶ୍ଚିନ୍ତକୋଇଲି ବ୍ଲକ ପରିସରରେ ବିଡ଼ିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ଙ୍କ ସଭାପତିତ୍ୱ ରେ ମୁଖ୍ୟଅତିଥି…
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
https://youtu.be/9r7q9H1Xtd0
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗଣପତି ସାବତ ଫାଉଣ୍ଡେସନ ସଭାପତି ଶ୍ରୀଯୁକ୍ତ ବିନୋଦ ଚନ୍ଦ୍ର ସାବତ ଯୋଗଦେଇ କାର୍ଯ୍ୟକ୍ରମକୁ…
ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଉଦଘାଟିତ
https://youtu.be/vXG14RGnXoE
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନିଲାମା ଠାକୁରାଣୀ ମନ୍ଦିର ପାର୍ଶ୍ଵରେ ସୋମବାର ଦିନ ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି। ଗଜପତି ଜିଲ୍ଲା ପର୍ଯ୍ୟବେକ୍ଷକ ତଥା…
ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଳକ୍ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଭା.ପ୍ର.ସେ. ଜନସାଧାରଣଙ୍କ ବିଭିନ୍ନ ଆପତି…
ରୂପାନ୍ତରିତ ଓଡ଼ିଶା ଗଠନ ସକାଶେ ସମ୍ମିଳିତ ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ କଣ
ଭୁବନେଶ୍ୱର : ପବିତ୍ର ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍ ରେ ଅଭିବାଦନ ଗ୍ରହଣ କରିଥିଲେ । ରାଜ୍ୟବାସୀଙ୍କୁ ସମ୍ବୋଧିତ…