Sign in
Sign in
Recover your password.
A password will be e-mailed to you.
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ସୁବର୍ଣ୍ଣପୁର,( ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ…
ମିଲେଟ ଶକ୍ତି କାଫେ ଉଦଘାଟିତ ।
ସୁବର୍ଣ୍ଣପୁର, (ପ୍ରକାଶ କୁମାର ହାତୀ): ସୋନପୁର ବ୍ଲକ ଛକରେ ବ୍ଲକ ପକ୍ଷରୁ ଆଜି ଏକ ମିଲେଟ ଶକ୍ତି କାଫେ ଉଦଘାଟିତ ହୋଇଯାଇଛି । ମଦର ଟେରେସା ବ୍ଲକ ଲେଭେଲ ଫେଡେରେସନ ଦ୍ୱାରା ପରିଚାଳିତ ଏହି ମିଲେଟ ଶକ୍ତି କାଫେ କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପିଇଓମାନଙ୍କ କଳାବ୍ୟାଚ ପିନ୍ଧି ଧାରଣା
ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ) ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପାଇକମାନଙ୍କ କଳାବ୍ୟାଚ ପିନ୍ଧି ଧାରଣା ଦେଇଛନ୍ତି।ରାଜ୍ୟ ନିଷ୍ଫଳ ଓଡିଶା ପଞ୍ଚାୟତ ନିର୍ବାହୀଅଧିକାରୀ ସଂଘର ଡାକରା କମ୍ରେ ସୋମବାର ବ୍ଲକର ୨୬ଟି ପଞ୍ଚାୟତର କାଯ୍ୟରତ ପିଇଓମାନେ କଳାବ୍ୟାଚ…
ଜିଲ୍ଲା ମୁଖ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ଦ୍ବାରା ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ ଜିଲ୍ଲାପାଳ ଡ଼ା ପରାଗ ଗଭାଲି ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଙ୍କ ଦ୍ଵାରା ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ଜନ ଅଭିଯୋଗ ଶୁଣାଣି ରେ ମୋଟ ୧୯୨ ଗୋଟି…
ଜିଲ୍ଲା ସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ସ୍ଵାଧୀନତା ଦିବସ ପାଳନ ନିମନ୍ତେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ମାନ ଅନୁଷ୍ଠିତ…
ପ୍ରିୟଙ୍କା ମାଝୀଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମଙ୍ଗଳ ବିଭାଗ ତଥା ଜିଲ୍ଲା ପ୍ରଶାସନ ତରଫରୁ ସୁଶ୍ରୀ ପ୍ରିୟଙ୍କା ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରତ୍ସୋହନ ଯୋଜନାରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସୁଶ୍ରୀ ପ୍ରିୟଙ୍କାଙ୍କ ବାପା…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ…
ମୈତ୍ରୀ କମ୍ପାନୀ ର ସହାୟତା ରେ ଜଣେ ନା-ବାଳକ ଙ୍କର ହୃତପିଣ୍ଡ ର ସଫଳ ଅସ୍ତ୍ରୋପଚାର ।
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ମୈତ୍ରୀ କମ୍ପାନୀ ମାଲିକ ଶ୍ରୀନିବାସ ରାଓ ପୀଡିତ ପରିବାରଙ୍କୁ ଆଶ୍ଵସନା ଦେଇଥିଲେ, କର୍ତ୍ତବ୍ୟ ସମ୍ପାଦନ କଲେ ! ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଶାଗବାରି ଗ୍ରାମ ର ଜଣେ ଅସହାୟ ନାବାଳକଙ୍କୁ ମୈତ୍ରୀ କମ୍ପାନୀ ପକ୍ଷରୁ ସହାୟତା ପ୍ରଦାନ ପରେ ହୃଦ ରୋଗ…
ପୁରୁଣାଗଡ଼ କ୍ରିକେଟ ଲିଗ ଟୁର୍ନାମେଣ୍ଟ ଉଦଯାପିତ ପିସିସି ଅଲଟ୍ରାମାକ୍ସ ଚାମ୍ପିୟାନ
ଜଗତସିଂହପୁର/ସୁମନ୍ତ କୁମାର ଦାସ:ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଖଇରଙ୍ଗ ପଞ୍ଚାୟତ ବିଜୁ ପଟ୍ଟନାୟକ କଲେଜ ପଡିଆରେ ତିନି ଦିନ ଧରି ଆୟୋଜିତ ହେଉଥିବା ପୁରୁଣାଗଡ଼ କ୍ରିକେଟ ଲିଗ ଟୁର୍ଣ୍ଣlମେଣ୍ଟ ଉଦଯାପିତ ହୋଇଯାଇଛି l ଏହି ଫାଇନାଲ ମ୍ୟାଚ ଟି ପିସିସି ଡ଼ିଫେଣ୍ଡର ପିସିସି ଅଲଟ୍ରାମ୍ୟାକ୍ସ…
ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ବିଏମ୍ସିର ପଦକ୍ଷେପ
ଟିଟିଏସ୍ରେ ଆରମ୍ଭ ହେଲା ମେଗା ଟ୍ରମେଲ ମେସିନ୍ କାର୍ଯ୍ୟ
ଭୁବନେଶ୍ୱର (ଚକ୍ରଧର ମାଝି) : ବର୍ଜ୍ୟବସ୍ତୁ ସଂଶୋଧନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଆଜି ଟିଟିଏସ୍ଠାରେ ଉଦ୍ଘାଟିତ ହୋଇଯାଇଛି ମେଗା ଟ୍ରମେଲ ମେସିନ । ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ମାନନୀୟା ମେୟର ଶ୍ରୀମତି…