ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରିବା ନେଇ ସମୀକ୍ଷା ବୈଠକ

ପ୍ରତି ୧୫ ଦିନରେ ହେବ ବିଭାଗୀୟ ସମୀକ୍ଷା ଭୁବନେଶ୍ୱର: ଓଡ଼ିଶାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରିବା ନିମନ୍ତେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ…

ନବ ମନୋନୀତ ୧୦୮ ଶିକ୍ଷକ ପ୍ରଶିକ୍ଷକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର:ରାଜ୍ୟ କୃଷି ଭବନଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ(ଟିଇ ଆଣ୍ଡ୍ ଏସ୍ସିଇଆରଟି) ପକ୍ଷରୁ ନବ ମନୋନୀତ ୧୦୮ ଶିକ୍ଷକ ପ୍ରଶିକ୍ଷକଙ୍କର ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛିା ସେମାନଙ୍କୁ ରାଜ୍ୟର ୩୦ଟି ଜିଲ୍ଲା ଶିକ୍ଷା ଓ…

ଅଧାରୁ ପାଠ ଛାଡି ଥିବା ପିଲାମାନଙ୍କୁ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ମାଧ୍ୟମରେ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ

 ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଜଟଣୀ ସ୍ଥିତ ଗ୍ରାମତରଙ୍ଗ, ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟଠାରେ ଅଧାରୁ ପାଠ ଛାଡ଼ିଥିବା ୧୮ବର୍ଷରୁ ଉର୍ଧ୍ଵ ପିଲାମାନଙ୍କ ପାଇଁ ଏକ ପରାମର୍ଶ ଓ ସ୍ୱଳ୍ପ ଅବଧି ଧନ୍ଦାମୂଳକ କାର୍ଯ୍ୟକ୍ରମରେ ନାମଲେଖା ନିମନ୍ତେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛିା…

ପ୍ରଥମ ଦିନରେ ଏକାଦଶ ଶ୍ରେଣୀରେ ନାମ ଲେଖାଇବାକୁ ୧,୮୬,୭୮୭ ଜଣଙ୍କୁ ସୂଚନା ପତ୍ର

ହ୍ୱାଟସଆପ ସୂଚନା ଆଧାରରେ ହୋଇପାରିବ ନାମ ଲେଖା ଭୁବନେଶ୍ୱର:ରାଜ୍ୟର ୨୧୫୮ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀରେ ନାମ ଲେଖା ଆରମ୍ଭ ହୋଇଛିା ଏହା ଜୁଲାଇ ୭ ତାରିଖରୁ ୧୩ ତାରିଖ ଯାଏ ଚାଲିବା ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀଙ୍କ ସୁବିଧା…

ବରିକେଲ ଉଚ୍ଚ ବିଦ୍ୟାଳୟରେ ୭୪ ତମ ବନ ମହୋତ୍ସବ ପାଳିତ

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ପଦ୍ମପୁର ବ୍ଲକ ଅନ୍ତର୍ଗତ ବରିକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ ହୋଇଯାଇଛି। ଏଥିରେ ପଦ୍ମପୁର ଅତିରିକ୍ତ ଜିଲ୍ଲା ଜଜ୍ ଅରବିନ୍ଦ ରଥ, ସିନିଅର୍ ସିଭିଲ୍ ଜଜ୍ ଦେବାଶିଷ ଦାସ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିନାୟକ ମିଶ୍ର ଓ ଅନ୍ୟାନ୍ୟ…

ରାଜ ବୋଡ଼ାସମ୍ବର ହାଇସ୍କୁଲ ରେ ୭୪ ତମ ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟରେ ୭୪ ତମ ବନମହୋତ୍ସବ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିନାୟକ ମିଶ୍ର , ବନପାଳ ସରୋଜ ସାହୁ ଓ ସମାଜସେବୀ ନିରୋଜ ଦୋରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ…

କେନ୍ଦ୍ର ସରକାରଙ୍କ ଅର୍ଥରେ “ଆମ ପୋଖରୀ” ଯୋଜନାର ଶୁଭାରମ୍ଭ କରି ଓଡ଼ିଶାବାସୀଙ୍କୁ ଭୂଆଁ ବୁଲାଉଛନ୍ତି ରାଜ୍ୟ ସରକାର:…

 ମୁଖ୍ୟମନ୍ତ୍ରୀ ପୂର୍ବରୁ ବିଜୁ ପୋଖରୀ ଯୋଜନା କରିଥିଲେ, ଏବେ ସେହି ଯୋଜନା କୁଆଡେ ଗଲା  ଅମୃତ ସରୋବର ଯୋଜନାରେ ଓଡିଶାରେ ୪୬୫୨ଟି ପୋଖରୀ ପାଇଁ କେନ୍ଦ୍ର ସରକାରଙ୍କ ବ୍ୟୟ ବରାଦ  ବିଜୁ ଜନତା ଦଳ ରିୟଲଷ୍ଟେଟ, ଜମି ଜବରଦଖଲକାରୀଙ୍କ ହାତକୁ ପୋଖରୀ ଟେକି ଦେଇଛନ୍ତି…

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‍

ଭୁବନେଶ୍ୱର ୭ ।୭: ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ପୁରୀସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ପ୍ରଦାନ କରାଯାଇଛି । ଶୁକ୍ରବାର ବିଶ୍ୱବିଦ୍ୟାଳୟର ୯ମ ସମାବର୍ତନ ଉତ୍ସବ ଅବସରରେ ଶ୍ରୀ…

ଓଡ଼ିଶାର ଯୁବକ ଓ ଗଣତନ୍ତ୍ରର ସୁରକ୍ଷା ପାଇଁ ବିଜୁ ଯୁବଜନତା ଦଳ ସଂକଳ୍ପ କରୁ : ଇରାଶିସ୍ ଆଚାର୍ଯ୍ୟ

 ୨୩ ବର୍ଷ ଶାସନରେ ରହି ବି ବିଜୁ ଯୁବଜନତା ଦଳ ଆନ୍ଦୋଳନ କରିବା ଅତ୍ୟନ୍ତ ହାସ୍ପ୍ୟାସ୍ପଦ  ବିଜୁ ଯୁବଜନତା ଦଳ “ସଂକଳ୍ପ ସମାବେଶ” ଓ ଆନ୍ଦୋଳନ କରି କେଉଁ ନିଷ୍ପତି ନେବ ତାହା ସ୍ପଷ୍ଟ କରନ୍ତୁ  କଲେକ୍ଟର,ଏସପି, ବ୍ଲକ, ବିଡିଓ, ତହସିଲଦାର ଇତ୍ୟାଦି ଚାକିରୀ ପରେ ହେବେ ନେତା…

ରୋଗର ସଠିକ୍ ନିଦାନ ହେଲା : ଟିକିନୀକୁ ମିଳିଲା ଚିକିତ୍ସା ସହାୟତା

ଭୁବନେଶ୍ଵର: ଦାନଗଦି ବ୍ଲକ୍ ଅନ୍ତର୍ଗତ ଦେଦୁରୀ ସାହିର ଟିକିନୀ ନାଏକଙ୍କ ରୋଗ ଯନ୍ତ୍ରଣା ଓ ସଂଘର୍ଷ କଥା ଗଣମାଧ୍ୟମରୁ ଜାଣିବାମାତ୍ରେ ରାଜ୍ୟ ବି.ଏସ୍.କେ.ୱାଇ. ର ଟିମ୍ ପକ୍ଷରୁ ତାଙ୍କର ସହାୟତା ପାଇଁ ମିଶନ୍ ମୋଡ୍ ରେ ଉଦ୍ୟମ ଆରମ୍ଭ ହୋଇଥିଲା । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ…