Sign in
Sign in
Recover your password.
A password will be e-mailed to you.
ଏକାମ୍ର ପ୍ରକଳ୍ପରେ ରାଜନୀତି ନ କରି ଐତିହ୍ୟ ଓ କୀର୍ତିରାଜିର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ରାଜ୍ୟ ସରକାର : ସମୀର…
# ଭୂମିପୂଜନ ନାଁରେ ରାଜନୈତିକ ମଂଚ ତିଆରି କରି ଲୋକଙ୍କୁ ଭୂଆଁ ବୁଲାଇବାର ଯେଉଁ ପ୍ରହେଳିକା ତିଆରି କରାଯାଉଛି, ତାହାକୁ ଆମେ ନିନ୍ଦା କରୁଛୁ
# ଏଏସଆଇ ସହଯୋଗରେ ଆଇଆଇଟି ଗାନ୍ଧିନଗର ଦେଇଥିବା ତଥ୍ୟକୁ ଓଡ଼ିଶା ସରକାର ଦୁଇ ବର୍ଷ ହେଲା ଅଣଦେଖା କରିଛନ୍ତି
ଭୁବନେଶ୍ୱର: ପୁରୁଣା…
ଏକାମ୍ର କ୍ଷେତ୍ରର ବିକାଶକୁ ବିରୋଧ କରୁଥିବା ଓଡ଼ିଶା ବିଜେପିର ନେତାଙ୍କୁ ଓଡ଼ିଶାବାସୀ କେବେ କ୍ଷମା ଦେବେନି: ବିଜେଡି
ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବା ଲାଗି ଷଡ଼ଯନ୍ତ୍ର କରି ଫେଲ୍ ମାରିଥିଲେ କେନ୍ଦ୍ରମନ୍ତ୍ରୀ ଓ ସାଂସଦ
ସାରା ଓଡ଼ିଶାର କୋଟି କୋଟି ଶ୍ରଦ୍ଧାଳୁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ସ୍ୱାଗତ କରୁଛନ୍ତି
ଅସହିଷ୍ଣୁ ହୋଇ ପୁଣିଥରେ ନକାରାତ୍ମକ ରାଜନୀତି ଆରମ୍ଭ କରିଛନ୍ତି ଓଡ଼ିଶା…
କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ
ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ
ଭୁବନେଶ୍ବର: ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ…
ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର : ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ର ସଦସ୍ୟାମାନେ ସଂଗଠନର ସଭାପତି ଶ୍ରୀମତୀ ଦିବ୍ୟା ଶର୍ମାଙ୍କ ନେତୃତ୍ୱରେ ଛୋଟ ପିଲାମାନଙ୍କୁ ପରିବେଶ ସମ୍ବନ୍ଧରେ ସଚେତନ କରାଇବା ପାଇଁ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା | ଏହି ଅବସରରେ ଶ୍ରୀମତୀ ଶର୍ମା ରେଳ ବିହାର ଠାରେ…
କଳ୍କୀ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ମୀନା ବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଜାନେଲେ ଶ୍ରଦ୍ଧାଳୁ
https://youtu.be/LaKBhUKhviA
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ କଳ୍କୀ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ। ଠାକୁରଙ୍କ କଳ୍କୀ ଅବତାର ବେଶ ଦର୍ଶନ ଓ ଆଳତୀ ଦେଖିବା ପାଇଁ ସନ୍ଧ୍ୟାରେ ଭକ୍ତଙ୍କ…
ଗଜପତି ଜିଲ୍ଲା ସ୍ତରୀୟ ଆମ୍ବ ମେଳା ଉଦ୍ଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନୂତନ ବସ୍ ଷ୍ଟାଣ୍ଡ ପରିସରରେ ମଙ୍ଗଳବାର ଦିନ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମରୀୟମ ରାଇତଙ୍କ ଦ୍ଵାରା ଶୁଭ…
ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡାଙ୍କ ପରିଚାଳନାରେ ଆୟୋଜିତ…
ପଶ୍ଚିମବଙ୍ଗର ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମଙ୍ଗଳବାର ଦିନ ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୪୦ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ଲାଳନ ପାଳନ…
ନୟାଗଡ଼:ଜିଲ୍ଲାସ୍ତରୀୟ ଯୁବଉତ୍ସବ ପାଳିତ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନେହେରୁ ଯୁବ କେନ୍ଦ୍ର ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବକୁ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଶୁଭ ଉଦଘାଟନ କରିବା ସହିତ ବୈଠକରେ ମୁଖ୍ୟ ଅତିଥ୍ ଭାବେ ଯୋଗ ଦାନ କରିଥିଲେ ।ପ୍ରାରମ୍ଭରେ ଉପସ୍ଥିତ ସମସ୍ତ…
ଚାଷ ବିଲରେ ଯୁବକଙ୍କ ଅକାଳ ମୃତ୍ୟୁ
ବାସୁଦେବପୁର:ଚାଷ ଜମିରେ ଧାନ ତଳି ରୋଇବା ସମୟରେ ବିଲରେ ପଡି ଯୁବକଙ୍କ ଅକାଳ ମୃତ୍ୟୁ । ଏପରି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ଅନ୍ତର୍ଗତ ଆରୁହା ପଞ୍ଚାୟତରେ । ସୂଚନା ମୂଳେ ପଞ୍ଚାୟତର ଗୋବିନ୍ଦବିନ୍ଧା ଗ୍ରାମର ଅଚିନ୍ତ ବିଶୋଇଙ୍କ ବଡ ପୁଅ ନାରାୟଣ ଆଜି ତାଙ୍କ…