Sign in
Sign in
Recover your password.
A password will be e-mailed to you.
ବାଲେଶ୍ୱର ରେଳ ଦୁର୍ଘଟଣା ସ୍ଥଳ ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଛାତ୍ରଛାତ୍ରୀ ଓ ଗୋଷ୍ଠୀ ସଦସ୍ୟଙ୍କ ନିମନ୍ତେ ରିଲାଏନ୍ସ…
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ସାରା ରାଷ୍ଟ୍ରକୁ ସ୍ତବ୍ଧ କରିଦେଇଥିବାବେଳେ ମୃତକ, ଆହତ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ନିମନ୍ତେ ଜରୁରୀକାଳୀନ ସହାୟତା ଆବଶ୍ୟକ ପଡିଥିଲା । ଦୁର୍ଘଟଣା ସ୍ଥଳକୁ ଟିକିନିଖି ଭାବରେ ତନଖି କରିବା ଏବଂ…
ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ରଥଯାତ୍ରା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ପୂର୍ବାହ୍ନରେ ତିନି ଠାକୁରଙ୍କ ତିନି ରଥ ଯଥା ତାଳଧ୍ଵଜ ,…
ଦୁଇ ସରକାରୀ ସେବାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା
ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ତରଫରୁ ୪ ଲକ୍ଷ ୨୫ ହଜାର ଟଙ୍କା ସହାୟତା
ନିଖିଳ ଓଡ଼ିଶା ସରକାରୀ ହୋମିଓପାଥି ସେବା ସଂଘ ତରଫରୁ ବି ୨ ଲକ୍ଷ ୬୦ ହଜାର ୬୨୧ଟଙ୍କା ସହାୟତା
ଭୁବନେଶ୍ୱର:ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଜୁନ ୨ ତାରିଖରେ ଘଟିଥିବା ରେଳ…
ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା
ଆସନ୍ତାକାଲି ଝାରସୁଗୁଡାଠାରେ ବରଗଡ ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ
୨୩ ତାରିଖରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତୀ ଅବସରରେ ଭବାନିପାଟଣାରେ ଅନୁଷ୍ଠିତ ମହାଜନସମ୍ପର୍କ ସମାବେଶରେ ଯୋଗ ଦେବେ
ଭବାନୀପାଟଣାଠାରେ ମାଁ ମାଣିକେଶ୍ୱରୀ ଦର୍ଶନ କରିବା…
ବିଲକୁ ଖତ ବିଞ୍ଚିବାକୁ ଯାଇ ଅଂଶୁଘାତରେ ପ୍ରାଣ ହରାଇଲେ ବୃଦ୍ଧ
ଢେ଼ଙ୍କାନାଳ/ ରବିନ୍ ଦାସ: ଭୁବନ ବ୍ଲକ ଅନ୍ତର୍ଗତ ଗଡନୃସିଂହପ୍ରସାଦ ପଞ୍ଚାୟତର ମୁରୁଗା ଗ୍ରାମର ଜଣେ ବୃଦ୍ଧ ବିଲକୁ ଖତ ବିଞ୍ଚିବାକୁ ଯାଇ ଅଂଶୁଘାତରେ ପ୍ରାଣ ହରାଇଥିବା ଦେଖିବାକୁ ମିଳିଛି । ୭୭ ବର୍ଷ ବୟସର ଏହି ବୃଦ୍ଧ ଜଣଙ୍କ ହେଉଛନ୍ତି ବ୍ରହ୍ମାନନ୍ଦ ମହାରଣା । ମୃତକଙ୍କ ପରିବାର ସଦସ୍ୟଙ୍କ…
ଡ୍ରେନର ପୁନରୁଦ୍ଧାର ଏମିତି ଯେ ଭୁବନ ରାସ୍ତାରେ ଢେଉ ଭାଙ୍ଗୁଛି ମଇଳା ପାଣି
https://youtu.be/Tpksgof6MDg
ଅସରାଏ ବର୍ଷାରେ କେଉଁଟା ରାସ୍ତା କେଉଁଠି ଡ୍ରେନ ହେଉନି ଜାଣି
ଭୁବନ/ଅବିନାଶ ସାଥୁଆ ମହାପାତ୍ର: ଢେ଼ଙ୍କାନାଳ ଜିଲ୍ଲା ଭୁବନ ଏନ.ଏ.ସି କୁ ରାଜ୍ୟରେ ଏକ ନମ୍ବର ଏନ.ଏ.ସି ରେ ପରିଣତ କରିବାକୁ ଡିଣ୍ଡିମ ପିଟୁଥିବା ସ୍ଥାନୀୟ ପ୍ରଶାସନର ଏ ହେଉଛି ବାସ୍ତବ…
କିଟ୍ ଓ କିସ୍ରେ ଅନ୍ତର୍ଜାତୀୟ ଯୋଗ ଦିବସ
ଭୁବନେଶ୍ୱର, ୨୧ ।୬: ସମଗ୍ର ଭାରତର ବିଭିନ୍ନ ସ୍ଥାନରେ ୯ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ କିଟ୍ ଓ କିସ୍ରେ ମଧ୍ୟ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଚଳିତବର୍ଷର ବିଷୟବସ୍ତୁ ଥିଲା ‘ବସୁଧୈବ କୁଟୁମ୍ବକମ୍’ । କିଟ୍ ଓ କିସ୍ ପକ୍ଷରୁ ଏହି ଅବସରରେ ପ୍ରାତଃ…
ପାରିପାର୍ଶ୍ଵିକ ଗ୍ରାମବାସୀଙ୍କ ଜୀବନଧାରଣ ମାନ ଉନ୍ନତ କରିବାରେ ସହାୟତା କରୁଛି ଆଦିତ୍ୟ ଆଲୁମିନିୟମ
ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍ କମ୍ପାନୀ ଆଦିତ୍ୟ ଆଲୁମିନିୟମ ଜନସାଧାରଣଙ୍କ ଜୀବନ ଉପରେ ଗୁଣାତ୍ମକ ପ୍ରଭାବ ପକାଇବା ସକାଶେ ଦଶନ୍ଧି ଦଶନ୍ଧି ଧରି ସେମାନଙ୍କ ସହିତ ନିୟୋଜିତ ରହିଆସିଛି । ଏମାନେ କମ୍ପାନୀର କାରଖାନା ପରିସୀମା ଏବଂ ତାହା ଚତୁପାର୍ଶ୍ଵରେ ବସବାସ କରୁଥିବା ବଞ୍ଚିତ ବର୍ଗ…
ସୋଆରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
ଭୁବନେଶ୍ୱର, ଜୁନ ୨୧: ଉତମ ଛାତ୍ର ହେବା ପାଇଁ ସୁସ୍ଥ ରହିବା ଆବଶ୍ୟକ । ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗାଭ୍ୟାସର ଅନେକ ଆବଶ୍ୟକତା ରହିଛି ବୋଲି କହିଛନ୍ତି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର ଅଶୋକ…
ସାମ୍ବାଦିକଙ୍କୁ ପୁରୀ ସେବାୟତଙ୍କ ଆକ୍ରମଣର ପ୍ରତିବାଦ: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ବଡ଼ବିଲ ପ୍ରେସ କ୍ଲବ
ଶାସକ ପ୍ରଶାସକ (ବଡ଼ବିଲ):ପବିତ୍ର ରଥଯାତ୍ରା ସମୟରେ ପୁରୀରେ କର୍ତ୍ତବ୍ୟରତ ସାମ୍ବାଦିକମାନଙ୍କୁ ସେବାୟତଙ୍କ ଆକ୍ରମଣ ଘଟଣାକୁ ବଡ଼ବିଲ ପ୍ରେସ କ୍ଲବ ପକ୍ଷରୁ ଘୋର ନିନ୍ଦା କରାଯାଇଛି । ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ସେବାୟତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି…