Sign in
Sign in
Recover your password.
A password will be e-mailed to you.
ରେଳ ଦୁର୍ଘଟଣା ମୃତାହତଙ୍କ ସହାୟତା ପାଇଁ ଏଏମ/ଏନଏସ ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର : ଓଡିଶାର ବାଲେଶ୍ୱର ବାହାନଗାରରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ଏଏମ/ଏନଏସ ଇଣ୍ଡିଆ ଗଭୀର ଦୁଃଖ ପ୍ରକାଶ କରିଛି । "ଏହି ଦୁଃଖଦ ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ଏବଂ ଆହତ ହୋଇଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ନିଯୁକ୍ତି ସୁଯୋଗ ଏବଂ ଦକ୍ଷତା ବିକାଶ…
୫-ଟି ସଚିବଙ୍କ ରାୟଗଡା ଗସ୍ତର ଦ୍ୱିତୀୟ ଦିନ: ବିଜୁ ଏକ୍ସପ୍ରେସ୍ ୱେ ରାୟଗଡା ପ୍ରକଳ୍ପରେ ଖର୍ଚ୍ଚ ହେବ ୧୫୦୦ କୋଟି
କାଶୀପୁର, ପଦ୍ମପୁର, ଗୁଣୁପୁର, ବିଷମକଟକ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ
କାଶୀପୁର ରେ କଲେଜ ପ୍ରତିଷ୍ଠା ନିଷ୍ପତ୍ତି ଖୁବ୍ ଶୀଘ୍ର.
ଭୁବନେଶ୍ୱର: ରାୟଗଡା ଜିଲ୍ଲା ଗସ୍ତର ଦ୍ୱୀତିୟ ଦିନରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କାଶିପୁର, ପଦ୍ମପୁର,…
କାଶୀପୁରରେ ୫ ଟି ସଚିବ ଭିକେ ପାଣ୍ଡିଆନ
କାଶୀପୁର ରୁ ବୈକୁଣ୍ଠ ଦୁରିଆ :- ୫-ଟି ସଚିବ ଭି. କେ ପାଣ୍ଡିଆନ ଦୁଇ ଦିନିଆ ରାୟଗଡ଼ା ଜିଲ୍ଲା ଗସ୍ତରେ ଆସିଛନ୍ତି। କାଶୀପୁରରେ ହେବ ଡିଗ୍ରୀ କଲେଜ । ଖୁବଶୀଘ୍ର ଖୁସିଖବର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ଗସ୍ତର ଦ୍ବିତୀୟ ଦିନରେ କାଶୀପୁରର ନବ ନିର୍ମିତ ସିଏଚସି ବୁଲି…
ବିଜେପି-କଂଗ୍ରେସ ଛାଡି ନୃର୍ତ୍ତାଙ୍ଗ ପଞ୍ଚାୟତ ରୁ 25 ରୁ ଊର୍ଧ୍ଵ କର୍ମୀ ବିଜେଡି ରେ ମିଶିଲେ
ବିଧାୟକ ପ୍ରତାପ ଜେନା ଙ୍କ ସହ ହାତରେ ହାତ ମିଶାଇ କାର୍ଯ୍ୟ କରି ପଞ୍ଚାୟତର ଉନ୍ନତି ପାଇଁ ଶପଥ l
(ମାହାଙ୍ଗା-ଦେବେନ୍ଦ୍ର ଷଡ଼ଙ୍ଗୀ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସ୍ୱଚ୍ଛ, ନିର୍ମଳ ଶାସନ ରେ ଅନୁପ୍ରାଣିତ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ବିକାଶର ସୂତ୍ରଧର ବିଧାୟକ ପ୍ରତାପ ଜେନା ଙ୍କ…
ପ୍ରଥମ ବ୍ୟାଚ କ୍ୟାଡେଟ୍ ସବ୍-ଇନ୍ସପେକ୍ଟର (ସଶସ୍ତ୍ର)ଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ
ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ (BPSPA) ଠାରେ ପ୍ରଥମ ବ୍ୟାଚ କ୍ୟାଡେଟ୍ ସବ୍-ଇନ୍ସପେକ୍ଟର (ସଶସ୍ତ୍ର)ଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି l ଏହି ସମାରୋହରେ ମୁଖ୍ଯ ଅତିଥି ଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ସୁନୀଲ କୁମାର ବଂସଲ…
ଓଡ଼ିଶା ସରକାରୀ କଲେଜ ଅବସରପ୍ରାପ୍ତ ଶିକ୍ଷକ ସଂଘ ତରଫରୁ ସିଏମଆରଏଫକୁ ୩ ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର(ଶାସକ ପ୍ରଶାସକ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ସରକାରୀ କଲେଜ ଅବସରପ୍ରାପ୍ତ ଶିକ୍ଷକ ସଂଘ ତରଫରୁ ୩ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରାଯାଇଛି । ଆଜି ପୂର୍ବାହ୍ନରେ…
ଜାତୀୟ ବକ୍ସିଂ ଚାମ୍ପିଅନ୍ ସିପ୍ କୁ ମନୋନୀତ ନିରଞ୍ଜନ ଆଙ୍କୁଲଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କଣ୍ଡରା ସାହି ବାସିନ୍ଦା ନିରଞ୍ଜନ ଆଙ୍କୁଲ ଗତ ତା.୨୧-୫-୨୦୨୩ ରିଖରେ ଓଡିଶା ଆମୋଚର ବକ୍ସିଂ ଆସୋସିଏସନ ଆନୁକୁଲ୍ୟରେ ରାଉଲକେଲାରେ ଅନୁଷ୍ଠିତ ହୋଇଥିବା ଷଷ୍ଠତମ ଯୁବ ପୁରୁଷ ଓ ମହିଳା ଚୟନ ଟ୍ରାଏଲ୍ ରେ ଭାଗନେଇ…
ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଜିଲ୍ଲାପାଳକଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର…
ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥ ଆଜି ଜିଲ୍ଲାରେ ଶୁଭାରମ୍ଭ ହୋଇଯାଇଛି। ଗଜପତି ଜିଲ୍ଲା ସଦରମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବରେ…
ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କର ରାଜସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ
ଛାତ୍ରଛାତ୍ରୀମାନଙ୍କର ପୂର୍ଣ୍ଣାଙ୍ଗ ବିକାଶରେ ଶାରୀରିକ ଶିକ୍ଷା ଶିକ୍ଷକଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ ଶ୍ରୀ ମାର୍ଣ୍ଡି
ଭୁବନେଶ୍ୱର:ମାଧ୍ୟମିକ ବିଦ୍ୟାଳୟ ସ୍ତରରେ କାର୍ଯରତ ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କର ଦୁଇ ଦିବସୀୟ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର (ଚତୁର୍ଥ ବ୍ୟାଚ),…