Sign in
Sign in
Recover your password.
A password will be e-mailed to you.
କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନରଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
ତ୍ୱରିତ ସେବା ପ୍ରଦାନ ନିମନ୍ତେ ଅଧିକାରୀମାନଙ୍କୁ ପରାମର୍ଶ
ଭୁବନେଶ୍ୱର: କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଡଃ ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଖୋରଧା ଜିଲ୍ଲାର ରାଜସ୍ୱ ସେବା ସଂପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛିା ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଉକ୍ତ ସମୀକ୍ଷା…
ଶେରଗଡରୁ-ପୁରୀ କୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ
ଭିଡିଓ କନ୍ଫେରେନ୍ସ ଜରିଆରେ ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମ ର ଶେରଗଡ ରୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫେରେନ୍ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ…
ଗଂଜେଇ ଜବତ, ଦୁଇ ଗିରଫ
ଝାରବନ୍ଧ -ମନୋହର ଦାଶ: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଜଗଦଳପୁର ପୋଲିସ ଶୁକଲିପାହାଡ଼ ସରେକେଲା ଗ୍ରାମ ନିକଟ ରେ ପେଟ୍ରୋଲିଂ କଲା ବେଳେ 12 କେଜି ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ବ୍ୟକ୍ତି ଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ମାନେ ହେଲେ ସୂର୍ଯ୍ୟ ରଣା ଓ ଲିଙ୍ଗ ରଣା lବୌଦ୍ଧ ରୁ…
କିଡନୀ ରୋଗୀ ଙ୍କୁ ସହାୟତା ର ହାତ ବଢ଼େଇଲେ ସ୍ବେଚ୍ଛାସେବୀ
ବରଗଡ଼ :- ବରଗଡ ଜିଲ୍ଲା ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତ ପିପଲପାଳି ଗ୍ରାମର । ଭକ୍ତୁରାମ ସତନାମୀ , ଦୁଇ ପୁଅ ଓ ସ୍ତ୍ରୀ ଙ୍କୁ ନେଇ ତାଙ୍କର ସଂସାର । ଗ୍ରାମରେ ଛୋଟ ମୋଟ କାମ କରି ନିଜର ପରିବାର ର ଗୁଜୁରାଣ ମେଣ୍ଟାଉଥିଲେ । ସବୁ କିଛି ଠିକ ଚାଲିଥିବା ବେଳେ ହଟାତ ଦିନେ ଅସୁସ୍ଥ…
ଭିନ୍ନକ୍ଷମ ମାନଙ୍କ ପାଇଁ ସପ୍ତାହବ୍ୟାପି ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମାନ୍ୟବର ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ , କଟକ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ଯକ୍ଷ- ତଥା-ଜିଲ୍ଲା ଦୌରାଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସପ୍ତାହ ବ୍ୟାପି ଯଥା…
ରାଜତାରା ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ତିନି ଖୋଲିବା ପାଇଁ ଅନୁମତି ମିଳିଲା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ସିଧାମଡଙ୍ଗ ପଞ୍ଚାୟତ ସିଧାମଡଙ୍ଗ ଗ୍ରାମ ଠାରେ ୨୦୧୪ ସ୍ଥାପିତ ରାଜତାରା ଉଚ୍ଚମାଧ୍ୟମିକ ବିଦ୍ୟାଳୟଟି ଓଡ଼ିଶା ସରକାରଙ୍କ ଚିଠି ସଂଖ୍ୟା:୧୨୦୪/ ତା:୨୦.୦୫.୨୦୨୩ ରିଖ ଅନୁଯାୟୀ ୨୦୨୩-୨୪ ଶିକ୍ଷା ବର୍ଷରେ ସ୍ନାତକ କଳା…
ସ୍ବୟଂ ସହାୟିକା ଗୋଷ୍ଠି ର ସମ୍ପାଦିକାଙ୍କ ସିଙ୍ଗାପୁର ଗସ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଫେଡ଼େରେସନ ର ସମ୍ପାଦିକା ଶ୍ରୀମତୀ କାଞ୍ଚନ କୁମାରୀ ନାୟକଙ୍କ ସିଙ୍ଗାପୁର ଗ୍ରସ୍ତ ପାଇଁ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀଯୁକ୍ତ…
ଜିଲ୍ଲା ପାଇଁ ୩୭୯ କୋଟି ୧୮ଲକ୍ଷ ଟଙ୍କାର ଯୋଜନା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
https://youtu.be/xHvZa_5oTmU
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ପାଇଁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରତିବଦ୍ଧ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ…
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ
ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ
ବିଜ୍ଞାନ ସ୍ରୋତର ପାସହାର ୮୪.୯୩%
ବାଣିଜ୍ୟ ସ୍ରୋତର ପାସ ହାର ୮୧.୧୨%
ଭୁବନେଶ୍ୱର:ଆଜି ପୂର୍ବାହ୍ନ ୧୦ଘ.୩୦ ମିନିଟ୍ ସମୟରେ ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆନୁଷ୍ଠାନିକ…
ମିଶନ 2024 ପାଇଁ ପ୍ରସ୍ତୁତ ହେଲା ବିଜେଡି ବ୍ଲକ କମିଟି କାର୍ଯ୍ୟକର୍ତ୍ତା ଙ୍କ ନାମ
https://www.youtube.com/watch?v=Re1LbYm-U7E
ଜିଲ୍ଲା ସଭାପତି ଦେବାଶିଷ ସାମନ୍ତରାୟ, ପୂର୍ବତନ ମନ୍ତ୍ରୀ ମାହାଙ୍ଗା ବିଧାୟକ ପ୍ରତାପ ଜେନା ଏବଂ କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା ଙ୍କ ନିର୍ଦେଶ କ୍ରମେ 277 ଜଣ ବ୍ଲକ ବିଜେଡି କର୍ମକର୍ତ୍ତା ମାନଙ୍କ ନାମ ଘୋଷଣା l…