ବନ୍ୟା ଦୁର୍ଗତଙ୍କୁ କଂଗ୍ରେସ ନେତାଙ୍କ ସହାୟତା

ରାତି ରେ ପ୍ରବଳ ବର୍ଷା ହେବା ଫଳ ରେ ମାଡିଆସିଲା ହୁଳୁହୁଳିଆ ଏମିତି କି କେବେ ପାଣି ଯାଉନଥିବା ଗାଁ ରେ ପ୍ରବଳ ବନ୍ୟା ବିଶେଷ କରି ରାଇସୁଆଁ, ହଳଦୀପଦା, କସିପଦା , ଆଙ୍କ ଏବଂ ରୁପ୍ସା ପଂଚାୟତ ରେ ଘରେ ଘରେ ପାଣି, କେବେ ବନ୍ୟା ଦେଖି ନଥିବା ଲୋକେ ହଠାତ ବନ୍ୟା ରେ କିଛି ଆସବା ପତ୍ର କାଢି…

ସୀମାନ୍ତ ମହାବିଦ୍ୟାଳୟରେ ୪୭ତମ ସ୍ଵନକ୍ଷତ୍ର ଦିବସ ପାଳନ

ମୟୁରଭଞ୍ଜ ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ: ସାରସକଣା ବ୍ଲକ ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟର ୪୭ ତମ ସ୍ଵନକ୍ଷତ୍ର ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରହଲ୍ଲାଦ ଅଗସ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉକ୍ତ ଉତ୍ସବରେ ମୁଖ୍ୟ…

ଭାରତୀୟ ଜନତା ପାର୍ଟି ତରଫରୁ ନୀଳଗିରିରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

ନୀଳଗିରି: ନୀଳଗିରି ନିର୍ବାଚନ ମଣ୍ଡଳରେ ଭାରତୀୟ ଜନତା ପାର୍ଟି ତରଫରୁ ନୀଳଗିରି ରେ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ତ୍ରିରଙ୍ଗା ଶୋଭାଯାତ୍ରା ନୀଳଗିରି ଜଗନ୍ନାଥ ମନ୍ଦିର ଠାରୁ ଆରମ୍ଭ ହୋଇ ସହର ପରିକ୍ରମା କରି ନୀଳଗିରି ଡାକବଙ୍ଗଳା ଠାରେ ଶେଷ ହୋଇଥିଲା। ଏହି…

ପଟେଲ ରୋଡ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ–ଅଭିଭାବକ ବୈଠକ

ବେଲଗୁଣ୍ଠା,୧୩/୦୮, -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବାଙ୍କ ବଜାର ସ୍ଥିତ ପଟେଲ ରୋଡ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିକ୍ଷାର ଉନ୍ନତି ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏକ ଶିକ୍ଷକ–ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ…

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ରଥ ଯାତ୍ରା ସେବାକୁ ସମ୍ପ୍ରସାରିତ କଲା ପୁରୀ : ଚଳିତ ବର୍ଷ ରଥ ଯାତ୍ରାରେ ଯାହା ଏକ…

ତାଲିକାଭୁକ୍ତ ହସ୍ପିଟାଲମାନଙ୍କୁ ହେଲ୍ପ ଡେସ୍କ ସ୍ଥାପନ, ପି. ଏମ୍ – ରାହତ ରେ ଚିକିତ୍ସା, ଆୟୁଷ୍ମାନ ଡିଜିଟାଲ…

ଭୁବନେଶ୍ୱର, ୧୩.୮: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା - ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ତାଲିକାଭୁକ୍ତ ହସ୍ପିଟାଲମାନଙ୍କୁ କାର୍ଡଧାରୀମାନଙ୍କ ସହାୟତା ନିମନ୍ତେ ୨୪ ଘଣ୍ଟିଆ ହେଲ୍ପ ଡେସ୍କ ସ୍ଥାପନ, ପି. ଏମ୍ – ରାହତ(PM-RAHAT) ରେ ମାଗଣା ଜରୁରୀକାଳୀନ…

ହିଣ୍ଡାଲକୋର ବାଫ୍‍ଲିମାଳି ଦୀର୍ଘସ୍ଥାୟୀ ଖଣି କାର୍ଯ୍ୟପଦ୍ଧତି ନିମନ୍ତେ ଏଏସ୍‍ଆଇ ମାନ୍ୟତା ହାସଲ କରିବାରେ ଭାରତର…

-ସମୁଦାୟ ଖଣି ଖନନ, ସ୍ମେଲଟିଂ ଓ ଡାଉନ୍‍ଷ୍ଟ୍ରିମ ଉତ୍ପାଦନରେ ୧୧ଟି ଏଏସ୍‍ଆଇ- ପ୍ରମାଣିକୃତ କାର୍ଯ୍ୟପରିଚାଳନା ସହିତ ଦାୟିତ୍ୱସମ୍ପନ୍ନ ଆଲୁମିନିୟମ ଉତ୍ପାଦନ କ୍ଷେତ୍ରରେ ହିଣ୍ଡାଲକୋର ନେତୃତ୍ୱକୁ ପୁନଃସୁଦୃଢୀକରଣ କରୁଛି ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‍ର ଅଗ୍ରଣୀ ଧାତବ…

ବରପାଲିରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

ବିଜେପୁର : ହାତରେ ଜାତୀୟ ପତାକା, ମୁହଁରେ ଦେଶପ୍ରେମର ନାରା ଏବଂ ମନରେ ମାତୃଭୂମି ପ୍ରତି ସମ୍ମାନ। ଏଭଳି ଦେଶପ୍ରେମର ଭାବନାରେ ଗୁଞ୍ଜରିତ ହୋଇଥିଲା ବରପାଲି ସହର।ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ବରପାଲିରେ ଅନୁଷ୍ଠିତ ହୋଇ ଦେଶପ୍ରେମ ଓ ଜାତୀୟ ଏକତାର…

୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ନବରଙ୍ଗପୁର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ମେଗା ରକ୍ତଦାନ ଶିବିର

ନବରଙ୍ଗପୁର, ତା. ୧୩.୦୮.୨୦୨୬: ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ମିଳିତ ଆନୁକୂଲ୍ୟରେ ଆଜି ନବରଙ୍ଗପୁର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (UPHC) ପରିସରରେ ଏକ ବିଶାଳ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।…

ବଜାଜ ଫାଇନାନ୍ସ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି

ବଜାଜ ଫାଇନାନ୍ସ ଲିମିଟେଡର ଆର୍ଥିକ ସାକ୍ଷରତା ଅଭିଯାନ 'ଅର୍ଥସୂତ୍ର ସମ୍ବାଦ', ଭାରତର ଗ୍ରାମାଞ୍ଚଳ ଏବଂ ବ୍ୟାଙ୍କ ସେବା ପହଞ୍ଚି ନଥିବା ଅଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏହାର ପ୍ୟାନ-ଇଣ୍ଡିଆ କାର୍ଯ୍ୟକ୍ରମର ଏକ ଅଂଶ ଭାବରେ ଓଡ଼ିଶାର…