ମିଶନ ଶକ୍ତି ମହିଳାଙ୍କ ସ୍ବାସ୍ଥ୍ୟର ଯତ୍ନ ନେଲା ଓଡ଼ିଶା-ମୋ ପରିବାର

ଆଶୀର୍ବାଦ ସାଜିଲା ବି.ଏସ.କେ.ୱାଇ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନାମାନ କରିଛନ୍ତି ଏବଂ ଓଡ଼ିଆମାନଙ୍କର ଯତ୍ନ ନେବା ପାଇଁ ଓଡ଼ିଶା-ମୋ ପରିବାର ଗଠନ କରିଛନ୍ତି। ବିଭିନ୍ନ ଯୋଜନା ଗୁଡିକ ମଧ୍ୟରୁ ' ବିଜୁ…

ତିନିଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର: ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ତିନିଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି । ସୂଚନାନୁସାରେ, କଟକ ଜିଲ୍ଲା ବାଙ୍କି ଅଞ୍ଚଳର ବାସିନ୍ଦା ଗାନ୍ଧିନ୍ ପ୍ରଧାନ(୫୯) ଦିନ ମଜୁରିଆ ଭାବେ କାମ କରି ପରିବାର ଚଳାନ୍ତି । ଗତ…

ପାଣ୍ଡିଆନଙ୍କ କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନ: ଅନେକ ପ୍ରକଳ୍ପ ପରିଦର୍ଶନ

ପିପଳ ନଳା ଜଳସେଚନ ପ୍ରକଳ୍ପର ଉନ୍ନତି ଓ ପର୍ଯ୍ୟଟନର ବିକାଶ ପାଇଁ ଏକ ମାସ ମଧ୍ୟରେ ଡିପିଆର ମା ଇନ୍ଦ୍ରାବତୀ ମନ୍ଦିର ଓ ମ୍ୟୁଜିଅମ କମ୍ପ୍ଲେକ୍ସ ପାଇଁ ଆଉ ୧୪ କୋଟି ଜଳସେଚନର ବିକାଶ ପାଇଁ ହାତୀ ନଦୀର ଦୁଇ ପାର୍ଶ୍ବରେ ଅଧିକ ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ…

ଲୋକଙ୍କ ପାଖରେ ପୋଲିସ

ବରଗଡ :- ପୋଲିସ ର ନାମ ଶୁଣିଲେ କିଛି ବର୍ଷ ପୂର୍ବରୁ ମୁଖ୍ୟତଃ ଗ୍ରାମାଞ୍ଚଳ ରେ ଲୋକଙ୍କ ମନରେ ଛନକା ପଶି ଯାଉଥିଲା । ପୋଲିସ ସହିତ କଥା ହେବା ତ ଦୁରର କଥା ଲୋକେ ପୋଲିସ କୁ ଦେଖିଲେ ଦଉଡି ପଳେଇ ଯାଉଥିଲେ । ବିଗତ କିଛି ବର୍ଷ ହେଲା ପୋଲିସ କୁ ଲୋକଙ୍କ ନିକଟତର କରିବା ପାଇଁ ବିଭାଗ ଓ ସରକାର…

ଅଜଣା ଶବର ସଂସ୍କାର କଲେ ସ୍ବେଚ୍ଛାସେବୀ

https://youtu.be/VES0qfpHZcI ବରଗଡ :- ବରଗଡ ଜିଲ୍ଲାରେ ଜଣାଶୁଣା ସ୍ବେଚ୍ଛାସେବୀ ଅନୁଷ୍ଠାନ ଭାବରେ ସଂକଲ୍ପ ପରିବାର ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛି । ଯିଏ ଯେତେବେଳେ ବି କୋଣସି ସମସ୍ୟାରେ ପଡ଼ିଥାଉ ସଂକଳ୍ପ ପରିବାର ପାଖରେ ଖବର ପହଁଚିଲେ ତୁରନ୍ତ ଏହାର…

ମାଟ୍ରିକ ଜିଲ୍ଲା ଟପ୍ପରଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଚଳିତ ମାଟ୍ରିକ ପରୀକ୍ଷାରେ ସମଗ୍ର ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲା ଟପ୍ପର ହୋଇଥିବା କେଶବ ପରିଡ଼ାଙ୍କୁ ତାଙ୍କ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଶରଣକୁଳ ନିକଟବର୍ତ୍ତି ଦଧିବାମନ ଜିଉ ଉଚ୍ଚ ବିଦ୍ୟାଳୟ, ଶିଖରପୁରର ଛାତ୍ର କେଶବ…

ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି

ଭୁବନେଶ୍ବର:ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ (Police Recruitment Board) ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା…

ଗାଁ ସାଥି (ମେଟ୍) ସଂଘ ପକ୍ଷରୁ ବିଡିଓଙ୍କ ଜରିଆରେ ୬ ଦଫା ଦାବି ପତ୍ର ପ୍ରଦାନ

https://youtu.be/k7n3ehIlBMw ରାଇଘର/ନରସିଂ ବାଘ: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ର ଗାଁ ସାଥି ମେଟ ସଂଘର ମୌଳିକ ଏବଂ ପାରିପାର୍ଶ୍ବିକ ସମସ୍ୟା ଗୁଡିକର ସଠିକ ତତ୍ତ୍ୱାବଧାନ ସହ ସମ୍ପୂର୍ଣ୍ଣ ସମାଧାନ ସମ୍ବନ୍ଧ ରେ ଆଜି ରାଇଘର ବିଡିଓଙ୍କ ଜରିଆରେ ୬ ଦଫା ଦାବି ପତ୍ର ପ୍ରଦାନ। ସୂଚନା…

ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ ଉଦଘାଟିତ ହୋଇଯାଇଛି। ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ…

ଯକ୍ଷ୍ମା ରୋଗ ଏକ ବଡ଼ ଆହ୍ୱାନ, ଏହା ସ୍ୱୀକାର କରି ନିରାକରଣ ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ : ଡିଏମ୍‌ଇଟି

ଭୁବନେଶ୍ୱର ମେ ୧୮: ଯକ୍ଷ୍ମା ରୋଗ ଏବେ ମଧ୍ୟ ଏକ ସମସ୍ୟା ହୋଇରହିଛି । ଏହା ଆମ ପାଇଁ ଏକ ବଡ଼ ଆହ୍ୱାନ ଏବଂ ଏହାକୁ ସ୍ୱୀକାର କରି ଯକ୍ଷ୍ମା ନିରାକରଣ ଦିଗରେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ଓଡ଼ିଶାର ସରକାରଙ୍କ ଡାଇରେକ୍ଟର ଅଫ୍ ମେଡିକାଲ୍ ଏଜୁକେସନ୍ ଆଣ୍ଡ ଟ୍ରେନିଙ୍ଗ୍ (ଡିଏମ୍‌ଇଟି) ପ୍ରଫେସର…