Sign in
Sign in
Recover your password.
A password will be e-mailed to you.
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ,…
ନବରଙ୍ଗପୁର ରେ ବିଶ୍ୱ ରେଡ଼କ୍ରସ ଦିବସ ପାଳନ ।
https://youtu.be/zVM00InHy88
ନବରଙ୍ଗପୁର/ଅଶୋକ ସାହୁ,:.ଜିଲ୍ଲା ସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ଆଜି ନବରଙ୍ଗପୁର ଜିଲ୍ଲା ସଦରମହକୁମା ମିଶନ ଶକ୍ତି ସଭା ଗୃହରେ ପାଳନ ହୋଇଯାଇଛି। ଏହି ଅବସରରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଦ୍ୱାରା ବିଶ୍ୱ ରେଡ଼କ୍ରସ ର ପତିଷ୍ଠାତା…
ରାଉରକେଲା ରେ ବିଶ୍ବ ରେଡକ୍ରସ ଦିବସ ପାଳିତ, ବାହାରିଲା ସଚେତନତା ରାଲି
ରାଉରକେଲା: ୮/୫/୨୩(ବସନ୍ତ କୁମାର ଜେନା): ଭାରତୀୟ ରେଡକ୍ରସ ସୋସାଇଟି ର ରାଉରକେଲା ଶାଖା ପକ୍ଷରୁ ବିଶ୍ୱ ରେଡ଼କ୍ରସ ଦିବସ ଆଜି ସ୍ଥାନୀୟ ଆଇଟିଡିଏ ସମ୍ମିଳନୀ କକ୍ଷଠାରେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ରାଉରକେଲା ମହାନଗର ନିଗମ ର ଆୟୁକ୍ତ…
ସୁନ୍ଦରଗଡ଼ ଠାରେ ବିଶ୍ଵ ରେଡ଼କ୍ରସ ଦିବସ ପାଳିତ
ସୁନ୍ଦରଗଡ଼, ୦୮/୦୫/୨୦୨୨(ବସନ୍ତ କୁମାର ଜେନା): ସ୍ଥାନୀୟ ରେଡକ୍ରସ ଭବନ ଠାରେ ଆଜି ସାର ହେନେରୀ ଡ଼ୁନାଣ୍ଟ ଙ୍କ ଜନ୍ମ ବାର୍ଷିକୀ ତଥା ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି I କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶ୍ୱ ରେଡକ୍ରସ…
ସୁବର୍ଣ୍ଣପୁରରେ ବିଶ୍ଵ ରେଡକ୍ରସ ଦିବସ ପାଳିତ l
ସହୃଦୟତାର ସହିତ ସମାଜର ଅସହାୟ ମାନବଙ୍କ ସେବା କରିବା ଦରକାର l
ସୁବର୍ଣ୍ଣପୁର, (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ତଥା ଜିଲ୍ଲା ରେଡକ୍ରସ ସଂସ୍ଥାର ସଭାପତି ସୂର୍ଯ୍ୟନାରାୟଣ ଦାଶ…
ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ବିଭିନ୍ନ ୩0 ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, (ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି…
ବ୍ଲକ ସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ଶିବିରରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ୩୮ ଜଣ ଭିନ୍ନକ୍ଷମ ଙ୍କୁ ଭିନ୍ନକ୍ଷମ ସହାୟକ ଉପକରଣ ପ୍ରଦାନ
ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ): ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଓ ଏସଭି ନିରତାର ଓଲଟପୁର ଆନୁକୂଲ୍ୟରେ ବିନିକା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର…
ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ୍ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ୍ ଦିବସ ପାଳିତ ହୋଇଯାଇଛି। ଉକ୍ତ ଦିବସରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜଙ୍କ ଅଧ୍ୟକ୍ଷକତାରେ…
“ଭୌଗଳିକ ଏବଂ ଉଦ୍ୟୋଗକ୍ଷେତ୍ରକୁ ଦୃଷ୍ଟିରେ ରଖି ଧନ୍ଦାମୂଳକ ଶିକ୍ଷାର ଆବଶ୍ୟକତା ଚିହ୍ନଟ ନିମନ୍ତେ କେନ୍ଦ୍ର…
ଆଇଡିଏଟ୍- ୨୦୨୩ରେ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ଅତିରିକ୍ତ ସଚିବ ବିପିନ କୁମାରଙ୍କ ମତ
ଭାରତର ୨୪ କୋଟି କିଶୋରୀ ମାନଙ୍କ ସଶକ୍ତିକରଣ ନିମନ୍ତେ ଆଲୋଚନା
ନୂଆଦିଲ୍ଲୀ(ବ୍ୟୁରୋ): ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ (ବିଆଇପିଏଫ୍) ଏବଂ ଫିକି ଓ ୟୁନିସେଫର ମିଳିତ ଆନୁକୂଲ୍ୟରେ ଆଇଡିଏଟ୍…
ବିଷ ଓଗାଳିଲେ ସୌମ୍ୟ :: “ମତେ କଂଗ୍ରେସରୁ କାହିଁକି କାଢ଼ିଲେ ମୁଁ ଜାଣିନି, ସେ ନିଶ୍ୱାସ ପଡୁଥିବା ଯାଏ କଂଗ୍ରେସ…
https://youtu.be/Ietdn8ejGT4
ଭୁବନେଶ୍ଵର : କଂଗ୍ରେସ ଦଳରେ କଣଠେସା ହୋଇପଡିଥିବା କଟକ ବିଧାୟକ ମହମ୍ମଦ ମୋକିମ ଆଜି ଆୟୋଜିତ କରିଥିଲେ ବୈଠକ ସ୍ବର୍ଗତ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକ ଓ ସ୍ୱର୍ଗତ ଉପ ମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ୱାଳ ଯୋଡ଼ିଙ୍କ ସମୟକୁ ନେଇ ଆଲୋଚନା ଚକ୍ର | ସେପଟେ…