ମାଆ ଉତ୍ତରାୟଣୀଙ୍କ ଯାତ୍ରା ମହୋତ୍ସବ ; ସୋରଡା ବିଧାୟକଙ୍କ ଆଶୀର୍ବାଦ ଭିକ୍ଷା

ବେଲଗୁଣ୍ଠା, ୦୨/୦୪-(ଶିବରାମ ଚୌଧୁରୀ )-, ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ଠାରେ ମା ଉତ୍ତରାୟଣୀଙ୍କ ଚତୁର୍ଥତମ ଯାତ୍ରା ମହୋତ୍ସବ ମହାସମାରୋହରେ ଜାରି ରହିଛି I ଏହି ଅବସରରେ ବୁଧବାର ସନ୍ଧ୍ୟାରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ମାଆଙ୍କ ଅସ୍ଥାୟୀ…

ଭଞ୍ଜନଗରେ ସ୍ଵ-ଜନଗଣନା ପ୍ରକ୍ରିୟାର ଆରମ୍ଭ

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ସାରା ଦେଶରେ ପ୍ରଥମ କରି ଆରମ୍ଭ ହୋଇଛି ଅତ୍ୟାଧୁନିକ ଡିଜିଟାଲ୍ ଭିତ୍ତିକ ଜନଗଣନା କାର୍ଯ୍ୟ (Self Enumeration )। ଏହି ନୂତନ ପ୍ରଣାଳୀରେ ଜନସାଧାରଣ ଅଧିକୃତ ୱେବସାଇଟ୍ କିମ୍ବା ମୋବାଇଲ୍ ଆପ୍ଲିକେସନ୍ ମାଧ୍ୟମରେ ନିଜେ ନିଜର ତଥ୍ୟ ଦାଖଲ…

ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଓ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି…

​ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ଅବସରରେ ଆଜି ରୋଟାରୀ କ୍ଲବ୍ ନୟାଗଡ଼ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ସ୍ମୃତି ଚାରଣ କରାଯାଇଛି। ଗୋଲେଇ ଛକସ୍ଥିତ ଜିଲ୍ଲା ଗଠନର ଅନ୍ୟତମ ପୁରୋଧା, ପୂର୍ବତନ…

ବିଚ୍ଛିନ୍ନାଞ୍ଚଳ ମଞ୍ଜୁଷା ରେ ୯୧ତମ ଓଡିଶା ଦିବସ ମହାସମାରୋହରେ ପାଳିତ

https://youtu.be/lxIBRlk4-0Y    ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲ୍ଲା ମଞ୍ଜୁଷା ଗ୍ରାମରେ ଓଡ଼ିଆ ଯୁବକ ପାଠାଗାର ପକ୍ଷରୁ ପାଠାଗାର ର ଶ୍ରୀ ନୃସିଂହ ପାଣିଗ୍ରହୀ ମୁକ୍ତାକାଶ ରଙ୍ଗମଞ୍ଚ ଠାରେ ୯୧ତମ ଓଡିଶା ଦିବସ ମହାସମାରୋହରେ ପାଳିତ…

ବିଦାୟ କାଳୀନ ସମ୍ବର୍ଦ୍ଧନା

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ସଭାଗୃହ ରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡଃ ଦ୍ୱାଦଶ କୁମାର ପ୍ରଧାନ ଙ୍କୁ ଅଵସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜ୍ୟୋତିର୍ମୟୀ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବି ଡି ଓ…

ସୁଗନ୍ଧିତ ପୁଷ୍ପରେ ସୁଶୋଭିତ ଝୁଲାରେ ଝୁଲିଲେ ରାଧାଗୋବିନ୍ଦ : ମଲ୍ଲୀ ଝୁଲଣ ଯାତ୍ରା ଉଦଯାପିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ କରଣ ସାହି ଠାରେ ଥିବା ସାନ ରାଧାକାନ୍ତ ମଠ (ନୃସିଂହନାଥ ମଠ) ରେ ଗତ ଚୈତ୍ର ମାସର ଶୁକ୍ଲ ପକ୍ଷ ଦଶମୀ ଠାରୁ ପୂର୍ଣ୍ଣିମା ଯାଏ ମଲ୍ଲୀ ଝୁଲଣ ଯାତ୍ରା ପାଳିତ ହୋଇଥାଏ। ଆଜି (ଗୁରୁବାର) ଉଦଯାପିତ ହୋ। ମହନ୍ତ ମଦନ ଗୋପାଳ…

ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ପୋଷଣ-୧୫ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏମ୍.ଭି-୭ ଜଗନ୍ନାଥପଲ୍ଲୀ ଉଚ୍ଚ…

ବିଦ୍ୟା ସଂସ୍କାର ଓ ପ୍ରବେଶ ଉତ୍ସବ ୨୬-୨୭

-ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରହୀ : ଗୁରୁବାର ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ , ନୂତନ ଶିକ୍ଷା ବର୍ଷ ୨୦୨୬-୨୭ ଶୁଭାରମ୍ଭ ଅବସରରେ ପ୍ରଥମ ଦିନ ଉତ୍ସବ ପାଳିତ ହୋଇଯାଇଛି । ନୂତନ ଶିକ୍ଷାବର୍ଷ ଅବସରରେ ଛାତ୍ରଛାତ୍ରୀ ମାନଙ୍କର ମଙ୍ଗଳ କାମନା ପୂର୍ବକ ବିଦ୍ୟାଳୟରେ ଗାୟତ୍ରୀ ଯଜ୍ଞ…

ଜିଲ୍ଲାସ୍ତରୀୟ ୯୧ତମ ଓଡିଶା ଦିବସ ମହାସମାରୋହରେ ପାଳିତ

https://youtu.be/YRfiimKRzs4 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ୯୧ତମ ଓଡିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସକାଳ ୬ ଘଟିକା ସମୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ମୃତି ସୌଧରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ସହରରେ ଥିବା ସମସ୍ତ…

ଝାଲପାଲି ଗ୍ରାମର ଅଙ୍ଗନବାଡି କେନ୍ଦ୍ର ରେ ଶିଶୁ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା

ବିଜେପୁର :- ତା.୦୨.୦୪.୨୦୨୬: ଆଜି ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ (RBSK)ତରଫରୁ ଝାଲପାଲି ଗ୍ରାମର ଦୁଇଟି ଯାକ ଅଙ୍ଗନବାଡି କେନ୍ଦ୍ର ରେ ଶିଶୁ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। RBSK ଟିମ ରେ କାର୍ଯ୍ୟରତ ଡ଼ା ଲିଙ୍ଗରାଜ ଦାଶ,…