Sign in
Sign in
Recover your password.
A password will be e-mailed to you.
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସଙ୍କୁ ରାଜ୍ୟ ଗ୍ରନ୍ଥାଗାରରେ ସମ୍ବର୍ଦ୍ଧନା
ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ଓ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରର ନିର୍ଦ୍ଦେଶକ ରଂଜନ କୁମାର ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପୂର୍ବାହ୍ନରେ ହରେକୃଷ୍ଣ ମହତାବ ରାଜ୍ୟ…
୩ ବରିଷ୍ଠ ଆଇପିଏସଙ୍କୁ ଡିଜି ପାହ୍ୟା
ଭୁୁବନେଶ୍ୱର: ୧୯୯୦ ବ୍ୟାଚ୍ ର ତିନି ଜାନା ଆଇପିଏସ୍ ଅଫିସର ଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି | ସେମାନେ ହେଲେ ଅରୁଣ ଷଡ଼ଙ୍ଗୀ, ଡ. ସୁଧାଂଶୁ ଷଡ଼ଙ୍ଗୀ ଏବଂ ୱାଇବି ଖୁରାନିଆ । ଏଥିନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ…
ରେଳ ରାଷ୍ଟ୍ରମନ୍ତ୍ରୀଙ୍କ ଦ୍ୱାରା ଖଲିକୋଟ ରେଳ ଷ୍ଟେସନ ନୀରିକ୍ଷଣ
ଷ୍ଟେସନରେ ଆବଶ୍ୟକ ଯାତ୍ରୀ ସୁବିଧା ଯୋଗାଇବା ପାଇଁ ରେଳ ଅଧିକାରୀଙ୍କୁ ପରାମର୍ଶ |
ଖଲିକୋଟ: କେନ୍ଦ୍ର ରେଳ ଏବଂ ବୟନଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ଦର୍ଶନା ଜର୍ଦୋଷ ଆଜି ଖଲିକୋଟ ରେଳ ଷ୍ଟେସନ ନିରୀକ୍ଷଣ କରି ଷ୍ଟେସନରେ ଯୋଗାଇ ଦିଆଯାଇଥିବା ଯାତ୍ରୀଙ୍କ ସୁବିଧା ସମ୍ବନ୍ଧରେ ରେଳ ଅଧିକାରୀଙ୍କୁ…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଶ୍ରୀ ଦିଲ୍ଲୀପ ରାଉତରାଏ
ଭୁବନେଶ୍ୱର,(ଶାସକ ପ୍ରଶାସକ): ଶ୍ରୀ ଦିଲ୍ଲୀପ ରାଉତରାଏ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତିା ବିଭାଗର ବରିଷ୍ଠ ଅଧିକାରୀମାନେ ନୂତନ ନିର୍ଦ୍ଦେଶକଙ୍କୁ ସ୍ୱାଗତ କରିବା ସହ ବିଭାଗର ବିଭିନ୍ନ କାର୍ଯ୍ୟପନ୍ଥା ସଂପର୍କରେ ଅବଗତ…
ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଚିହ୍ନଟ କରିବ ଫୁସଫୁସ ରୋଗ: କିମ୍ସ ଡାକ୍ତରଙ୍କ ଗବେଷଣା
ଭୁବନେଶ୍ୱର: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) ଚିହ୍ନଟ କରିବ ଫୁସ୍ଫୁସ୍ ସମ୍ବନ୍ଧୀୟ ବିଭିନ୍ନ ରୋଗ । ନିକଟରେ କିମ୍ସ-ଭୁବନେଶ୍ୱରର ଶିଶୁରୋଗ ବିଶେଷଜ୍ଞ ଡା. ନିର୍ମଳ କୁମାର ମହାକୁଡ଼ ଓ ଦେଶର ଅନ୍ୟ ପ୍ରମୁଖ ଅନୁଷ୍ଠାନର ବିଶେଷଜ୍ଞଙ୍କ ଦ୍ୱାରା ମିଳିତ ଗବେଷଣାରେ ଏହା ଦାବି କରାଯାଇଛି ।…
ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି
ଭୁବନେଶ୍ୱର,: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି।…
ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ବାବାଙ୍କ ଶୀତଳଷଷ୍ଠୀ ପାଇଁ ନୂତନ ମୂର୍ତ୍ତି ପ୍ରତିଷ୍ଠା ସମ୍ପନ୍ନ
ପଦ୍ମପୁର /ଶିବାଶିଷ ପଟ୍ଟନାୟକ:- ଆଜି ପଦ୍ମପୁର ସହର ପୁରୁଣାବସ୍ତି କଣ୍ଟାବନ୍ଧ ସ୍ଥିତ ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ବାବାଙ୍କ ମନ୍ଦିରରେ ଆସନ୍ତା ଶୀତଳ ଷଷ୍ଠୀ ପାଇଁ ପଦ୍ମପୁର ଶୀତଳଷଷ୍ଠୀ କମିଟୀ ଦ୍ଵାରା ଆଜି ବାବା ଶିବ ଶଙ୍କର ଏବଂ ଜଗତ୍ଜନନୀ ମାତା ପାର୍ବତୀଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ…
ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।
ସେମାନେ ନିକଟରେ ସେମାନଙ୍କର ବିଭିନ୍ନ…