ରତ୍ନଭଣ୍ଡାରରେ ରତ୍ନ ସୁରକ୍ଷିତ ଅଛି ନା ନାହିଁ : ପିତାମ୍ବର ଆଚାର୍ଯ୍ୟ

ଯଦି ରତ୍ନଭଣ୍ଡାରର ଡୁପଲିକେଟ ଚାବି ଅଛି, ତେବେ ୫ବର୍ଷ ହେଲା ରତ୍ନଭଣ୍ଡାରର ତାଲା ଖୋଲୁ ନାହାନ୍ତି କାହିଁକି? ଭୁବନେଶ୍ୱର: ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ଗତ ୨୭ତାରିଖ ଦିନ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରି ଉତର ମାଗିଥିଲୁ । ରାଜ୍ୟ ସରକାର ଏ ପ୍ରଶ୍ନର ଉତର ରଖିଲେ ନାହିଁ ବରଂ ଶାସକ ଦଳ…

ସୁନ୍ଦରଗଡ଼ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼,୦୧/୦୫(ବସନ୍ତ କୁମାର ଜେନା): ସ୍ଥାନୀୟ ସଦଭାବନା ଭବନ ଠାରେ ଆଜି ଜିଲ୍ଲାପାଳ ଡା. ପରାଗ ଗଭାଲି ଙ୍କ ଦ୍ଵାରା ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଆଜିର ଅନୁଷ୍ଠିତ ଏହି ଜନ ଶୁଣାଣି ରେ ମୋଟ ୧୩୩ ଟି ଅଭିଯୋଗ ଆସିଥିଲା I ଏହି ଅଭିଯୋଗ ଗୁଡିକ ମଧ୍ୟରେ ୧୧୪…

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଳା ବଣେଇ ୟୁନିୟନ ଅଫ ଜର୍ନାଲିଷ୍ଟ।

ସୁନ୍ଦରଗଡ଼ / ବଣେଇ(ବସନ୍ତ କୁମାର ଜେନା) :- ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ଆହ୍ଵାନ କ୍ରମେ ଆଜି ଶ୍ରମିକ ଦିବସ ମେ ୧ ତାରିଖକୁ ପ୍ରତିବାଦ ଦିବସ ଭାବେ ପାଳନ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉଦେଶ୍ୱରେ ବଣେଇ ୟୁନିୟନ ଅଫ ଜର୍ନାଲିଷ୍ଟ ସଂଘ ତରଫରୁ…

ଜିଲ୍ଲାସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା କାର୍ଯ୍ୟାଳୟ ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ , କଟକ ଓ ମାନ୍ୟବର ଜିଲ୍ଲା ଦୌରାଜଜ୍ - ତଥା - ଅଧ୍ୟକ୍ଷ, ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟିର ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଆଇନ…