ମେ ୫ ଯାଏଁ ଆଶ୍ୱସ୍ତି, ବୃଦ୍ଧି ପାଇବନି ଦିନର ତାପମାତ୍ରା

ଭୁବନେଶ୍ୱର, ୨୫/୦୪: ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ବଢ଼ିବନି ଦିନର ତାପମାତ୍ରା । ବଙ୍ଗୋପ ସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି…

୩୫୭ଟି ରୂପାନ୍ତରିତ ହାଇସ୍କୁଲ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହେଲା

 ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହେଲା ରାଜ୍ୟର ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ହାଇସ୍କୁଲ http://youtu.be/riw_qWN7KK8   ତୃତୀୟ ପର୍ଯ୍ୟାୟରେ ୨୧୫୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହେବ ଆଜି ପ୍ରଥମ ଦିନରେ ୪ଟି ଜିଲ୍ଲାର ୩୫୭ଟି ସ୍କୁଲ…

ବି.ଏସ୍.କେ.ୱାଇ. ଟିମ୍ ପ୍ରଚେଷ୍ଟାରେ ନିରଞ୍ଜନକୁ ମିଳିଲା ଉପଯୁକ୍ତ ଚିକିତ୍ସା

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି. ଏସ୍. କେ. ୱାଇ.) ଟିମ୍ ଙ୍କ ପ୍ରଚେଷ୍ଟାରେ ବରିଷ୍ଠ ନାଗରିକ ନିରଞ୍ଜନ ନାୟକଙ୍କୁ ଉପଯୁକ୍ତ ଚିକିତ୍ସା ମିଳିଛି। ପ୍ରାୟ ୬୦ ବର୍ଷ ବୟଷ୍କ ନିରଞ୍ଜନ ନାୟକ ଯାଜପୁର ଜିଲ୍ଲା ଅନ୍ତର୍ଗତ ଦାନଗଦିର ବାସିନ୍ଦା ଅଟନ୍ତି। ତାଙ୍କର ବାମ ଗୋଡଟି ଅଚଳ…

ପିଆର୍‌ଏସ୍‌ଆଇ ଭୁବନେଶ୍ୱର ଚାପ୍ଟର ପକ୍ଷରୁ ବିଜିୟୁ ଛାତ୍ରଛାତ୍ରୀଙ୍କ ସହ ଜାତୀୟ ଜନ ସମ୍ପର୍କ ଦିବସ ପାଳିତ

ଭୁବନେଶ୍ୱର: ପବ୍ଲିକ୍ ରିଲେସନ୍‌ସ ସୋସାଇଟି ଅଫ୍ ଇଣ୍ଡିଆ (ପିଆର୍‌ଏସ୍‌ଆଇ) ଭୁବନେଶ୍ୱର ଚାପ୍ଟର ପକ୍ଷରୁ ବିର୍ଲା ଗ୍ଲୋବାଲ୍ ୟୁନିଭର୍ସିଟି (ବିଜିୟୁ)ର ଛାତ୍ରଛାତ୍ରୀମାନଙ୍କ ସହ ଜାତୀୟ ଜନ ସମ୍ପର୍କ ଦିବସ ପାଳନ କରାଯାଇଛି । ଭାରତୀୟ ଜନ ସଂଚାର ସଂସ୍ଥାନ (ଆଇଆଇଏମ୍‌ସି)ର ଆଂଚଳିକ ନିର୍ଦେଶକ…

ଗୋଟିଏ ମାସରେ ୧୦ ବିଲିଅନ ଜିବି ଡାଟା ବ୍ୟବହାର କରି ଜିଓ ଗ୍ରାହକ ରଚିଲେ ଇତିହାସ

ଭୁବନେଶ୍ୱର: ଜିଓ ଗ୍ରାହକମାନେ ଗୋଟିଏ ମାସରେ ୧୦ ଏକ୍ସାବାଇଟ୍ (୧୦ ବିଲିଅନ ଜିବି) ଡାଟା ବ୍ୟବହାର କରି ଇତିହାସ ରଚିଛନ୍ତି । ୨୦୧୬ରେ ରିଲାଏନ୍ସ ଜିଓ ଟେଲିକମ୍ କ୍ଷେତ୍ରରେ ପ୍ରବେଶ କରିବା ବେଳେ ସମସ୍ତ ଟେଲିକମ୍ କଂପାନିଙ୍କ ମିଳିତ ଭାବେ ମାସିକ ନୁହେଁ ବର୍ଷ ସାରାର ଡାଟା ବ୍ୟବହାର ଥିଲା…

ଚିନ୍ତନ ଶିବିରରେ ଯୋଗଦେଲେ କ୍ରୀଡ଼ା ମନ୍ତ୍ରୀ

ଓଡିଶା କ୍ରୀଡ଼ାର ଝଲକ ଦେଖିବ ସବୁ ରାଜ୍ୟ ଭୁବନେଶ୍ୱର: ମଣିପୁରର ରାଜଧାନୀ ଇମ୍ଫାଲଠାରେ ଆରମ୍ଭ ହୋଇଥିବା ଦୁଇଦିନିଆ ଚିନ୍ତନ ଶିବିରରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଯୋଗ ଦେଇଛନ୍ତିା ମନ୍ତ୍ରୀଙ୍କ ସହ କମିଶନର ତଥା ଶାସନ ସଚିବ ଶ୍ରୀ ଆର. ଭିନୀଲ କ୍ରୀଷ୍ଣା ମଧ୍ୟ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସିକୁଳିପଦର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ…

ଦୁର୍ଘଟଣା ରେ ମୃତ୍ୟୁବରଣ କରିଥିବା ପରିବହନ ଶ୍ରମିକ ପରିବାର କୁ ସି ଆଇ ଟି ୟୁ ପକ୍ଷରୁ ୫ ଲକ୍ଷ ଟଙ୍କାର ବୀମା ରାଶି…

ରାଉରକେଲା,(ବସନ୍ତ କୁମାର ଜେନା):-ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସାରଳା ବସ୍ ର କଣ୍ଡକ୍ଟର ତଥା ସୁନ୍ଦରଗଡ଼ ମୋଟର କର୍ମଚାରୀ ସଂଘ ( ସି ଆଇ ଟି ୟୁ) ର ସଦସ୍ୟ ଅରୁଣ କୁମାର ମହାନ୍ତ ଙ୍କ ପରିବାର କୁ ଆଜି ନୂଆ ବସ୍ ଷ୍ଟାଣ୍ଡରେ ସୁନ୍ଦରଗଡ଼ ମୋଟର କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ…

ଶ୍ରମିକ ଙ୍କ ସର୍ବନିମ୍ନ ମଜୁରୀ ମାସିକ ୨୬ ହଜାର ଟଙ୍କା କରିବାକୁ ସି ଆଇ ଟି ୟୁ ର ଦାବି

ରାଉରକେଲା, (ବସନ୍ତ କୁମାର ଜେନା):- ଶ୍ରମିକ ମାନଙ୍କ ସର୍ବନିମ୍ନ ମଜୁରୀ ମାସିକ ୨୬ ହଜାର ଟଙ୍କା କରିବାକୁ ସି ଆଇ ଟି ୟୁ ପକ୍ଷରୁ ଦାବି କରାଯାଇଛି। ଆଜି ଏ ସଂକ୍ରାନ୍ତରେ ଶ୍ରମିକ ଭବନ, ସେକ୍ଟର ୧୬ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସି ଆଇ ଟି ୟୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ରାଜ୍ୟ…

ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

ରାଇଘର/ନରସିଂ ବାଘ: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କନଫରେନ୍ସ ହଲ ଠାରେ ଆଜି ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ୪୦ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ୩୦ ଟି ବ୍ୟକ୍ତିଗତ ଓ ୧୦ ଟି ଗୋଷ୍ଟି ଗତ ଅଭିଯୋଗ ହୋଇଥିଲା। ଉକ୍ତ ଅଭିଯୋଗ ଙ୍କ ମଧ୍ୟ ରୁ ୪…