Sign in
Sign in
Recover your password.
A password will be e-mailed to you.
ମାମୁଁ ଘରକୁ ଯାତ୍ରା ଦେଖି ଯାଇଥିବା ବେଳେ ଖୋଲା କୂଅରେ ପଡି ୧୨ ବର୍ଷ ବାଳକର ମୃତ୍ୟୁ ।
କାମାକ୍ଷାନଗର: କାମାକ୍ଷାନଗର- ମାମୁଁ ଘର ଗାଁକୁ ଯାତ୍ରା ଦେଖିବାକୁ ଯାଇଥିବା ବେଳେ ଅଘଟଣ । ବିଳମ୍ବିତ ରାତିରେ ଯାତ୍ରା ଚାଲିଥିବା ବେଳେ ଖୋଲା କୂଅରେ ପଡି ଜଣେ ନାବାଳକର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ସରଦେଇପୁର ଗାଁରେ । ମୃତ ନାବାଳକ ଜଣଙ୍କ…
ରେଳବାଇ ବୋର୍ଡ ସଦସ୍ୟ ଇନଫ୍ରା (ଭିତ୍ତିଭୂମି ବିକାଶ) ଙ୍କ ଦ୍ୱାରା ପୂର୍ବତଟ ରେଳପଥ କାର୍ଯ୍ୟଦକ୍ଷତା ସମୀକ୍ଷା |
ଭୁବନେଶ୍ବର: ରେଳ ବୋର୍ଡ ସଦସ୍ୟ (ଇନଫ୍ରାସ୍ଟ୍ରକ୍ଚର ଡେଭଲପମେଣ୍ଟ/ଭିତ୍ତିଭୂମି ବିକାଶ) ଶ୍ରୀ ରୂପ ନାରାୟଣ ସୁନକର ଆଜି ପୂର୍ବତଟ ରେଳପଥ ଅଧିକାରୀମାନଙ୍କ ସହିତ ରେଳପଥର ମୁଖ୍ୟାଳୟ ଭୁବନେଶ୍ବର ଠାରେ ରେଳ ଭିତ୍ତିଭୂମି କାର୍ଯ୍ୟ ଏବଂ ଏହାର ବିକାଶ ନେଇ କାର୍ଯ୍ୟଦକ୍ଷତା ସମ୍ବନ୍ଧରେ ସମୀକ୍ଷା…
ପୁନର୍ବାର ଅଚଳ ହେଲା ସେବା ଏକ୍ସପ୍ରେସ ମେମୁ ଟ୍ରେନର ଇଞ୍ଜିନ: ଟ୍ରେନ ଚଳାଚଳରେ ବିଳମ୍ବ,ଯାତ୍ରୀ ହନ୍ତସନ୍ତ
ନୟାଗଡ଼,୨୪ା୪:ନୟାଗଡ଼ ଭୁବନେଶ୍ୱର ଏବଂ ନୂଆଗାଁ ମଧ୍ୟରେ ଚଳାଚଳ କରୁଥବା ସେବା ଏକ୍ସପ୍ରେସ ମେମୁ ଟ୍ରେନର ଇଞ୍ଜିନ ପୁନର୍ବାର ଅଚଳ ହୋଇ ପଡ଼ିଛି । ଫଳରେ ଅନ୍ୟ ଏକ ବାହ୍ୟ ଇଞ୍ଜିନ ଦ୍ୱାରା ଏହି ଟ୍ରେନ ଏବେ ଚଳାଚଳ କରୁଛି । ଏହାଦ୍ୱାରା ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଟ୍ରେନ ଚଳାଚଳ କରୁଥବା…
ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ନୟାଗଡ଼,୨୪/୪:ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ, ବାଣିଜ୍ୟ ବିଭାଗ ଶେଷ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତହୋଇଅଛି । ବିଭାଗୀୟ ମୁଖ୍ୟ ବଂଶୀଧର ଗୌଡ଼ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟ ଅଧକ୍ଷ ସୁରେଶ କୁମାର ପ୍ରଧାନ, ବାଣିଜ୍ୟ ବିଭାଗର…
ପଡୋଶୀ ଛତିଶଗଡ ରେ ସମ୍ମାନିତ ହେଲେ ବିଧାୟକ ସୁଶାନ୍ତ ସିଂ
ବରଗଡ :- ପଡୋଶୀ ରାଜ୍ୟ ଛତିଶଗଡ ର ରାୟଗଡ଼ ଜିଲ୍ଲା ବରମକେଳା ଅନ୍ତର୍ଗତ ପଡ଼ିଗାଉଁ ଗ୍ରାମରେ ନବନିର୍ମିତ ଜଗତର ନାଥ ଜଗନ୍ନାଥ ମହାପ୍ରଭୁ ଙ୍କର ଭବ୍ୟ ମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବ ଅତି ଧୁମଧାମରେ , ବିପୁଳ ଜନସମାଗମ ରେ ଜାରି ରହିଛି । ସପ୍ତାହ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ପ୍ରତେକ…
ଜି -୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା”ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପ୍ରଦର୍ଶିତ
ଭୁବନେଶ୍ୱର, ୨୪/୦୪: ଆଇଏମଏମ୍ଟି ପରିସରରେ ରବିବାର ଜି-୨୦ ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଛାତ୍ରଛାତ୍ରୀଙ୍କ ୪ ଟି ଷ୍ଟାର୍ଟ ଅପ୍ ପ୍ରଦର୍ଶିତ ହୋଇଛି ।ଏହି କାର୍ଯ୍ୟକ୍ରମକୁ…
ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍ଆର ମାନ୍ୟତା
ଭୁବନେଶ୍ୱର: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍ସେସ୍ ରିଭ୍ୟୁ (ସିଏସ୍ଆର୍) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ…
ପାରସ୍ପରିକ ସହଭାଗିତା ନେଇ ସୋଆ ଏବଂ ୟୁଏସ୍ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର, ୨୪/୦୪: ପାରସ୍ପରିକ ସହଭାଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇଟି ସର୍ଭିସେସ୍ ଓ ସଲ୍ୟୁସନ୍ସ କ୍ଷେତ୍ରରେ କାର୍ଯ୍ୟରତ ଥିବା କମ୍ପାନୀ ୟୁଏସ୍ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ସୋମବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣାଟି ସୋଆର ପ୍ରୋ-…
ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଆନୁକୂଲ୍ୟରେ କବି ଶ୍ରୀ ଜୟଦେବ ଜୟନ୍ତୀ ସମାରୋହ ପାଳିତ l
ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ ) ସୁବର୍ଣ୍ଣପୁରଜିଲ୍ଳା ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାର ଙ୍କ ମିଳିତ ଆନୁକୂଲ୍ୟରେ କବି ଶ୍ରୀ ଜୟଦେବ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସ୍ତରୀୟ ସମାରୋହ -୨୦୨୩ ସ୍ଥାନୀୟ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ…
୩୫ ଲକ୍ଷରୁ ଅଧିକ ଚାଷୀ ପାଇଲେ ୪୪୧.୭୬ କୋଟି ଟଙ୍କା ସୁଧ ରିହାତି
୨୦୨୨-୨୩ ପାଇଁ ଦୁଇଟି ପର୍ଯ୍ୟାୟରେ ସମୁଦାୟ ୮୫୬.୯୯ କୋଟି ଟଙ୍କାର ସୁଧ ରିହାତି
ଚାଷୀମାନଙ୍କ ସଶକ୍ତୀକରଣ ଉପରେ ମୁଁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର Convention Centerରେ ଆୟୋଜିତ ଏକ…