Sign in
Sign in
Recover your password.
A password will be e-mailed to you.
ଶିକ୍ଷାବିତ ଡଃ ମାନଭଞ୍ଜନ ପ୍ରଧାନଙ୍କ ପରଲୋକ
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :ପଦ୍ମପୁର ଅଂଚଳର ସୁପରିଚିତ ଶିକ୍ଷାବିତ ଡଃ ମାନଭଞ୍ଜନ ପ୍ରଧାନଙ୍କ ଆଜି ସକାଳେ ପଦ୍ମପୁର ସ୍ଥିତ ନିଜ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ସ୍ଵର୍ଗତ ପ୍ରଧାନ ଏକାଧାରରେ ରେ ଜଣେ ପ୍ରଧ୍ଯାପକ, ଅଧ୍ଯକ୍ଷ, ସଂଗଠକ,…
ରୋୖଦ୍ରତାପ : 19 ଓ 20ରେ ସ୍କୁଲ-ଅଙ୍ଗନୱାଡି ବନ୍ଦ
ପ୍ରଚଣ୍ଡ ରୋୖଦ୍ରତାପ ଯୋଗୁ ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ (ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ) ଏବଂ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏପ୍ରିଲ 19 ଓ 20 ରେ ବନ୍ଦ ରହିବ।
ସୂଚନାଯୋଗ୍ୟଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତରୁ ଫେରିବା ପରେ ଗ୍ରୀଷ୍ମ…
ବନ୍ଦ ଘର ଭିତରେ ପଡିଛି ୩ ଜଣ ଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ
ବରଗଡ :- ବରଗଡ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ଆଖିଫୁଟା ଗାଁରୁ ଆସିଛି ଏକ ହୃଦୟ ବିଦାରକ , ଛାତିଥରା ଘଟଣା ର ଖବର । ପ୍ରାପ୍ତ ସୂଚନା ଅନୁସାରେ ଏହି ଗ୍ରାମର ଗୋଟିଏ ବନ୍ଦ ଘରେ ତିନି ଜଣଙ୍କର କ୍ଷତାକ୍ତ ମୃତଦେହ ପଡିଥିବା ଜଣା ପଡିବା ପରେ ସମଗ୍ର ଜିଲ୍ଲାରେ ବର୍ତ୍ତମାନ ଚର୍ଚ୍ଚାର ବିଷୟ…
“ଅକାଂକ୍ଷା” ତରଫରୁ ମହାବିଷୁବ ମିଳନ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ "ଅକାଂକ୍ଷା" ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସଭାଗୃହ ଠାରେ ମହାବିଷୁବ ମିଳନ ବହୁ ଆଡମ୍ବର ସହ ପାଳିତ ହୋଇଯାଇଛି। ଏହି ଅବସରରେ "ଆକାଂକ୍ଷା" ମହିଳା ସଂଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା…
“ଅକାଂକ୍ଷା” ତରଫରୁ ମହାବିଷୁବ ମିଳନ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ "ଅକାଂକ୍ଷା" ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସଭାଗୃହ ଠାରେ ମହାବିଷୁବ ମିଳନ ବହୁ ଆଡମ୍ବର ସହ ପାଳିତ ହୋଇଯାଇଛି। ଏହି ଅବସରରେ "ଆକାଂକ୍ଷା" ମହିଳା ସଂଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା…
ସରୋଜ କୁମାର ସାମଲ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର: ବରିଷ୍ଠ ପ୍ରଶାସନିକ ଅଧିକାରୀ ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ ଅଫିସର ଶ୍ରୀ ସରୋଜ କୁମାର ସାମଲ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି | ବର୍ତ୍ତମାନ ସୂଚନା ଲୋକ ସମ୍ପର୍କ ନିର୍ଦ୍ଦେଶକ ଥିବା ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ତଫସିଲ…
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର
ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ
ଭୁବନେଶ୍ବର: ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି…
ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରିବା ଆମର ଲକ୍ଷ୍ୟ: ଗଣଶିକ୍ଷା ମନ୍ତ୍ରୀ
ଗଣଶିକ୍ଷା ବିଭାଗର ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଓ ସମୀକ୍ଷା ବୈଠକ ଉଦଯାପିତ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମ୍ବଲପୁର ଜୋନର ୧୨ଟି ଜିଲ୍ଲାର ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛିା…
ଆପ୍ ଗଜପତି ତରଫରୁ ଗୁମ୍ମା ବ୍ଲକ ହାଟପଦା ଠାରେ ବ୍ଲକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆପ୍ ଗଜପତି ତରଫରୁ ଗୁମ୍ମା ବ୍ଲକ ହାଟପଦା ଠାରେ ବ୍ଲକ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଭାପତି ବୋୟାଜ ବେବର୍ତ୍ତାଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାବେଳେ ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତ…
ଜିଲ୍ଲା ପ୍ରଶାସନ ପକ୍ଷରୁ ଟାଙ୍ଗରପାଲି ବ୍ଲକ ଠାରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା) : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି I ଏହି ଯୁଗ୍ମ ଜନଶୁଣାଣି ରେ ଜିଲ୍ଲାପାଳ ଡା. ପରାଗ ଗଭାଲି ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଯୋଗ ଦେଇ ଜନସାଧାରଣଙ୍କ…