ଜିଲ୍ଲାସ୍ତରୀୟ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରୟଣ ଦେବଙ୍କ ୧୩୨ ତମ ଜନ୍ମ ଜୟନ୍ତୀ ପାଳନ ନିମନ୍ତେ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲପାଳଙ୍କ ସମ୍ମିଳନୀ କକ୍ଷ ଠାରେ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରୟଣ ଦେବଙ୍କ ୧୩୨ ତମ ଜନ୍ମ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ…

ଝାରବନ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ପ୍ରଥମ ସମିତି ସଭାରେ ଯୋଗଦେଲେ ବିଧାୟିକା ବର୍ଷା

ଝାରବନ୍ଧ- ଝାରବନ୍ଧ ବ୍ଲକ କାର୍ଯାଳୟ ଦ୍ୱାରା ଜାରି କରାଯାଇଥିବା ଚିଠି ଅନୁସାରେ ଆଜି ବ୍ଲକ କାର୍ଯାଳୟ ସଭା ଗୃହ ଠାରେ ସମିତି ସଭା ଅନୁଷ୍ଠିତ ହୋଇଯାଇଛି l ପୂର୍ବତନ ସ୍ବର୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ଶ୍ରୀମତୀ ବର୍ଷା ସିଂ ବରିହା ଉପନିର୍ବାଚନରେ ନିର୍ବାଚିତ ହେବାପରେ ତାଙ୍କର…

୧୧ଟା ସୁଦ୍ଧା ସରିବ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଠପଢା

ଅପ୍ରେଲ ୧୭ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀର ପାଠପଢ଼ା ହେବ ସକାଳ ୬.୩୦ରୁ ଦିନ ୧୧ଟା ପର୍ଯ୍ୟନ୍ତ ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ, ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ…

ପାଣ୍ଡିଆନଙ୍କ ପୁରୀ ଗସ୍ତ

ଶ୍ରୀ ସେତୁ ଓ ବାଶେଳୀ ସାହି ଧର୍ମଶାଳା ଓ ସମଙ୍ଗ ପାର୍କିଙ୍ଗ କାମର ଅଗ୍ରଗତି ସମୀକ୍ଷା ପୁରୀ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ପୁରୀ ଯାଇ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି…

ସମ୍ବଲପୁରରେ ଏହି ପରିସ୍ଥିତି ପରେ ମୁଖ୍ୟମନ୍ତ୍ରୀ ଚୁପ୍ କାହିଁକି : ଲଳିତେନ୍ଦୁ

• ମୁଖ୍ୟମନ୍ତ୍ରୀ,ଗୃହ ରାଷ୍ଟ୍ର ମନ୍ତ୍ରୀ, ବରିଷ୍ଠ ପ୍ରଶାସନିକ ଅଧିକାରୀ ଘଟଣାରେ ଚୁପ୍ ରହିବା ଚିନ୍ତାଜନକ • ଓଡ଼ିଶା ଲ’ ଲେସନେସ କହିଲେ ବିଜେଡିର ଯେଉଁ ନେତା ମାନଙ୍କୁ ବାଧୁଥିଲା, ସେମାନେ ଏହି ଘଟଣାରେ ପ୍ରତିକ୍ରିୟା କାହିଁକି ଦେଉନାହାନ୍ତି? • ସମଗ୍ର ସମ୍ବଲପୁରରେ ପୋଲିସ…

ଓଡ଼ିଆ ସମେତ ୧୩ଟି ଆଞ୍ଚଳିକ ଭାଷାରେ ସିଏପିଏଫ କନଷ୍ଟେବଳ ପରୀକ୍ଷା ନିଷ୍ପତିକୁ ସ୍ୱାଗତ

ଯୁବଶକ୍ତିଙ୍କ ପାଇଁ ସୁଯୋଗର ନୂତନ ଦ୍ୱାର ଖୋଲିବ- ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର, ଏପ୍ରିଲ ୧୫ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିଏପିଏଫ କନଷ୍ଟେବଳ(ଜେନେରାଲ ଡ୍ୟୁଟି) ପଦବୀ ପାଇଁ ଅନୁଷ୍ଠିତ ଲିଖିତ ପରୀକ୍ଷା ଓଡ଼ିଆ ସମେତ ୧୩ଟି…

“ଝାରସୁଗୁଡ଼ାର ବିକାଶ ହୋଇନି ଯେଉଁମାନେ କହୁଛନ୍ତି ସେମାନେ ଅନ୍ଧ”

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଦଳୀୟ ଟିକଟ ନେଲେ ଦୀପାଳି ଭୁବନେଶ୍ୱର : ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ଦୀପାଳି ଦାସଙ୍କୁ ବିଜୁ ଜନତା ଦଳର ଟିକେଟ ପ୍ରଦାନ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଆଜି ଦୀପାଳି ଭାଇ ବିଶାଲଙ୍କ ସହ ନବୀନ…

ବେଆଇନ ମହୁଲ ଚାଲାଣ ବେଳେ ପିକଅପ ଜବତ l

ଝାରବନ୍ଧ -ମନୋହର ଦାଶ: ବରଗଡ଼ ଜିଲ୍ଲା ପାଇକମାଲ ଅବକାରୀ ବିଭାଗ ର ଏକ ଟିମ ଓଡିଶା ଛତିଶଗଡ଼ ସୀମା ଝାରବନ୍ଧ ଥାନା ଭଣ୍ଡାରପୁରୀ ଗ୍ରାମ ପଞ୍ଚାୟତ ର ଜାମପାଲି ଗ୍ରାମ ରୁ ବେଆଇନ ଭାବେ ଚାଷୀ ମାନଙ୍କ ଠାରୁ ସଂଗ୍ରହ କରି ମହୁଲ ଫୁଲ ଛତିଶଗଡ଼ ରାଜ୍ୟ କୁ ଚାଲାଣ ହେଉଥିବା ଖବର ପାଇ ବରଗଡ଼ ଅବକାରୀ…

ସୁନ୍ଦରଗଡ଼ ଠାରେ ଡଃ ବି. ଆର୍. ଆମ୍ବେଦକର ଙ୍କ ଜୟନ୍ତୀ ପାଳିତ

ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ଡଃ. ବି. ଆର୍. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି I ସ୍ଥାନୀୟ ସଦଭାବନା ଭବନ ଠାରେ ଆୟୋଜିତ ଏହି କାର୍ଯକ୍ରମରେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ରବି ନାରାୟଣ ସାହୁ ଭାରତୀୟ…

ଗୋପବନ୍ଧୁ ପାଠାଗାରରେ ଓଡ଼ିଆ ନବବର୍ଷ ଓ ବିଷୁବ ମିଳନ।

ରାଉରକେଲା(ବସନ୍ତ କୁମାର ଜେନା):- ଛେଣ୍ଡ୍ କଲୋନୀ ସ୍ଥିତ ଗୋପବନ୍ଧୁ ପାଠାଗାରରେ ବିଷୁବ ମିଳନ ସହ ଓଡ଼ିଆ ନୂଆବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି। ଇଂ. ନବଘନ ସାହୁଙ୍କ ସଭାପତିତ୍ବରେ ଏବଂ ପାଠାଗାର ସଂପାଦକ ଡଃ ଗିରିଜା ଶଙ୍କର ଗୋସ୍ବାମୀଙ୍କ ପରିଚାଳନାରେ ଅନୁଷ୍ଠିତ ଉକ୍ତ ସାରସ୍ଵତ ସମାରୋହକୁ…