ଓଡିଶା ସଚିବାଳୟ ସେବା ସଂଘର ବିକ୍ଷୋଭ ସମାବେଶ

ଭୁବନେଶ୍ୱର: ଓଡିଶା ସଚିବାଳୟ ସେବା ସଂଘ ତରଫରୁ ଲୋକସେବା ଭବନ ପରସରରେ ଏକ ବିକ୍ଷୋଭ ସମାବେଶ ଆୟୋଜନ କରଯାଇଥିଲା । ଏଥିରେ ଶହ ଶହ ସଂଖ୍ୟାରେ ଓଡିଶା ସଚିବାଳୟ ସେବା ବର୍ଗ (O.S.S.) ଅଧିକାରୀମାନେ ଯୋଗ ଦେଇଥିଲେ । ମଧ୍ୟାହ୍ନ ବିରତି ହେବା ମାତ୍ରେ ନିଜ ନିଜର ଆସନ ପରିତ୍ୟାଗ କରି ଲୋକସେବା ଭବନ,…

୪୯ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପରିଷଦର ୪୯ତମ ବୈଠକ ବୁଧବାର ଦିନ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଗାବରା ତିରୁପତି ରାଓ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ…

ଝିଅମାନଙ୍କ ସୁରକ୍ଷା ଓ ନିରାପତ୍ତା ନିମନ୍ତେ ଏକ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଝିଅ ମାନଙ୍କ ନିରାପତ୍ତା ଓ ସୁରକ୍ଷା ନିୟମାବଳୀ ଉପରେ ଏକ ଦିବସୀୟ ତାଲିମ…

ବିଧାୟକ ବିଷ୍ଣୁବ୍ରତ ଙ୍କ ଉପସ୍ଥିତିରେ ବିଜେଡ଼ିରେ ମିଶିଲେ ନେତା

ବାସୁଦେବପୁର - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ଓ ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ମହୋଦୟଙ୍କ କାର୍ଯ୍ୟ ଦକ୍ଷତା ଉପରେ ଭରସା କରି ଜଗନ୍ନାଥପ୍ରସାଦ ପଞ୍ଚାୟତର ନେତା ହେମନ୍ତ କୁମାର ମଲିକ ଓ ବିପ୍ରବାଳା ମଲିକ ଏବଂ ସୀତାକାନ୍ତ ମଲିକ ଅନ୍ୟ ଦଳ ତ୍ୟାଗ କରି  ବିଜୁ…

ମା ସାତ ଭଉଣୀ ଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ।

ବାସୁଦେବପୁର - ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ମାଲ୍ଲୁ ସାହି ଗ୍ରାମ ରେ ମା ସାତ ଭଉଣୀ ଙ୍କ ମନ୍ଦିର ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବହୁ ପୁରାତନ ଏହି ମନ୍ଦିର ରେ ବାର୍ଷିକ ଉତ୍ସବ ଉପଲକ୍ଷେ ବିଭିନ୍ନ କାର୍ଯ୍ୟ କର୍ମ ଅନୁଷ୍ଟିତ ହୋଇ ଯାଇଛି। ସକାଳୁ ସକାଳୁ ଶ୍ରଦ୍ଧାଳୁ…

ସହରାଞ୍ଚଳ ରୂପାନ୍ତରଣ କର୍ମଶାଳା

ବ୍ରହ୍ମପୁର, ୧୨।୪: ରାଜ୍ଯ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ବ୍ରହ୍ମପୁରସ୍ଥିତ ଏମକେସିଜି ନୂତନ ସମ୍ମିଳନୀ କକ୍ଷରେ ସହରାଞ୍ଚଳ ରୂପାନ୍ତରଣର କ୍ଲଷ୍ଟରସ୍ତରୀୟ କର୍ମଶାଳା ହୋଇଯାଇଛି । ଦ୍ଵିତୀୟ ତଥା ଉଦ୍‌ଯାପନୀ ଦିବସରେ ଗଞ୍ଜାମ, ରାୟଗଡା, ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାର ୨୭ଟି…

ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କର ୧୨୯ତମ ପ୍ରତିଷ୍ଠା ଦିବସ ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ସ୍ୱାସ୍ଥ୍ୟ…

ଭୁବନେଶ୍ୱର,୧୨/୦୪: ପଞ୍ଜାବ ନ୍ୟାସ୍‌ନାଲ ବ୍ୟାଙ୍କର ୧୨୯ ତମ ପ୍ରତିଷ୍ଠା ଦିବସ ଅବସରରେ ବୁଧବାର ବ୍ୟାଙ୍କର ପୋଖରୀପୁଟ ଶାଖାରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଏକ ୬ ଜଣିଆ ଡାକ୍ତରୀ…

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ କୁଇଜ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର,୧୨/୦୪: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଆୟୋଜିତ ଏକ କୁଇଜ ପ୍ରତିଯୋଗିତାରେ ଇସିକା ଅଗ୍ରୱାଲ୍‌, ଶିବମ୍ ଓ ଜୟନ୍ତ କୁମାରଙ୍କୁ ନେଇ ଗଠିତ ଟିମ୍ ବିଜୟୀ ହୋଇଛି । ଇଣ୍ଡିଆନ୍ ଆସୋସିଏସନ୍ ଅଫ୍…

ରୋଜଗାର ମେଳା ଅଧୀନରେ, 13 ଏପ୍ରିଲରେ ପ୍ରାୟ 71,000 ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ…

• ପୂର୍ବତଟ ରେଳ ଅଧୀନରେ ଏହି ନିଯୁକ୍ତି ମେଳାରେ ସମୁଦାୟ ୨୬୯୭ ନବନିଯୁକ୍ତଙ୍କୁ ବିଭିନ୍ନ ପଦବୀରେ, ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ | ଏହିକ୍ରମରେ ମୋଟା ୨୬୯୭ ନବନିଯୁକ୍ତଙ୍କ ମଧ୍ୟରୁ ୬୩୦ ଜଣଙ୍କୁ ମନ୍ତ୍ରୀଙ୍କ ଦ୍ୱାରା ଏବଂ ୨୦୬୭ ଜଣଙ୍କୁ ଇମେଲ…