କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ୍‌-୨୦୨୬: ମେଡିସିନ୍ କ୍ୟାଟେଗୋରୀରେ ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

ଭୁବନେଶ୍ୱର , ଏପ୍ରିଲ ୦୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ-୨୦୨୬ (ମେଡିସିନ୍ କ୍ୟାଟେଗୋରୀ)ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡି ଟୁ ବି ବିଶ୍ୱବିଦ୍ୟାଳୟ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।ବିଷୟ ଭିତିକ ମେଡିସିନ୍ କ୍ୟାଟେଗୋରୀରେ ୭୦୧-୮୫୦ ବ୍ରାକେଟ୍‌ରେ…

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ ।

ଭୁବନେଶ୍ୱର, ଏପ୍ରିଲ ୦୧, ୨୦୨୬: ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ କରିବା ଏବଂ ସୁବିଧାଜନକ ଯାତ୍ରା ସୁବିଧା ଯୋଗାଇବା ଉଦେଶ୍ୟରେ ପୂର୍ବ ତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନ୍ ଗୁଡ଼ିକର ପରିଚାଳନାକୁ ବୃଦ୍ଧି କରିବାକୁ ନିଷ୍ପତି ନେଇଛି । ଏହି ଟ୍ରେନ୍ ଗୁଡ଼ିକ…

ଡବଲ ଇଞ୍ଜିନ ସରକାର ନୁହେଁ, ଏହା ଦୋମୁହାଁ ସରକାର

ରାତି ଅଧରେ ବିଧାନସଭା ଅଧିବେଶନ ବାତିଲ ନିଷ୍ପତ୍ତିର ପ୍ରତିବାଦ ବିଜୁ ବାବୁଙ୍କୁ ଅପମାନସୂଚକ ମନ୍ତବ୍ୟର ନିନ୍ଦା ପ୍ରସ୍ତାବ ଉପରେ ଆଲୋଚନା କରିବାକୁ ଚାହୁଁନାହାନ୍ତି ରାଜ୍ୟ ସରକାର: ବିଜେଡି ବିଜୁ ବାବୁଙ୍କ ପ୍ରସଙ୍ଗରେ ରାଜ୍ୟ ବିଜେପି ଓ କେନ୍ଦ୍ର ବିଜେପି ନେତୃତ୍ୱଙ୍କ ନିରବତା…

ବିଜୁ ଜନତା ଦଳ ପକ୍ଷରୁ ଉତ୍କଳ ଦିବସ ପାଳିତ

ଉତ୍କଳ ଦିବସ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଝାରସୁଗୁଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଗମ୍ଭୀର ଓ ଉତ୍ସାହଭରା ଭାବରେ ପାଳନ କରାଯାଇଛି। ଏହି ଅବସରରେ ମହାତ୍ମା ଗାନ୍ଧୀ, ପ୍ରବାଦ ପୁରୁଷ ଭୂମିପୁତ୍ର ବିଜୁ ପଟ୍ଟନାୟକ, ଡ଼ଃ ବି.ଆର୍. ଆମ୍ବେଦକର, ବିହାରୀ ରାମ ତନ୍ତୀ, ଗୋପବନ୍ଧୁ ଦାସ, ଗଙ୍ଗାଧର…

ଓଡିଶାରେ ପ୍ରଥମ ପେଡିଆଟ୍ରିକ କ୍ରିଟିକାଲ କେୟାର ସିଏମଇ ଆୟୋଜିତ

ଭୁବନେଶ୍ୱର : ରାଜ୍ୟରେ ଶିଶୁ ସ୍ୱାସ୍ଥ୍ୟସେବାକୁ ଆହୁରି ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଓଡିଶା ସଫଳତାର ସହ ଏହାର ପ୍ରଥମ ପେଡିଆଟ୍ରିକ କ୍ରିଟିକାଲ କେୟାର କଂଟିନ୍ୟୁଇଙ୍ଗ ମେଡିକାଲ ଏଜୁକେଶନ (ସିଏମଇ) ପ୍ରୋଗ୍ରାମର ଆୟୋଜନ କରିଛି । ଏହି କାର୍ଯ୍ୟକ୍ରମ ଶିଶୁ…

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତୀୟଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪ , ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ , ପାରଳାଖେମୁଣ୍ଡି , ଠାରେ ଆୟୋଜନ ହୋଇଯାଇଛି। ଉକ୍ତ…

ସେବିକା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, ୩୧/୩ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର କାର୍ଯ୍ୟରତ ସେବିକା ଶ୍ରୀମତୀ ଭଗବତୀ ଛଚାନ ଙ୍କୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଛି । ଏହି ଅବସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସଭାପତି ଶ୍ରୀଯୁକ୍ତ ପୃଥ୍ଵୀରାଜ ସାହୁ ସଭାପତିତ୍ଵ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ…

ସହକାରୀ କୃଷି ଅଧିକାରୀ ପରୀକ୍ଷା: ରାଜ୍ୟରେ ତୃତୀୟ ସ୍ଥାନରେ ଓଡ଼ଗାଁର ମଳୟ ହୋତା

ଓଡ଼ଗାଁ,୩୧।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ପନ୍ତିଖାରୀ ପଞ୍ଚାୟତ ପନ୍ତିଖାରୀ ଶାସନ ଗ୍ରାମର ମଳୟ ହୋତା ସହକାରୀ କୃଷି ଅଧିକାରୀ ପରୀକ୍ଷାରେ ସମଗ୍ର ରାଜ୍ୟରେ ତୃତୀୟ ସ୍ଥାନ ଅଧିକାର କରିଥିବାରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।ମଳୟ ଜଣେ ମେଧାବୀ ଛାତ୍ର…

ଶିବ ଧନୁ ଭାଙ୍ଗି ସୀତାଙ୍କ ଠାରୁ ବରଣମାଳା ଗ୍ରହଣ କଲେ ଶ୍ରୀରାମ

ଓଡ଼ଗାଁ ଶ୍ରୀରାମ ନବମୀ ଯାତ୍ରାର ୫ମ ସନ୍ଧ୍ୟା ବେଶ। ଓଡ଼ଗାଁ,୩୧।୩(ଶ୍ରୀକାନ୍ତ କୁମାର ମିଶ୍ର)ମୁନୀ ଆଶ୍ରମ ଯଜ୍ଞ ବେଦୀ ଉପରେ ନିର୍ମିତ ରତ୍ନ ସିଂହାସନ ଉପରେ ବିରାଜିତ ପ୍ରଭୁ ଶ୍ରୀରଘୁନାଥ ଜିଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରାର ଆଜି ହେଉଛି ୫ମ ସନ୍ଧ୍ୟା। ପ୍ରଭୁ ଶ୍ରୀରାମ, ଅନୁଜ…

ତାଳପଦରରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ–୨୦୨୬ ଆରମ୍ଭ

ବିଜେପୁର :-ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକ ଅନ୍ତର୍ଗତ ତାଳପଦର ଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ–୨୦୨୬ ଭାରତୀୟ ଜନତା ପାର୍ଟି (ବିଜେପି) ତରଫରୁ ଆୟୋଜିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଶିବିର ଦୁଇଦିନ ଧରି ଚାଲିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଶିବିରର…