Sign in
Sign in
Recover your password.
A password will be e-mailed to you.
କେନ୍ଦ୍ରାପଡ଼ା ଜିଲ୍ଲାପାଳ କାର୍ଯ୍ୟାଳୟରେ ଯୁବକଙ୍କ ମୃତ୍ୟୁ, ଘଟଣାକୁ ନେଇ ବଢ଼ିଲା ପ୍ରଶ୍ନ ।
କେନ୍ଦ୍ରାପଡ଼ା:୦୫,୦୬(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଯୁବକ ହେଲେ ରାଇତୁଣ୍ଡି ଗ୍ରାମର ଶ୍ରୀଚନ୍ଦନ ଦାସ (କାଳିଆ)। ଶୁକ୍ରବାର ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ…
ରାଜ୍ଯ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବିଶ୍ବ ପରିବେଶ ଦିବସ ପାଳନ…..
ରାଉରକେଲା,(ବସନ୍ତ କୁମାର ଜେନା): ବିଶ୍ବ ପର୍ଯ୍ଯାବରଣ ଦିବସ-୨୦୨୬ ଉପଲକ୍ଷେ ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସେକ୍ଟର-୧୯ ସିଭିକ୍ ସେଣ୍ଟର୍ ଠାରେ ବିଶ୍ବ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅତିଥିମାନଙ୍କ ମଧ୍ୟରେ ଜାତୀୟ…
ବିଧାୟକ ଦୁର୍ଗା ତନ୍ତୀଙ୍କ ଅନୁମୋଦନ କ୍ରମେ ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଉନ୍ନତିକରଣ ପାଇଁ ଏକ କୋଟିରୁ…
ରାଉରକେଲା :(ବସନ୍ତ କୁମାର ଜେନା): ରଘୁନାଥପଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଇସ୍ପାତ ସହରାଞ୍ଚଳର ସେକ୍ଟର-୧୬ ରେ ଥିବା ଇସ୍ପାତ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ କେତୋଟି ଶ୍ରେଣୀଗୃହ ନିର୍ମାଣ କାରାଇବା ସହିତ ମହାବିଦ୍ୟାଳୟକୁ…
ଜିଲ୍ଲା ସ୍ତରୀୟ ବିଶ୍ୱ ପରିବେଶ ଦିବସରେ ଉଲ୍ଲେଖନୀୟ କାର୍ଯ୍ୟପାଇଁ ସମ୍ମାନିତ ହେଲେ ପ୍ରକୃତି ବନ୍ଧୁ ଓ ‘ପ୍ରକୃତି…
'ଜନ ସେବା ସମିତି' ଅନୁଷ୍ଠାନକୁ ପ୍ରକୃତି ମିତ୍ର ପୁରସ୍କାର
ସୁନ୍ଦରଗଡ:(ବସନ୍ତ କୁମାର ଜେନା) ପରିବେଶ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ "ପ୍ରକୃତି ବନ୍ଧୁ" ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ସୁନ୍ଦରଗଡ଼ର ବିଭିନ୍ନ ବ୍ଲକର…
ଏସ.ପି.ସି.ବି ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ
ରାଉରକେଲା:(ବସନ୍ତ କୁମାର ଜେନା): ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଆଜି ସ୍ଥାନୀୟ ସିଭିକ ସେଣ୍ଟର ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏଥିରେ ବିବାଗୀୟ ଅତିରିକ୍ତ ମୁଖ୍ୟ ପରିବେଶ ବୈଜ୍ଞାନିକ ତଥା ଆଞ୍ଚଳିକ ଅଧିକାରୀ ଡ.ଅନୁପ କୁମାର ମଲ୍ଲିକ…
ବିଶ୍ୱ ପରିବେଶ ଦିବସ ଅବସରରେ ଏନ୍ଏଲ୍ସି ଇଣ୍ଡିଆର ତାଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ମୌସୁମୀ ଋତୁରେ ୫,୦୦୦ ଗଛ ରୋପଣର ଲକ୍ଷ୍ୟ
ବିଶ୍ୱ ପରିବେଶ ଦିବସ-୨୦୨୬ ଅବସରରେ ଏନ୍ଏଲ୍ସି ଇଣ୍ଡିଆ ଲିମିଟେଡ୍ର ତାଲାବିରା ତାପଜ ବିଦ୍ୟୁତ ପ୍ରକଳ୍ପ (ଏନ୍ଟିଟିପିପି) ପକ୍ଷରୁ ପରିବେଶ ସୁରକ୍ଷା ଓ ସ୍ଥାୟୀ ବିକାଶ ପ୍ରତି ନିଜର ଦୃଢ଼ ପ୍ରତିବଦ୍ଧତା ପ୍ରଦର୍ଶନ କରି ହିର୍ମାସ୍ଥିତ ପୁନର୍ବାସ…
ପ୍ରକୃତି ମିତ୍ର ଏବଂ ପ୍ରକୃତି ବନ୍ଧୁ ମାନଙ୍କର ସମ୍ବର୍ଦ୍ଧନା ଉତ୍ସବ ପାଳିତ ହେଲା
ବାଲେଶ୍ୱର, ତାରିଖ - ୦୫/୦୬/୨୦୨୬: ଆଜି ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଜିଲ୍ଲା ପରିବେଶ ସମିତି, ବାଲେଶ୍ୱର ଦ୍ଵାରା ବିଶ୍ୱ ପରିବେଶ ଦିବସ ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଯୋଜନ କରାଯାଇଥିଲା। ଯୋଉଥିରେ ଚଳିତ ବର୍ଷ ୨୦୨୫-୨୬ ମସିହା ପାଇଁ ଜିଲ୍ଲା…
ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ ତରଫରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ରାୟଗଡ଼: ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ସ୍ଥାନୀୟ ବିଦ୍ୟୁତ କଲୋନୀରେ ଥିବା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ ତରଫରୁ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ପରିବେଶ ସୁରକ୍ଷା କିଭଳି କରାଯିବ ଏବଂ ଏହାର ଆବଶ୍ୟକତା ଉପରେ ସଚେତନତା ସୃଷ୍ଟି…
ବିଭିନ୍ନ ଦାବି ନେଇ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କ ଗଞ୍ଜାମ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର
ବେଲଗୁଣ୍ଠା,୦୫/୦୬-(ଶିବରାମ ଚୌଧୁରୀ )-,ଆଜି ବେଲଗୁଣ୍ଠା ଗୋଷ୍ଠୀ ସ୍ବାସ୍ଥ୍ଯ କେନ୍ଦ୍ର ଅଧିନରେ କାର୍ଯ୍ୟରତ ମହିଳା ଓ ପୁରୁଷ ସ୍ବାସ୍ଥ୍ଯ କର୍ମୀ ଏବଂ ସ୍ବାସ୍ଥ୍ଯ ପରିଦର୍ଶକ, ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ଅଧିକ୍ଷକ ଡା ସବିତା ବେହେରା ଙ୍କୁ ସାକ୍ଷାତ କରି ସେମାନଙ୍କର ବିଭିନ୍ନ ଦାବି ନେଇ…
ବିଶ୍ଵ ପରିବେଶ ଦିବସରେ ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକଙ୍କୁ ପ୍ରକୃତିବନ୍ଧୁ -୨୦୨୬ ଏବଂ ନେଟଙ୍ଗା ସବୁଜ…
ବେଲଗୁଣ୍ଠା,୦୫/୦୬-(ଶିବରାମ ଚୌଧୁରୀ )-, ପରିବେଶ ସୁରକ୍ଷା କ୍ଷେତ୍ରରେ ବେଲଗୁଣ୍ଠା ବ୍ଲକର ବିଭିନ୍ନ ଅନୁଷ୍ଠାନ ଏବଂ ବ୍ୟକ୍ତି ବିଶେଷ ଆଜି ବିଶ୍ୱପରିବେଶ ଦିବସ ଅବସରରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପୁରସ୍କୃତ ହୋଇଛନ୍ତି। ଏହି ଅବସରରେ ବେଲଗୁଣ୍ଠା ବ୍ଳକ୍ ଆର୍ଯ୍ୟକନ୍ୟା ଗୁରୁକୂଳର ପ୍ରଧାନ…