ନିଶାକର ଦାସଙ୍କ ଦେହାନ୍ତରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

ଭୁବନେଶ୍ୱର-ନିଶାକର ଦାସଙ୍କ ଦେହାନ୍ତରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଗଭୀର ଶୋକ ପ୍ରକାଶ କରିଛନ୍ତି । ନିଶାକର ଦାସ ଯାଜପୁର ଜିଲ୍ଲାର ସିଂହପୁର ଗ୍ରାମରେ ଏକ ବୈଷ୍ଣବ ପରିବାରରେ ଜନ୍ମ ହୋଇଥିଲେ । ଛୋଟ ବେଳୁ ଦାରିଦ୍ର୍ୟ , ଅସ୍ପୃଶ୍ୟତା, ସାମାଜିକ…

ଗ୍ରୀଷ୍ମ ଋତୁ ବାତ୍ୟାର ଆକଳନ ବହୁତ ଜଟିଳ :ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:: ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟା ର ଗତି ଜଟିଳ। ଫନି ବାତ୍ୟା ସମ୍ପର୍କରେ…

ରତ୍ନଭଣ୍ଡାରରେ ରତ୍ନ ସୁରକ୍ଷିତ ଅଛି ନା ନାହିଁ : ପିତାମ୍ବର ଆଚାର୍ଯ୍ୟ

ଯଦି ରତ୍ନଭଣ୍ଡାରର ଡୁପଲିକେଟ ଚାବି ଅଛି, ତେବେ ୫ବର୍ଷ ହେଲା ରତ୍ନଭଣ୍ଡାରର ତାଲା ଖୋଲୁ ନାହାନ୍ତି କାହିଁକି? ଭୁବନେଶ୍ୱର: ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ଗତ ୨୭ତାରିଖ ଦିନ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରି ଉତର ମାଗିଥିଲୁ । ରାଜ୍ୟ ସରକାର ଏ ପ୍ରଶ୍ନର ଉତର ରଖିଲେ ନାହିଁ ବରଂ ଶାସକ ଦଳ…

ସୁନ୍ଦରଗଡ଼ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼,୦୧/୦୫(ବସନ୍ତ କୁମାର ଜେନା): ସ୍ଥାନୀୟ ସଦଭାବନା ଭବନ ଠାରେ ଆଜି ଜିଲ୍ଲାପାଳ ଡା. ପରାଗ ଗଭାଲି ଙ୍କ ଦ୍ଵାରା ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଆଜିର ଅନୁଷ୍ଠିତ ଏହି ଜନ ଶୁଣାଣି ରେ ମୋଟ ୧୩୩ ଟି ଅଭିଯୋଗ ଆସିଥିଲା I ଏହି ଅଭିଯୋଗ ଗୁଡିକ ମଧ୍ୟରେ ୧୧୪…

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଳା ବଣେଇ ୟୁନିୟନ ଅଫ ଜର୍ନାଲିଷ୍ଟ।

ସୁନ୍ଦରଗଡ଼ / ବଣେଇ(ବସନ୍ତ କୁମାର ଜେନା) :- ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ଆହ୍ଵାନ କ୍ରମେ ଆଜି ଶ୍ରମିକ ଦିବସ ମେ ୧ ତାରିଖକୁ ପ୍ରତିବାଦ ଦିବସ ଭାବେ ପାଳନ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉଦେଶ୍ୱରେ ବଣେଇ ୟୁନିୟନ ଅଫ ଜର୍ନାଲିଷ୍ଟ ସଂଘ ତରଫରୁ…