ରଶିଲଗାଇ ଯୁବକଙ୍କ ଆତ୍ମହତ୍ୟା ସନ୍ଦେହ।

କାମାକ୍ଷାନଗର/ ରିତେଶ ବ୍ରହ୍ମା:ପାରିବାରିକ କଳହରୁ ଯୁବକଙ୍କ ରଶି ଲଗାଇ ଆତ୍ମହତ୍ୟା ସନ୍ଦେହ। ମୃତ ଯୁବକ ହେଲେ କାମାକ୍ଷାନଗର ଥାନା କଇଁବିଲି ଗ୍ରାମର ପ୍ରସାନ୍ତ ସାହୁ । ସେ ତାଙ୍କ ଶ୍ବଶୁର ଘର ପରଜଙ୍ଗ ଥାନା ସରାଙ୍ଗ ଗ୍ରାମକୁ ଯାଇଥିଲେ। ଏବଂ ସେଠାରୁ ଦୁଇ ଦିନ ତଳେ ନିଜ ଘରକୁ ଆସିଥିଲେ।…

ବନ୍ଧୁକ ଓ କାତି ଦେଖାଇ ୮୦ହଜାର ଟଙ୍କା ଲୁଟିନେଲେ ଦୁଇ ହେଲମେଟ ପିନ୍ଧା ଦୁର୍ବୃତ୍ତ

କାମାକ୍ଷାନଗର/ ରିତେଶ ବ୍ରହ୍ମା: ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଧୂବାବାହାଳୀ -ଶ୍ରୀମୁଳା ପୂର୍ତ୍ତ ବିଭାଗ ରାସ୍ତା ରେ ଜନ ସେବା କେନ୍ଦ୍ର ଏଜେଣ୍ଟ ଙ୍କ ଠାରୁ ୮୦ ହଜାର ଟଙ୍କା ଲୋଟ ହୋଇଛି |ଏକ କଳା ପଲସର ରେ ଦୁଇ ହେଲମେଟ ପିନ୍ଧା ଦୁର୍ବୁତ୍ତ, ବନ୍ଧୁକ ଓ କାତି ଦେଖାଇ ଏହି ଲୁଟ…

‘ସୋଆ’ର ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ୱିୱେର୍ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର

ଭୁବନେଶ୍ୱର,: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନ୍‌କ୍ୟୁବେସନ୍ (ସୋଆ-ସିଆଇଆଇ)ଅଧିନସ୍ଥ ଷ୍ଟାର୍ଟଅପ୍ ୱିୱେର୍‌କୁ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର ପ୍ରଦାନ କରାଯାଇଛି । ଜାତୀୟ ଷ୍ଟାର୍ଟଅପ୍ ଦିବସ ଅବସରରେ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ ୍ରଆୟୋଜିତ…

୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ

ଭୁବନେଶ୍ୱର: ଚଳିତ ଜାନୁଆରୀ ୧୧ ରୁ ୧୭ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ସଡ଼କ ସୁରକ୍ଷା ସପ୍ତାହ ପାଳନ କରାଯାଉଥିବାବେଳେ, ରାଜ୍ୟରେ ଜରୁରୀକାଳିନ ୧୦୮ ଆମ୍ବୁଲାନ୍ସ ସେବା ପ୍ରଦାନକାରୀ ସଂସ୍ଥା, ଜିକିତ୍ସା ହେଲଥକେୟାର ଲିଃ. ପକ୍ଷରୁ ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ସମ୍ପର୍କରେ ଅବଗତ କରାଇବା ଲାଗି…

ଅନ୍ତିମ ଦିନ ରେ ବାରାପୁର ମକର ମହୋତ୍ସବ, ଯୋଗ ଦେଲେ ସାଂସଦ

 ବାସୁଦେବପୁର- ବାସୁଦେବପୁର ବ୍ଲକ ଅନ୍ତର୍ଗତ ବାରାପୁ ର ଠାରେ ଚାଲିଥିବା ମକର ମହୋତ୍ସବ ତିନି ଦିନ ଧରି ଅନୁଷ୍ଟିତ ହୋଇଥିଲା। ଅନ୍ତିମ ତଥା ଶେଷ ଦିନ ରେ ମୁଖ୍ୟ ଅତିଥି ଭାବେ ସାଂସଦ ମଞ୍ଜୁଲତା ମଣ୍ଡଳ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ବିଧାୟକ ମୁକ୍ତି କାନ୍ତ ମଣ୍ଡଳ, ସମ୍ମାନିତ ଅତିଥି ଭାବରେ…

“ସାମାଜିକ ସେବା ଦିବସ” କାର୍ଯ୍ୟକ୍ରମ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ଅଧିନସ୍ଥ ନେହେରୁ ଯୁବ କେନ୍ଦ୍ରର ଗଜପତି ଜିଲ୍ଲା ଯୁବ ଅଧିକାରୀ ଶ୍ରୀ ବିଜୟ କୁମାର ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରୀ ପଦା ଗ୍ରାମର ଶାସ୍ତ୍ରୀଜି ଯୁବକ…

-ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

ପରଜଙ୍ଗ/ରିତେଶ ବ୍ରହ୍ମା : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ପଂଚାୟତ ସମିତି କାର୍ଯ୍ୟଳୟ ଠାରେ ଜିଲ୍ଲାପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି|ଏହି ମିଳିତ ଅଭିଯୋଗ ଶୁଣାଣି ରେ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ,ବିଭିନ୍ନ ବିଭାଗରୁ…

ବିଦ୍ୟୁତ ଅପଚୟ ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଓସିପିଏଲ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ କୋଟି ଟଙ୍କା ପ୍ରଦାନ ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଉଦ୍‌ଘାଟିତ  ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ…

ବାଳିକାମାନଙ୍କ ନିମନ୍ତେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ।

କାମାକ୍ଷାନଗର/ରିତେଶ ବ୍ରହ୍ମା: କାମାକ୍ଷାନଗର ଉପଖଣ୍ଡ ଅନ୍ତର୍ଗତ କଙ୍କଡ଼ାହାଡ଼ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର ପୂର୍ବାହ୍ନରେ ବାଳିକା ମାନଙ୍କ ନିମନ୍ତେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ପ୍ରସନ୍ନ କୁମାର ସାହୁ ଉଦଯାପନୀ…

2 କୋଟି 23 ଲକ୍ଷ ଟଙ୍କା ର ବିଜୁ ସେତୁ ପ୍ରକଳ୍ପ କୁ ଶିଳାନ୍ୟାସ ଓ ମହିଳା ମିଶନ ଶକ୍ତି ଗୃହ କୁ ଉଦଘାଟନ କଲେ ବିଧାୟକ…

ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅଂଚଳବାସୀ ମାନଙ୍କ ଉନ୍ନତି ଆମର ଲକ୍ଷ୍ୟ - ବିଧାୟକ ପ୍ରତାପ ଜେନା l  (ନିଶ୍ଚିନ୍ତକୋଇଲି - ଦେବେନ୍ଦ୍ର ଷଡ଼ଙ୍ଗୀ)- ଗ୍ରାମବାସୀ ମାନଙ୍କ ବହୁ ଦିନର ଦାବି ଏବଂ ସମସ୍ୟାକୁ ଦୂର କଲେ ପୂର୍ବତନ ମନ୍ତ୍ରୀ l ସବୁବେଳେ ସବୁ ସମୟରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ…