Sign in
Sign in
Recover your password.
A password will be e-mailed to you.
କଂଗ୍ରେସ ପକ୍ଷରୁ ଟାଟାପାୱାର ଡିଭିଜନ ଆଗରେ ବିକ୍ଷୋଭ, ଟମାଟୋ ମାଡ଼
ନୟାଗଡ଼ (ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲାବ୍ୟାପି ଟାଟାପାୱାର କମ୍ପାନୀ ଅଘୋଷିତ ବିଦ୍ୟୁତ କାଟ କରି ଗ୍ରାହକ ଶୋଷଣ ନୀତି ବନ୍ଦ ଦବୀରେ ଜିଲ୍ଲା କଂଗ୍ରେସ କମିଟି ଏବଂ ଛାତ୍ର କଂଗ୍ରେସ କମିଟି ପକ୍ଷରୁ ନୟାଗଡ଼ ଟାଟାପାୱାର ମୁଖ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି l ଜିଲ୍ଲାରେ…
ଚାରି ଗୋଟି ସୁନାମି ପ୍ରବଣ ଗ୍ରାମରେ ସୁନାମି ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ ଅନୁଷ୍ଠିତ
ବାଲେଶ୍ଵର-ତା– ୨୯.୦୫.୨୦୨୬; ଆଜି ପୂର୍ବାହ୍ନରେ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ ଭାରତୀୟ ଜାତୀୟ ସମୁଦ୍ର ସୂଚନା ସେବା କେନ୍ଦ୍ରଙ୍କ ମିଳିତ ପ୍ରୟାସରେ ବାଲେଶ୍ଵର ସଦର ବ୍ଲକ ଅନ୍ତର୍ଗତ ବର୍ଦ୍ଧନପୁର ପଂଚାୟତର ନିଧିପଡ଼ା ଗ୍ରାମଠାରେ ଜିଲ୍ଲାସ୍ତରୀୟ, ସୁନାମି ବିପର୍ଯ୍ୟୟ…
“ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍. ଆଇ.ଆର୍) – ୨୦୨୬” ଅଭିଯାନର ଶୁଭାରମ୍ଭ ନେଇ ବରଗଡ଼ବାସୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ…
ବରଗଡ଼:- ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ ଦେବା ସହ ଭୋଟର ତାଲିକାର ସଠିକତାକୁ ସୁନିଶ୍ଚିତ କରି ଏକ ସ୍ୱଚ୍ଛ, ସତ୍ୟାପିତ ତଥା ତ୍ରୁଟିଶୂନ୍ୟ ଭୋଟର…
ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ପାଳିତ ଓ ଗ୍ରାମପଞ୍ଚାୟତ ସୁବିଧା କେନ୍ଦ୍ର ଉଦଘାଟିତ
ଓଡ଼ଗାଁ ୨୯।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ରଙ୍ଗଣୀପାଟଣା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ସସ୍ମିତା ପାତ୍ରଙ୍କ ସଭାପତିତ୍ବରେ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ପଟ୍ଟନାୟକଙ୍କ ଅବସର କାଳିନ ସମ୍ବର୍ଦ୍ଧନା ସମାରୋହ ଅବସରରେ…
ରାଜ୍ୟ ପ୍ରଧାନ ମୁଖ୍ୟ ବନ ସଂରକ୍ଷକଙ୍କ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ବୃକ୍ଷରୋପଣ ପରିଦର୍ଶନ,
ଓଡ଼ଗାଁ, ୨୯।୫(ଶ୍ରୀକାନ୍ତ କୁମାର ମିଶ୍ର): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ରାଜ୍ୟ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ କେ. ମୁରୁଗେସନ ଏବଂ ଭୁବନେଶ୍ୱର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପି. ଅର୍ଥନାରୀ ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ଓଡ଼ଗାଁ ବନାଞ୍ଚଳର ବିଭିନ୍ନ ସହରାଞ୍ଚଳ ଓ…
ଓଡ଼ଗାଁ ଅଞ୍ଚଳରେ ଲୋ ଭୋଲ୍ଟେଜ ସମସ୍ୟା ଉଗ୍ର;
ବିଦ୍ୟୁତ ପରିବହନ ଜନିତ ୬ କେଭି ହ୍ରାସ, ଉପଭୋକ୍ତାଙ୍କୁ ମିଳୁଛି ମାତ୍ର ୧୭୦-୧୮୦ ଭୋଲ୍ଟ ବିଜୁଳି
ଓଡ଼ଗାଁ, ୨୯।୫ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବିଦ୍ୟୁତ ସେକ୍ସନ ଅଞ୍ଚଳରେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ ସାଙ୍ଗକୁ ଲୋ ଭୋଲ୍ଟେଜ ସମସ୍ୟା ଏବେ ଗୁରୁତର ରୂପ ନେଇଛି।…
କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀ ସୁବର୍ଣ୍ଣା ଶ୍ରୀହରିକୋଟା ମହାକାଶ କେନ୍ଦ୍ର ପରିଦର୍ଶନର ସୁଯୋଗ ପାଇଲେ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ , ପାରଳାଖେମୁଣ୍ଡିର ଦଶମ ଶ୍ରେଣୀ ଛାତ୍ରୀ ସୁବର୍ଣ୍ଣା ସାହୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ୱନ ମହାକାଶ କେନ୍ଦ୍ର ପରିଦର୍ଶନ କରିବାର ସୁଯୋଗ ପାଇଲେ। ସେ ଗତ ଏପ୍ରିଲ ୧୩ ତାରିଖ ଦିନ ଇସ୍ରୋର ୟୁଭିକା ବିଭାଗ…
ପ୍ରହ୍ଲାଦ ସହାୟ ମୀନା ଗଜପତିର ଆରକ୍ଷୀ ଅଧୀକ୍ଷକ ଭାବେ ଦାୟୀତ୍ୱ ନେଲେ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରହ୍ଲାଦ ସହାୟ ମୀନା ଆଇପିଏସ ଗଜପତି ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ ଭାବେ ଦାୟୀତ୍ୱ ନେଲେ। ମାର୍ଚ୍ଚ ୩୧ ତାରିଖରେ ଯତୀନ୍ଦ୍ର କୁମାର ପଣ୍ଡା ଅବସର ନେଲା ପରେ ସାମୟିକ ଭାବେ ସୁନୀଲକାନ୍ତ ମହାନ୍ତି ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଓ ପରେ ବ୍ରହ୍ମପୁର…
ରାଜନୈତିକ ଶତ୍ରୁତାରୁ ଆକ୍ରମଣ:ଦୁଇ ଗିରଫ
ବେଲଗୁଣ୍ଠା, ୨୯/୦୫-(ଶିବରାମ ଚୌଧୁରୀ )-, ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ପଞ୍ଚାୟତର ଗମ୍ଭାରିଆ ଗ୍ରାମରେ ଚିକେନ୍ କଟା କାତିରେ ତିନି ଜଣଙ୍କୁ ମରଣାନ୍ତକ ଆକ୍ରମଣ ଫଳରେ ତିନି ଜଣ ଗୁରୁତର ଆହତ ହୋଇଥିବା ବେଳେ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗାଙ୍ଗପୁର ପୋଲିସ ଗିରଫ…
ରଥଯାତ୍ରା ପାଇଁ ପ୍ରାକ୍-ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆସନ୍ତା ରଥ ଯାତ୍ରା ପାଳନ ଉପଲକ୍ଷେ ପ୍ରାକ୍-ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ…