Sign in
Sign in
Recover your password.
A password will be e-mailed to you.
ମୁଇ ଇନର ଝି ଆଏଁ ଇନ ରହମି :- ବର୍ଷା ସିଂ ବରିହା
https://youtu.be/1Fa25Qis77k
ବିଜେଡି ପ୍ରାର୍ଥୀ ଙ୍କର ମାରାଥନ ପ୍ରଚାର
ଛଅ ପଞ୍ଚାୟତ ର 30 ରୁ ଅଧିକ ଗାଁ ବୁଲି ଭୋଟ ଭିକ୍ଷା କଲେ
ବରଗଡ :- ପଦ୍ମପୁର ଉପନିର୍ବାଚନ ପାଇଁ କମ୍ପୁଛି ପ୍ରଚାର । ପ୍ରାର୍ଥୀ ତଥା ତାଙ୍କର ସମର୍ଥକ ମାନେ ଗାଁ ଗାଁ ବୁଲି ଲୋକଙ୍କୁ ନିଜ ସପକ୍ଷରେ ମତଦାନ…
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ବିଭିନ୍ନ ୩0 ଅଭିଯୋଗ ଦରଖାସ୍ତ ଗ୍ରହଣ
ତୁରନ୍ତ ସମାଧାନ ହେଲା ୫ ଅଭିଯୋଗ
ସୁବର୍ଣ୍ଣପୁର( ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ସୁବର୍ଣ୍ଣପୁର ଅବୋଲି ସୁନୀଲ…
ଘୁମୁସର ଜିଲ୍ଲା ମାନ୍ୟତା ଦାବିରେ ଉତ୍କଳ ସାମ୍ବାଦିକ ସଂଘର ଶୋଭାଯାତ୍ରା ଓ ସ୍ମାରକପତ୍ର ପ୍ରଦାନ
ଭଞ୍ଜନଗର (ନିଲୁ ବିଷୋୟୀ) : ଦୀର୍ଘ ୩୦ବର୍ଷ ଧରି ଘୁମୁସରବାସୀ ବିଭିନ୍ନ ସମୟରେ ଭଞ୍ଜନଗର ଉପଖଣ୍ଡର ୮ଟି ବ୍ଲକ ଏବଂ ୫ଟି ଏନ୍.ଏ.ସିକୁ ନେଇ ଘୁମୁସର ଜିଲ୍ଲା ନିମନ୍ତେ ନିଜର ନାର୍ଯ୍ୟ ଦାବୀ ସରକାର ଏବଂ ପ୍ରଶାସନକୁ ଜଣାଇବା ସହିତ ଗଣମାଧ୍ୟମରେ ମଧ୍ୟ ପ୍ରକାଶ ପାଇଛି । ଏଥି ସହିତ ନୀଳମଣି…
ଜଗତସିଂହପୁରଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ପାଳିତ
ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭଵନ ପରିସରରେ ଜିଲ୍ଲା ମତ୍ସ୍ୟ ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ପାଳିତ ହୋଇଯାଇଅଛି l ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ଦୀପ୍ତି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
ବିଶ୍ୱ ଶିଶୁ ଦିବସ – ୨୦୨୨ ବାଳ ମୁକୁନ୍ଦ କେନ୍ଦ୍ର ତରଫରୁ ଆଭାସୀ ମାଧ୍ୟମରେ ପାଳିତ :
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶିଶୁମାନଙ୍କ କଲ୍ୟାଣରେ ଉନ୍ନତି ଆଣିବା ଏବଂ ଆନ୍ତର୍ଜାତୀୟ ଏକତାକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବର୍ଷ ନଭେମ୍ବର ମାସ ୨୦ ତାରିଖରେ ବିଶ୍ୱ ଶିଶୁ ଦିବସ ପାଳନ କରାଯାଏ। କେନ୍ଦ୍ର ସଂଯୋଜକ ନିତ୍ୟାନନ୍ଦ ଚୌଧୁରୀ ଏବଂ ଆଚାର୍ଯ୍ୟା ମନୋରମା ପତିଙ୍କ…
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଅଛି l ଏହି ଅଭିଯୋଗ ଶିବରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ ଜନସାଧାରଣଙ୍କ…
ଇଟାଲି ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୩ ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଇଟାଲି ଦେଶର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ପ୍ରାୟ ୫ ବର୍ଷ ତଳେ ଏହି ପୁଅଟିକୁ ମୋହନା ଅଞ୍ଚଳରୁ…
ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ
କେମିତି ଚମକିବ ଶ୍ରୀଲୋକନାଥ ଓ ଶ୍ରୀ ଅଲାରନାଥଙ୍କ ବିଜେସ୍ଥଳୀ ଦେଖନ୍ତୁ ।
https://youtu.be/2h3pyVU6Mgs
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତ
ବର୍ଷକ ମଧ୍ୟରେ ଉଭୟ କାମ ସଂପୂର୍ଣ୍ଣ ହେବ
ଉଭୟ ମନ୍ଦିରର ସେବାୟତମାନେ ଖୁସି, ମୁଖ୍ୟମନ୍ତ୍ରୀଙ୍କୁ…
ସରକାରୀ କର୍ମଚାରୀଙ୍କୁ ନିର୍ବାଚନରେ ବ୍ୟବହାର କରୁଛି ବିଜେଡି: ଡ.ଲେଖାଶ୍ରୀ
ଭୁବନେଶ୍ୱର,: ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ନିଜ କ୍ଷମତାର ଅପବ୍ୟବହାର କରି ସରକାରୀ କର୍ମଚାରୀମାନଙ୍କୁ ଶାସକ ବିଜେଡି ସପକ୍ଷରେ ଭୋଟ କରାଇବା କାର୍ଯ୍ୟରେ ଲାଗି ପଡିଛନ୍ତି । ଏହା ଅତ୍ୟନ୍ତ ଲଜ୍ଜାଜନକ ଏବଂ ଦଣ୍ଡନୀୟ ଅପରାଧ ମଧ୍ୟ । ଏହା ଦ୍ୱାରା ଅବାଧ, ମୁକ୍ତ ଓ ସ୍ୱଚ୍ଛ ନିର୍ବାଚନ ଅନୁଷ୍ଟିତ…
ପାଇକମାଳ ଓ ପଦମପୁରରେ ରେଳ ପ୍ରକଳ୍ପ ପ୍ରସଙ୍ଗରେ ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବଙ୍କର ମନ୍ତ୍ରୀ ଟୁକୁନି ସାହୁଙ୍କୁ ଚିଠି
ବିଜୁ ଜନତା ଦଳର ଆଉ ଏକ ମିଛର ପର୍ଦ୍ଦାଫାସ: ସୁରେଶ ପୁଜାରୀ
ରାଜ୍ୟ ସରକାରଙ୍କ ଫସଲ ବୀମା ନାଟକର ପର୍ଦ୍ଦାଫାସ ପରେ ଏବେ ବରଗଡ-ନୁଆପଡା ରେଳ ପ୍ରକଳ୍ପ ଘଟଣାରେ ମଧ୍ୟ ବିଜୁ ଜନତା ଦଳର ଆଉ ଏକ ମିଛର ପର୍ଦ୍ଦାଫାଶ ହୋଇଛି ପାଖାପାଖି ୧୧ ମାସ ତଳର ଅନୁମୋଦିତ ପ୍ରକଳ୍ପ ବିଷୟରେ ରାଜ୍ୟ ସରକାରଙ୍କ…