ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର: ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ

ଭୂମି ଅଧିକାର ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ - ମୁଖ୍ୟମନ୍ତ୍ରୀ ଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର…

ଭୁବନେଶ୍ଵର ବାଲିଯାତ୍ରାରେ ଓଡ଼ିଶା-ମୋ ପରିବାର ତରଫରୁ ସ୍ୱତନ୍ତ୍ର ଷ୍ଟଲ୍

ବୟୋଜ୍ୟେଷ୍ଠ ବ୍ୟକ୍ତି ଏବଂ ଦିବ୍ୟାଙ୍ଗଙ୍କୁ ସୁବିଧାରେ ଯାତ୍ରା ବୁଲିବାକୁ କରାଯାଉଛି ହ୍ଵିଲଚେୟାର ବ୍ୟବସ୍ଥା ଭୁବନେଶ୍ଵର: ଭୁବନେଶ୍ଵର ବାଲିଯାତ୍ରାରେ ଓଡ଼ିଶା-ମୋ ପରିବାର ତରଫରୁ ଏକ ଷ୍ଟଲ୍ ସ୍ଥାପନା କରାଯାଇଛି । ଏହି ଷ୍ଟଲ୍ ମାଧ୍ୟମରେ ଓଡ଼ିଶା-ମୋ ପରିବାର ସାମାଜିକ ପ୍ରତିବଦ୍ଧତାର…

ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିରକୁ ଗଲେ ରାଷ୍ଟ୍ରପତି

https://youtu.be/acccGR6gJzg ବଡଦାଣ୍ଡରେ ଚାଲି ଚାଲି ଗଲେ, ମାନବ ଜାତିର ମଙ୍ଗଳ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କଲେ ପୁରୀ (ଅନିମେଶ ପଟ୍ଟନାୟକ): ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବଡଦାଣ୍ଡରେ ଦୀର୍ଘ ବାଟ ଚାଲିଚାଲି ଶ୍ରୀମନ୍ଦିର ଯାଇଥିବାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ।…

କିସରେ ମାଣ୍ଡିଆ ଦିବସ

ଭୁବନେଶ୍ୱର: କିସରେ ଗୁରୁବାର ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି। ଏହାକୁ ଉଦ୍‍ଘାଟନ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓଡ଼ିଶା ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ଶ୍ରୀ ସାମନ୍ତ କହିଲେ, ସମଗ୍ର ରାଜ୍ୟରେ ଆଜି ମାଣ୍ଡିଆ ଦିବସ ପାଳନ ହେଉଛି। ମାଣ୍ଡିଆ ଏକ ସ୍ୱାସ୍ଥ୍ୟକର…

୮ନଂ କେନାଲ ପାର୍ଶ୍ୱ ରାସ୍ତା ଅବସ୍ଥା ଶୋଚନୀୟ, ଦୁର୍ଘଟଣା ଘଟି ଧନଜୀବନ ହାନି :ତୁରନ୍ତ ମରାମତି ପାଇଁ ସାଧାରଣରେ ଦାବି

ମାହାଙ୍ଗା(ଦେବେନ୍ଦ୍ର ଷଢଙ୍ଗୀ): ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀଙ୍କ ଅଧିନରେ ୮ନଂ କେନାଲ ପାର୍ଶ୍ୱ ଗୋତରା ପ୍ରହରାଜପୁର ଛକ ନିକଟରୁ ଆପିଲୋ-ଉମର-ବାଲିଆଛକ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ମରଣଯନ୍ତାରେ ପରିଣତ ହୋଇଛି । ସରକାର ଜନସାଧାରଣ, ଯାନବାହନ ଗମନାଗମନ ସୁବିଧା…

ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ନୂଆଗଡ ବ୍ଲକ ଖଜୁରୀପଦା ଠାରେ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ନୂଆଗଡ ବ୍ଲକ ଖଜୁରୀପଦା ଠାରେ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମୋହନା ବିଧାନସଭା ପ୍ରଭାରୀ ଶ୍ରୀ ଲିଙ୍ଗରାଜ ପାଣିଗ୍ରାହୀଙ୍କ ନେତୃତ୍ୱରେ ଆୟୋଜିତ…

ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ସମ୍ପର୍କରେ ଏକ ବୈଠକ ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ…

ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଙ୍କ ନିର୍ଦେଶ କ୍ରମେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ନିର୍ବାଚନ ଶାଖା ପକ୍ଷରୁ ଭୋଟର ସଚେତନତା ରାଲି  ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ପକ୍ଷରୁ ପ୍ରବର୍ତ୍ତିତ ୧୭ ବର୍ଷରୁ ଅଧିକ ଯୋଗ୍ୟ…

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ, ଅନୁଷ୍ଠିତ

ସୁବର୍ଣ୍ଣପୁର(ପ୍ରକାଶ କୁମାର ହାତୀ)-ଜିଲ୍ଳା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଳା ସ୍ତରୀୟ ଶିଶୁ ମହୋତ୍ସବ ମହକ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କରେ ରହୁଥିବା ଶିଶୁ ମାନଙ୍କୁ ନେଇ ମହକ କାର୍ଯ୍ୟକ୍ରମ ଅନୁଷ୍ଠିତ…

ବିଜେପି ଛାଡି ବିଜେଡିର ହାତ ଧରିଲେ ବରିଷ୍ଠ ନେତା ରାଜୁ ଘିବେଲା ।

ପଦ୍ମପୁର- ପଦ୍ମପୁର ଉପନିର୍ବାଚନ ରେ ବିଜେପି କୁ ଝଟକା । ବିଜୁ ଜନତା ଦଳରେ ଯୋଗଦେଲେ ବରିଷ୍ଠ ବିଜେପି ନେତା ରାଜୁ ଘିବେଲା । ମନ୍ତ୍ରୀ ଟୁକୁନି ସାହୁଙ୍କ ଉପସ୍ଥିତିରେ ଭୂବନେଶ୍ୱର ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବରେ ବିଜୁ ଜନତା ଦଳରେ ଯୋଗଦେଲେ ରାଜୁ ଘିବେଲା । ଆସନ୍ତା…