Sign in
Sign in
Recover your password.
A password will be e-mailed to you.
ଓଏସ୍ଏଲ୍ ପକ୍ଷରୁ ଦୁର୍ବଳ ଦୃଷ୍ଟି ଶକ୍ତିର ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ପାଠପଢ଼ା ଚଷମା ପ୍ରଦାନ
ଭୁବନେଶ୍ୱର/ ପାରାଦୀପ: କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କାର୍ଯ୍ୟକ୍ରମର ଏକ ପ୍ରମୁଖ ଅଂଶ ଭାବେ ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍ (ଓଏସ୍ଏଲ୍) ପକ୍ଷରୁ ଓଡ଼ିଶାର ବନ୍ଦର ସହର ପାରାଦୀପ ପାରିପାଶ୍ୱର୍ରେ ଥିବା ଏକ ସ୍ଥାନୀୟ ସ୍କୁଲରେ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ କରାଯାଇଥିଲା…
ସାମ୍ବାଦିକ ପିତୃ ବିୟୋଗ l
ଚିଲିକା/ଖୋର୍ଦ୍ଧା:-(ସେକ୍ କୌଶର) ଆଜି ବାଣପୁର ଅଞ୍ଚଳର ଜଣେ ପ୍ରତିଷ୍ଠିତ ସାମ୍ବାଦିକ ତଥା ଆଇନଜୀବୀ ସିତାରାମ ଅଗ୍ରୱାଲଙ୍କ ପିତା ୰ ଗଣେଶ ଅଗ୍ରୱାଲଙ୍କର ଅକାଳ ବିୟୋଗ ଘଟିଯାଇଛି। କିଛିଦିନ ଧରି ତାଙ୍କର ସ୍ୱାସ୍ତ୍ୟଗତ ସମସ୍ୟା ଥିବାବେଳେ ଆଜି ସକାଳୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ନେଉଥିବା…
ଜିଓଫାଇବର ଡବଲ୍ ଫେଷ୍ଟିଭାଲ୍ ବୋନାଞ୍ଜା ଅଫର
- ୧୦୦% ଭାଲ୍ୟୁ ବ୍ୟାକ୍ ସହିତ ଅତିରିକ୍ତ ୧୫ ଦିନର ମାଗଣା ବୈଧତା- ୨୦୨୨ ଅକ୍ଟୋବର ୧୮ରୁ ୨୮ ଭିତରେ ଜିଓଫାଇବର୍ ସଂଯୋଗର ସମସ୍ତ ନୂଆ ଗ୍ରାହକଙ୍କ ପାଇଁ ଉପଲବ୍ଧ
ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ୍ ଓ ବ୍ରଡ୍ବ୍ୟାଣ୍ଡ୍ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ପକ୍ଷରୁ “ଜିଓଫାଇବର ଡବଲ୍…
ସ୍ପେନ ଓ ଗ୍ୱାଟେମାଲାରେ ନିଯୁକ୍ତ ରାଷ୍ଟ୍ରଦୂତଙ୍କ ୱାର୍ଲଡ଼ ସ୍କିଲ ସେଣ୍ଟର ପରିଦର୍ଶନ
ଭୁବନେଶ୍ୱର: ଆଜି ସ୍ପେନ ଦେଶ ପାଇଁ ନିଯୁକ୍ତ ଭାରତୀୟ ରାଷ୍ଟ୍ରଦୂତ ଶ୍ରୀ ଦିନେଶ କୁମାର ପଟ୍ଟନାୟକ ଏବଂ ଗ୍ୱାଟେମାଲା ପାଇଁ ନିଯୁକ୍ତ ଭାରତୀୟ ରାଷ୍ଟ୍ରଦୂତ ଶ୍ରୀ ମନୋଜ କୁମାର ମହାପାତ୍ର ୱାର୍ଲଡ଼ ସ୍କିଲ ସେଣ୍ଟର ପରିଦର୍ଶନ କରିଛନ୍ତି । ଏହି ଅବସରରେ ମହାମହିମ ଶ୍ରୀ ପଟ୍ଟନାୟକ ୱାର୍ଲଡ଼ ସ୍କିଲ…
ଲୋକ ମହୋତ୍ସବ ମଣ୍ଡେଇ ଅବସରରେ ମଣ୍ଡେଇ ନାଟକ ମହୋତ୍ସବ ପାଳନ ସମ୍ପର୍କିତ ବୈଠକ
ନବରଙ୍ଗପୁର : ଜିଲ୍ଲା ପ୍ରତିନିଧି ଅଶୋକ ସାହୁ- ଜିଲ୍ଲାର ଲୋକ ମହୋତ୍ସବ ମଣ୍ଡେଇ ଅବସରରେ ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ମଣ୍ଡେଇ ନାଟକ ମହୋତ୍ସବ ପାଳନ କରିବା ଉଦ୍ଦେଶ୍ୟରେ ମହୋତ୍ସବ ର ରୂପ ରେଖ ବିଷୟରେ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଉପସ୍ଥିତିରେ ବିସ୍ତୃତ ଭାବରେ…
ଵିଶାଳ ରକ୍ତ ଦାନ ଶିବିର ଅନୁଷ୍ଠିତ
ଭୁବନେଶ୍ବର/ଚକ୍ରଧର ମାଝୀ : ଆଜି ରସୁଲଗଡ଼ ଦୁର୍ଗା ମଣ୍ଡପ ନିକଟରେ ମା ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି।
ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା,…
ଚିକିତ୍ସା ଠାରୁ ଶବ ସତ୍କାର ପର୍ଯ୍ୟନ୍ତ ସବୁ ଦାୟିତ୍ୱ ନେଲା ଓଡିଶା ମୋ ପରିବାର
ନିଆଁ ରେ ପୋଡ଼ି ହୋଇଗଲେ ୭୨ବର୍ଷୀୟା ଅତିରୁନ ବିବି
ପିପିଲି : ପୁରୀ ଜିଲ୍ଲା ପିପିଲି ଅଞ୍ଚଳର ୭୨ବର୍ଷିୟା ବୃଦ୍ଧା ଅତିରୁନ୍ ବିବି ନିଆଁରେ ପୋଡ଼ିହୋଇ ଗୁରୁତର ଭାବେ ଆହତ ହୋଇଥିଲେ । ପରିବାରବର୍ଗ ତାଙ୍କୁ ସଙ୍ଗେସଙ୍ଗେ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଭର୍ତ୍ତି କରିଥିଲେ ଏବଂ ଓଡ଼ିଶା ମୋ…
ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଇଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି
ରାଉରକେଲା(ବସନ୍ତ କୁମାର ଜେନା): ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଇଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ରାଉରକେଲା ଏସପି ମୁକେଶ କୁମାର ଭାମୁ ଉପସ୍ଥିତ ରହି ସାଧାରଣ…
ଜିଲ୍ଲା ସ୍ତରୀୟ ଆନ୍ତଃ ବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ
https://youtu.be/8HTgCjwmpho
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଆନ୍ତଃ ବିଦ୍ୟାଳୟ ୧୭ ବର୍ଷରୁ କମ୍ ବୟସର ବାଳକ ବାଳିକା ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଗଜପତି ଷ୍ଟାଡିୟମ୍ ପାରଳାଖେମୁଣ୍ଡି ପରିସରରେ ଉଦଯାପିତ ହୋଇଯାଇଛି। ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପନୀ…
ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲାରେ ଥିବା ନବକୃଷ୍ଣ ଚୌଧୁରୀ ଷ୍ଟାଡିଅମରେ ଅକ୍ଟୋବର ୧୧ ତାରିଖଠାରୁ ୧୭ ତାରିଖ ପର୍ଯ୍ୟନ୍ତ ୧୭ ବର୍ଷରୁ କମ ଅନ୍ତଃ ବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ସରକାରୀ ମୁଖ୍ୟ ସଚେତକ ତଥା…