Sign in
Sign in
Recover your password.
A password will be e-mailed to you.
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ!-->…
ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରାଯିବ
ଜଲେଶପଟ୍ଟା ଆଶ୍ରମର ଐତିହ୍ୟର ସୁରକ୍ଷା ପାଇଁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା’ (CMSA) ପାଣ୍ଠିରୁ ୧୩ କୋଟି ଟଙ୍କା ମଞ୍ଜୁର କଲେ- ମୁଖ୍ୟମନ୍ତ୍ରୀ
ଜଲେଶପଟ୍ଟା ଆଶ୍ରମ ଐତିହ୍ୟର ସଂରକ୍ଷଣ, ଜଳ ଯୋଗାଣ ପାଇଁ ମେଗା ରିଭର ଲିଫ୍ଟ, ୩୦୦ ଆସନ ବିଶିଷ୍ଟ ଛାତ୍ରୀ ନିବାସ ନିର୍ମାଣ ଏବଂ!-->!-->!-->!-->!-->…
ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ
ବେଲଗୁଣ୍ଠା,୨୭/୦୭-(ଶିବରାମ ଚୌଧୁରୀ )-, ଗାଙ୍ଗପୁର ଥାନା ଅନ୍ତର୍ଗତ ଦିଗି ଗ୍ରାମରେ ପୋଖରୀରେ ବୁଡ଼ିଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ବରଣ ଘଟଣା ସାରା ଗାଁରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିଗି ଗ୍ରାମର ଯୋଗୀନ୍ଦ୍ର ସେଠୀ(୫୯)। ଏନେଇ ଯୋଗୀନ୍ଦ୍ରଙ୍କ ଝିଅ ମନିଷା!-->…
ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ଖଇରା, ତା: ୨୭/୦୭/୨୦୨୬: ଆଜି ପୂର୍ବାହ୍ନ ଘ: ୧୦.୦୦ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ଖଇରା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଖଇରା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ!-->!-->!-->…
ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ
୧୫.୫୦ ଲକ୍ଷ ଟଙ୍କାର ବଜେଟ୍ ଅଟକଳ, ରୋଗୀଙ୍କ ପାଇଁ ପ୍ରେସ କ୍ଲବ ର ସହାୟତା
ବେଲଗୁଣ୍ଠା:୨୭/୭--(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହରେ ରୋଗୀ କଲ୍ୟାଣ ସମିତି, ପରିଚାଳନା କମିଟି ଓ କାର୍ଯ୍ୟନିର୍ବାହୀ କମିଟିର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି।!-->!-->!-->…
ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ…
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ଚଳିତ ୮୦ ତମ ସ୍ୱାଧୀନତା ଦିବସ ଉତ୍ସବ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ୨୭ ଜୁଲାଇ ୨୦୨୬ ସୋମବାର ଦିନ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ!-->!-->!-->…
ସିକୁଆଁ ବ୍ୟାରେଜ କୁ କୌଣସି ଶକ୍ତି ଅଟକାଇ ପାରିବେ ନାହିଁ
ଲୋକ ଓ ଚାଷୀଙ୍କ ହିତ ପାଇଁ ବ୍ୟାରେଜ ନିଶ୍ଚୟ ହେବ - ନରସିଂହ
ବଲାଙ୍ଗିର,୨୭/୭ - ସୋନଗଡ ନଦୀ ଉପରେ ପାଂଚ ବର୍ଷ ପୂର୍ବରୁ ସିକୁଆଁ ଠାରେ ଏ ଅଂଚଳର ଲୋକଙ୍କ ତଥା ଚାଷୀ ର ଜମିକୁ ପାଣି ଦେବା ପାଇଁ ଏକ ବ୍ୟାରେଜ ର ପରିକଳ୍ପନା କରାଯାଇଥିଲା । ବ୍ୟାରେଜ ନିର୍ମାଣ ପ୍ରସ୍ତୁତି ଚୁଡାନ୍ତ!-->!-->!-->…
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ
ବଲାଙ୍ଗିର: ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ହୋଇଯାଇଛି। ସ୍ନାତକସ୍ତରର ପ୍ରଥମ ବର୍ଷର କଳା ଏବଂ ବିଜ୍ଞାନ ବିଭାଗର ଛାତ୍ରୀମାନଙ୍କ ପ୍ରବେଶ ଉତ୍ସବ ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝାଙ୍କ!-->…
ଡାବୁଗାଁ ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର, ତା. ୨୭.୦୭.୨୦୨୬: ଆଜି ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ!-->!-->!-->!-->!-->…
ରାଉରକେଲାରୁ ବିଶ୍ୱ ମଞ୍ଚକୁ Team One Crewର ସଫଳତା
ଥାଇଲ୍ୟାଣ୍ଡରେ ଭାରତ ପାଇଁ 1st Runner-Up, ଏବେ ଚୀନରେ ଆନ୍ତର୍ଜାତୀୟ ଚାମ୍ପିଅନଶିପ୍ରେ କରିବେ ପ୍ରତିନିଧିତ୍ୱ
ରାଉରକେଲା,(ବସନ୍ତ କୁମାର ଜେନା, ଶାସକ ପ୍ରଶାସକ): କଠିନ ପରିଶ୍ରମ, ଦୃଢ଼ ସଙ୍କଳ୍ପ ଏବଂ ନୃତ୍ୟ ପ୍ରତି ଅକୁଣ୍ଠ ନିଷ୍ଠା ବଳରେ ରାଉରକେଲାର Team One Crew ଆଜି ଜାତୀୟ!-->!-->!-->…