ବରଗଡ଼ ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ଼- ଗୁରୁବାର ଦିନ ସ୍ଥାନୀୟ ଜର୍ଜ ଉଚ୍ଚ ବିଦ୍ୟାଳୟ ପରିସରରେ ବରଗଡ଼ ବ୍ଲକ ସ୍ତରୀୟ ବିଜ୍ଞାନ ନାଟକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମଟି ବରିଷ୍ଠ ବ୍ଳକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମହାଶୟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନିତ…

ଗାଡ଼ି ରୁ ତେଲ ଚୋରି ଅଭିଯୋଗରେ ଘରୁ ଟେକି ନେଇ ୪ ଆଦିବାସୀ ଯୁବକ ଙ୍କୁ ମାଡ

ଜଗତସିଂହପୁର/ସୁମନ୍ତ କୁମାର ଦାସ: ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାରାଦ୍ବୀପ ୱାର୍ଡ ନମ୍ୱର ୬ ରେ l ବାଉରୀୟାପାଳନ୍ଦା ଅଞ୍ଚଳରେ ଘରେ ଶୋଇଥିବା ଅବସ୍ଥାରେ ପାଖ ଭାରତ ପେଟ୍ରୋଲିୟମ ତେଲ ଡିପୋ ଟର୍ମିନାଲ୍ କିଛି ଡ୍ରାଇଭରମାନେ ତେଲ ଚୋରି ସନ୍ଦେହରେ ବସ୍ତିର କିଛି ନିରୀହ ଆଦିବାସୀ…

ମାତୃପିତୃହୀନ ଶିଶୁଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ନିମନ୍ତେ ଶିଶୁ ଯତ୍ନ ଅନୁଷ୍ଠାନର କର୍ମକର୍ତାଙ୍କୁ ପ୍ରଶିକ୍ଷଣ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ପ୍ରଶାସନ , ଗଜପତି ସ୍ବେଚ୍ଛାସେବୀ ଅନୁଷ୍ଠାନ ଅରୁଣା ସହଯୋଗରେ ପାରଳାଖେମୁଣ୍ଡି ଜଳବିଭାଜିକା ସଭାଗୃହରେ ମାତୃପିତୃହୀନ ଶିଶୁଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ଓ ଥଇଥାନ ନିମନ୍ତେ ଶିଶୁ ଯତ୍ନ ଅନୁଷ୍ଠାନ ସଭାପତି , ସମ୍ପାଦକ ଏବଂ…

ଏଏମ୍‌/ଏନ୍‌ଏସ୍ ଇଣ୍ଡିଆ ପକ୍ଷରୁ ମକ୍ ଡ୍ରିଲ୍ ଆୟୋଜିତ

ପାରାଦୀପ:- ପ୍ଲାଣ୍ଟର ଆପାତକାଳୀନ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ନିମନ୍ତେ ଆର୍ସଲର୍‌ମିତଲ୍ ନିପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍‌/ଏନ୍‌ଏସ୍ ଇଣ୍ଡିଆ) ପକ୍ଷରୁ ପାରାଦୀପ ସ୍ଥିତ ଏହାର ପ୍ଲାନ୍ଟ ପରିସରରେ ଏକ ଆପାତକାଳୀନ ମକ୍ ଡ୍ରିଲ୍ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି । ସୁରକ୍ଷା ଅଧିକାରୀ ଏବଂ…

ସନ୍ତୁଳିତ ଜୀବନଚର୍ଯ୍ୟା ସ୍ମୃତିଶକ୍ତି ହ୍ରାସ ସମସ୍ୟାକୁ ରୋକି ପାରିବ: କିମ୍‍ସ ବିଶେଷଜ୍ଞ

ଭୁବନେଶ୍ୱର: ବୟସ୍କାଧିକ୍ୟ ଯୋଗୁଁ ସ୍ମୃତି ଶକ୍ତି ହ୍ରାସ ଏକ ସାଧାରଣ ସମସ୍ୟା ହୋଇଥିବା ବେଳେ ଏବେ ୬୦ବର୍ଷରୁ କମ୍‍ ବୟସର ଲୋକଙ୍କଠାରେ ଏହି ସମସ୍ୟା ଦେଖା ଦେବା ଚିନ୍ତାର କାରଣ ପାଲଟିଛି । ଅସ୍ୱାସ୍ଥ୍ୟକର ଜୀବନଶୈଳୀ, ମଦ୍ୟପାନ, ଧୂମପାନ, ଅନିଦ୍ରା, ଖାଦ୍ୟ ଏବଂ ଜେନେଟିକ୍ କାରଣ ଆଦି ଯୋଗୁଁ…

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

ଭୁବନେଶ୍ୱର :ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଓଡିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ…

ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳନ ଉପଲକ୍ଷେ ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଭାରତ ସ୍କାଉଟ ଗାଇଡ଼ସ , ଓଡିଶା ଆନୁକୂଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ସ୍କାଉଟ…

ତିନି ମାତୃପିତୃହୀନ ଶିଶୁଙ୍କ ଇଞ୍ଜିନିୟରିଂ ଶିକ୍ଷାର ଦାୟିତ୍ୱ ନେଲା ଜିଲ୍ଲା ପ୍ରଶାସନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ବାଳିକା ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଦୁଇଜଣ ମାତୃପିତୃହୀନ ଶିଶୁକନ୍ୟା ଓ ଅଣ ଅନୁଷ୍ଠାନର ଜଣେ ମାତୃପିତୃହୀନ ଶିଶୁକନ୍ୟା ଚଳିତ ବର୍ଷ ଦଶମ ବୋର୍ଡ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ହେତୁ ସେମାନଙ୍କ…

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଆଇନ ସାକ୍ଷରତା ଏବଂ ସଚେତନତା ଶିବିର ଅନୁଷ୍ଠିତ !!!

ଖୋର୍ଦ୍ଧା/ବାଣପୁର:-(ସେକ୍ କୌଶର) ତାଲୁକ୍ ଆଇନ ସହାୟତା କମିଟି ଖୋର୍ଦ୍ଧା ଜିଲ୍ଲା ବାଣପୁର ତରଫରୁ ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଆଇନ ସାକ୍ଷରତା ଏବଂ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସିନିୟର ସିଭିଲ୍ ଜଜ ମନରଂଜନ ମିଶ୍ର ଅଧ୍ୟକ୍ଷତା…

କଲେଜ ସ୍ୱର୍ଣ୍ଣ ଜୟନ୍ତୀ ପାଳନର ସ୍ଥାୟୀ ରଙ୍ଗମଞ୍ଚ ନିର୍ମାଣ ପାଇଁ ସ୍ଥାନ ନିରୂପଣ।

ନବରଙ୍ଗପୁରରୁ ଜିଲ୍ଲା ପ୍ରତିନିଧି ଅଶୋକ ସାହୁ: ନବରଙ୍ଗପୁର କଲେଜର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ବିଭିନ୍ନ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଥିବା ବେଳେ ଆଜି କଲେଜ ପରିସର ମଧ୍ୟରେ ଏକ ନୂତନ ସ୍ଥାୟୀ ରଙ୍ଗମଞ୍ଚ ନିର୍ମାଣ ପାଇଁ ସ୍ଥାନ ନିରୂପଣ କରାଯାଇଛି। ଆଜି ଅପରାହ୍ନରେ କଲେଜ ଗଭର୍ଣିଂ ବଡ଼ି…