Sign in
Sign in
Recover your password.
A password will be e-mailed to you.
ବୁଣାକାରମାନଙ୍କ ନିମନ୍ତେ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ
ଭୁବନେଶ୍ୱର,:ଓଡ଼ିଶା ସରକାରଙ୍କ ବୟନ, ହସ୍ତତନ୍ତ ଏବଂ ହସ୍ତଶିଳ୍ପ ବିଭାଗ ଏବଂ ପର୍ଯ୍ୟଟନ ବିଭାଗ ପର୍ଯ୍ୟଟନ କ୍ଷେତ୍ରର ବିକାଶ ତଥା ପ୍ରୋତ୍ସାହନ ପାଇଁ ଗଠନମୂଳକ ତଥା ସୁଦୂରପ୍ରସାରୀ ପଦକ୍ଷେପ ଗ୍ରହଣ କରୁଛନ୍ତିା ଗ୍ରାମାଞ୍ଚଳର ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ପର୍ଯ୍ୟଟନ ସହିତ ଶତାବ୍ଦୀ…
ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ “ଆଦର୍ଶ ଯୁବ ବିଧାୟକ ସମ୍ମାନ’
ଭୁବନେଶ୍ୱର: ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରାଙ୍କୁ ଆଜି ଆଦର୍ଶ ଯୁବ ବିଧାୟକ ସମ୍ମାନରେ ସମ୍ମାନିତ ହୋଇଛନ୍ତିା ଏମ୍ଆଇଟି ଓ୍ୱାର୍ଲ୍ଡ ପିସ୍ ୟୁନିଭରସିଟି, ପୁନେଠାରେ ଅନୁଷ୍ଠିତ ଦ୍ୱାଦଶତମ ଭାରତୀୟ ଛାତ୍ର…
ବାଲିଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ଜଗତସିଂହପୁର / ସୁମନ୍ତ କୁମାର ଦାସ:ଚଳିତବର୍ଷ ମହା ଆଡମ୍ବର ରେ ଅନୁଷ୍ଠିତ ହେବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ l ପାରାଦୀପ ଅଫିସର୍ସ କ୍ଳବ ରେ ଆୟୋଜିତ ବାଲିଯାତ୍ରା ପ୍ରସ୍ତୁତି ବୈଠକ ରେ ସୂଚନା ପ୍ରଦାନ କରିଛନ୍ତି ବାଲିଯାତ୍ରା କମିଟି ର ଅଧ୍ୟକ୍ଷା ତଥା ଜିଲ୍ଲାପାଳ ପାରୁଲ ପଟାୱାରୀ l…
ସୋଆରେ ୫ଜି ଏବଂ ସଫ୍ଟଓ୍ୟାର ଡେଭେଲପମେଂଟ ଲ୍ୟାବ ପ୍ରତିଷ୍ଠା ନେଇ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରସ୍ତାବ
ଭୁବନେଶ୍ୱର : ସ୍ୱାସ୍ଥ୍ୟ, କୃଷି ଏବଂ ଶିକ୍ଷା କ୍ଷେତ୍ରରେ ୫ଜି ବ୍ୟବହାରର ଅଧିକ ଆବଶ୍ୟକତା ରହିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏକ ୫ଜି ଲ୍ୟାବ ପ୍ରତିଷ୍ଠା ନେଇ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ଇନଫର୍ମସେନ ଟେକନୋଲୋଜି ବିଭାଗର ମନ୍ତ୍ରୀ ଶ୍ରୀ…
ଆସନ୍ତା ସ୍ୱାଧୀନତା ଦିବସରେ ଭାରତରେ ଚାଲିବ ହାଇଡ୍ରୋଜେନ୍ ଟ୍ରେନ୍: ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର: ଆସନ୍ତା ସ୍ୱାଧୀନତା ଦିବସ ଅବସରରେ ଭାରତରେ ଗଡିବ ପ୍ରଥମ ସ୍ୱଦେଶୀ ନିର୍ମିତ ହାଇଡ୍ରୋଜେନ୍ ଇନ୍ଧନ ଚାଳିତ ଟ୍ରେନ୍ । ଏହି ଟ୍ରେନ୍ଟିକୁ ଭାରତରେ ହିଁ ପ୍ରସ୍ତୁତି, ନିର୍ମାଣ ଓ ରୂପ ଦିଆଯାଉଛି ବୋଲି ଗୁରୁବାର ସୂଚନା ଦେଇଛନ୍ତି କେନ୍ଦ୍ର ରେଳ, ଯୋଗାଯୋଗ ଓ ସୂଚନା ଓ ପ୍ରଯୁକ୍ତି…
ବଙ୍ଗୋପ ସାଗରରେ ପୁଣି ଲଘୁଚାପ ସମ୍ଭାବନା, ଆସନ୍ତା ସପ୍ତାହରେ ବର୍ଷା
ଭୁବନେଶ୍ୱର: ଉତର-ପଶ୍ଚିମ ବଙ୍ଗୋପ ସାଗର ଉପରେ ଆଉ ଏକ ଲଘୁଚାପ ସେପ୍ଟେମ୍ବର ୨୦ରେ ସୃଷ୍ଟି ହେବା ସମ୍ଭାବନା ରହିଛି ଓଡ଼ିଶାରେ ଆସନ୍ତା ସପ୍ତାହରେ ପୁଣି ବର୍ଷା ହୋଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା କାଲି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗର…
ତାରକାମାନେ ଆପଣଙ୍କୁ ସ୍ୱାଗତ କରୁଛନ୍ତି : ଅନେକ ଗୁଡ଼ିଏ ସରପ୍ରାଇଜ୍ ସହିତ ଆଜିଓ ଅଲ ଷ୍ଟାର ସେଲ୍ ଶୁଭାରମ୍ଭ
ଭୁବନେଶ୍ୱର: ଭାରତର ଅଗ୍ରଣୀ ଅନଲାଇନ୍ ଫେସନ ଇ-ରିଟେଲର ଆଜିଓ ଅନେକ ଗୁଡ଼ିଏ ତାରକା ଖଚିତ ଅଫରକୁ ନେଇ ଆସିଛି ଏବଂ ଏଥିରେ ରହିଛି ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ଷ୍ଟାର ବ୍ରାଣ୍ଡ୍ ସମୂହ । ଏଥିରେ ଥିବା କଲେକ୍ସନ ଓ ଅତୁଳନୀୟ ଡିଲ୍ ବେଶ ଆକର୍ଷଣୀୟ ରହିଛି । ଆଜିଓ ଅଲ୍ ଷ୍ଟାର ସେଲ୍ ଏବେ…
ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ମାର୍କ ବାଉଚରଙ୍କୁ ମୁଖ୍ୟ ପ୍ରଶିକ୍ଷକ (କୋଚ୍) ଭାବେ ନିଯୁକ୍ତି
ଭୁବନେଶ୍ୱର: ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ କ୍ରିକେଟ୍ ଖେଳାଳି ତଥା ରେକର୍ଡଧାରୀ ୱିକେଟ ରକ୍ଷକ ମାର୍କ ବାଉଚରଙ୍କୁ ମୁଖ୍ୟ ପ୍ରଶିକ୍ଷକ (କୋଟ୍) ଭାବେ ନିଯୁକ୍ତ କରାଯାଇଛି । ତାଙ୍କ କାର୍ଯ୍ୟକାଳ ଆଇପିଏଲ୍ ୨୦୨୩ରୁ ଆରମ୍ଭ ହେବ ।ଜଣେ ୱିକେଟ୍ ରକ୍ଷକ,…
କଲ୍ୟାଣସିଂହପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଗୃହରେ ଅହିଂସା ରଥକୁ ସ୍ୱାଗତ ପାଇଁ ପ୍ରସ୍ତୁତି ବୈଠକ।
କଲ୍ୟାଣସିଂହପୁର ରୁ ପ୍ରଦୀପ ଦଲାଇ-ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକକୁ ଚଳିତ ମାସ ୧୭ତାରିଖରେ ଆସୁଥିବା ଅହିଂସା ରଥକୁ ସ୍ୱାଗତ ପାଇଁ ସରକାରୀ ଉଚ୍ଚ ବିଦ୍ୟାଳୟ ରସଭାଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।ଏଥିରେ ସମିତି ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଦୁଇ ବାଇକ ମୁହା ମୁଁହି ଧ୍ଵକ୍କାରେ ଦୁଇ ଜଣ ଗୁରୁତର।
କଲ୍ୟାଣସିଂହପୁର ରୁ ପ୍ରଦୀପ ଦଲାଇ/ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଡାକବଙ୍ଗଳା ଠାରେ ଦୁଇ ବାଇକ ମୁହା ମୁହି ଧ୍ଵକ୍କାରେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡିଛି ।ସୂଚନା ଅନୁଯାୟୀ ପାରସାଲି ପଞ୍ଚାୟତର ଗୁମା ଗାଁ ର ତିନିଜଣ ସିକକା ମିଶ୍ର , ଓ କାଡ୍ରାକା ମୁକୁଲି ସହ କର୍ଷିକା ପିଣ୍ଟୁ,…