ପୁରୀଠାରେ ଗ୍ରୀନ ଫିଲଡ ବିମାନ ବନ୍ଦର ନେଇ ସମୀକ୍ଷା ବୈଠକ

ସେପ୍ଟେମ୍ବର ୧୫ ତାରିଖ ସୁଦ୍ଧା ୯୪୦ ଏକର ଜମି ବାଣିଜ୍ୟ ଓ ପରିବହନ ବିଭାଗକୁ ହସ୍ତାନ୍ତର କରିବ ପୁରୀ ଜିଲ୍ଲା ପ୍ରଶାସନ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଶ୍ରୀ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ପୁରୀଠାରେ ପ୍ରସ୍ତାବିତ ଗ୍ରୀନଫିଲଡ ବିମାନ ବନ୍ଦରର ଜମି…

ଉତ୍କଳ ଆଲୁମିନା ପକ୍ଷରୁ ସହରାଞ୍ଚଳରେ ନିରାପତ୍ତା ତାଲିମ କାର୍ଯ୍ୟକ୍ରମ ଆୟୋଜିତ

କାଶୀପୁର /ଟିକିରି ରୁ ବୈକୁଣ୍ଠ ଦୁରିଆ : ଆଦିତ୍ୟ ବିର୍ଲା ଗ୍ରୁପ୍‍ର ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ ତାହାର ଚତୁର୍ପାଶ୍ୱର୍ରେ ବାସ କରୁଥିବା ଜନସାଧାରଣ ଓ ସମୁଦାୟଙ୍କ ନିରାପତ୍ତା ଓ ସୁରକ୍ଷା ପ୍ରତି ପ୍ରତିବଦ୍ଧ ରହିଛି…

ଓଡିଶା ଗସ୍ତରେ ୭ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ରାପଡା, ଯାଜପୁର କଟକ ଓ ମୟୁରଭଞ୍ଜକୁ ଜଣେ ଜଣେ ମନ୍ତ୍ରୀ ପ୍ରଭାବଶାଳୀ ଭୁବନେଶ୍ୱର ଏମପି ଅପରାଜିତାଙ୍କ ନିର୍ବାଚନ ମଣ୍ଡଳୀରେ ତିନି ମନ୍ତ୍ରୀ ଭୁବନେଶ୍ୱର: ଓଡିଶାରେ କେନ୍ଦ୍ର ସରକାରଙ୍କ ସମସ୍ତ କଲ୍ୟାଣକାରୀ ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କରେ ବିସ୍ତୃତ ଅବଗତ ହେବା…

ସମ୍ମମ୍‌ରେ ଓଡ଼ିଶାର ପ୍ରଥମ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଗୁରୁବାର ବିଶ୍ୱ ଫିଜିଓଥେରାପି ଦିବସ ଅବସରରେ ସମ୍ ଅଲ୍ଟିମେଟ ମେଡିକେୟାରରେ ଓଡ଼ିଶାର ପ୍ରଥମ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍ ଉଦ୍‌ଘାଟିତ ହୋଇଯାଇଛି । ଏହି ଅତ୍ୟାଧୁନିକ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍‌ରେ ନ୍ୟୁରୋଲଜିକାଲ୍ ଏବଂ ଅର୍ଥୋପେଡିକ୍ ବିଭାଗର ରୋଗୀମାନଙ୍କ ସମେତ…

କବି ଅଶ୍ଵିନୀ ଦାଶଙ୍କ ଅକାଳ ବିୟୋଗରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସ୍ମୃତି ସଭା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରାଳାର ସର୍ବପୁରାତନ ଅନୁଷ୍ଠାନ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ କବି ଅଶ୍ଵିନୀ ଅକାଳ ବିୟୋଗରେ ଏକ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଗଜପତି ଜିଲ୍ଲାରେ ଆସନ୍ତା ୨୧ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଅହିଂସା ରଥ ପରିଭ୍ରମଣ : ଜିଲ୍ଲା ପ୍ରଶାସନ ପକ୍ଷରୁ ବିପୁଳ…

ପାରଳାଖମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ମାସ ୨୧ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଗଜପତି ଜିଲ୍ଲାରେ ପରିଭ୍ରମଣ କରିବାକୁ ଥିବା ଅହିଂସା ରଥକୁ କିଭଳି ଭାବରେ ମହା ଆଡମ୍ବରରେ ଗଜପତି ଜିଲ୍ଲାରେ ସ୍ବାଗତ କରାଯିବ ସେଥି ସକାଶେ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାପାଳ ଶ୍ରୀଯୁକ୍ତ…

ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀ ଆନୁକୁଲ୍ୟରେ ପାରଳାଖେମୁଣ୍ଡି ଠାରେ ଦୁଇ ଦିନିଆ ସାହିତ୍ୟ ସମାରୋହ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଐତିହାସିକ ତଥା ଗବେଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ…

ସ୍ୱୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନଙ୍କୁ ଏକ ଦିବସୀୟ କର୍ମଶାଳା

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କେ. ସୀତାପୁର ପଞ୍ଚାୟତର ସୁନାବାଡ଼ ଗ୍ରାମ ଠାରେ ଆ.କେ.ଏସ୍. ଏସ୍ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଦ୍ବାରା ନାବାର୍ଡ , ଭୁବନେଶ୍ବର ସହାୟତାରେ ୧୫ ଟି ସ୍ୱୟଂ ସହାୟକ ଗୋଷ୍ଠୀର ୫୦ ରୁ ଉର୍ଦ୍ଧ୍ୱ ଦଳର ନେତ୍ରୀ…

ସଂଅରା ସରକାରି ବିଦ୍ୟାଳୟ ରେ ପୋଷାକ ବିତରଣ

ଜଗତସିଂହପୁର/ସୁମନ୍ତ କୁମାର ଦାସ: ତିର୍ତ୍ତୋଲ ବ୍ଲକ ଶିକ୍ଷାଧିନ ସଂଅରା ସରକାରୀ ବିଦ୍ୟାଳୟ ରେ ଆଜି ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରଧାନ ଶିକ୍ଷକ ବିଜୟ କୁମାର ଦାସଙ୍କ ଅଧକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବିକ୍ରମ…

ପ୍ରଧାନ ଶିକ୍ଷକ ଙ୍କୁ ସମ୍ବର୍ଦ୍ଧନା

ଜଗତସିଂହପୁର/ସୁମନ୍ତ କୁମାର ଦାସ: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କୋଷ୍ଟି ମଲ୍ଲୀକାପୁର ପଂଚାୟତ ଅଧିନ ସରକାରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ସ୍ୱାଇଁଙ୍କୁ ୨୮ ତମ ଶିକ୍ଷକ ସମ୍ମିଳନୀ ଓ ଗୁରୁ ପ୍ରଣାମ ଉତ୍ସବ ରେ ଭୁବନେଶ୍ୱର ସ୍ଥିତ ଗୀତ ଗୋବିନ୍ଦ ସଦନ କକ୍ଷରେ ରାଜ୍ୟ…