ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ରେ କ୍ୟାମ୍ପସ ସଫେଇ କାର୍ଯ୍ୟକ୍ରମ ।

ପଦ୍ମପୁର (ଶାସକପ୍ରଶାସକ)-ମଙ୍ଗଳବାର ଅପରାହ୍ନ ପ୍ରାୟ ତିନିଟା ସମୟ ରେ ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ରେ ଭାରତ ର ସ୍ଵାଧୀନତା ସଂଗ୍ରାମ ରେ ଓଡ଼ିଶା ର ଅବଦାନ ଓ ଗାନ୍ଧିଜୀଙ୍କ ପ୍ରଭାବ ଉପଲକ୍ଷେ ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକ ଙ୍କ ସଭାପତିତ୍ବ ରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ…

ନରସିଂହଙ୍କ ଭୀମ ଭୋଇ ମେଡିକାଲ କଲେଜ ପରିଦର୍ଶନ

ପୁର୍ତ୍ତ, ବିଜୁଳି ଓ ଜନସ୍ୱାସ୍ଥ୍ୟ ଯନ୍ତ୍ରୀଙ୍କୁ ନେଇ ସମସ୍ୟା ସମ୍ପର୍କରେ ଆଲୋଚନା ବଲାଙ୍ଗିର, - ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ରେ ବିଜୁଳି, ପାଣି ଓ ଅନ୍ୟାନ୍ୟ ଭିତ୍ତିଭୂମି ରେ ଥିବା ସମସ୍ୟା ସବୁର ସମାଧାନ କରିବା ପାଇଁ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କଲେଜ ପରିସରରେ…

ବାଲେଶ୍ୱରର ବନ୍ୟା ସ୍ଥିତିକୁ ଦେଖିଲେ ପିସିସି ସଭାପତି ଶରତ ପଟ୍ଟନାୟକ

 ବନ୍ୟା ପରିସ୍ଥିତି ମନୁଷ୍ୟକୃତ-ଶରତ ପଟ୍ଟନାୟକ ଭୁବନେଶ୍ୱର--ସାରା ରାଜ୍ୟରେ ୧୫ ଜିଲ୍ଲାର ୧୫ ଲକ୍ଷରୁ ଅଧିକ ଲୋକ ଏହି ମନୁଷ୍ୟକୃତ ପ୍ରଳୟଙ୍କାରି​ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଛନ୍ତି।ଦୀର୍ଘ ୧ ସପ୍ତାହରୁ ଉର୍ଦ୍ଧ୍ବ ସମୟ ଧରି ମହାନଦୀ ଓ ତାର ଶାଖାନଦୀରେ ବନ୍ୟାଜଳ ଆସିବାରୁ ଛୋଟ ଛୁଆଠୁଁ…

ମିଶନ ଶକ୍ତି ଗୃହ ଓ ସ୍ୱାସ୍ଥ୍ୟ ଆରୋଗ୍ୟ ଉପକେନ୍ଦ୍ର ଉଦଘାଟିତ

ଶ୍ରେଣୀଗୃହରେ ନୈତିକତା ଶିକ୍ଷା ଦାନକଲେ ବିଧାୟକ ଓଡ଼ଗାଁ, (ଶ୍ରୀକାନ୍ତ କୁମାର ମିଶ୍ର) : ଓଡ଼ଗାଁ ଗସ୍ତରେ ଆସି ବିଧାୟକ ଡ଼ ଅରୁଣ କୁମାର ସାହୁ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କୁ ନୈତିକତାର ଶିକ୍ଷା ଦେଇଛନ୍ତି । ସୋମବାର ଦିନ ଶିକ୍ଷାର ଗୁଣାତ୍ମକ…

ମୃତକ ଙ୍କର ପରିବାରକୁ ପ୍ରଶାସନିକ ସହାୟତା ପ୍ରଦାନ

ବରଗଡ :- ଆଜି ସକାଳେ ବରିଷ୍ଠ ସାମ୍ବାଦିକ ଶ୍ରୀ ବଡ ସଥପଥୀ ପାଇକମାଲ ବିଡ଼ିଓ ଶ୍ରୀ ଦେବାଶିଷ ଶିନ୍ହା ଙ୍କର ନିକଟକୁ ପହଂଛି ଗତ କିଛି ଦିନ ତଳେ ଜର୍ଜଗଡ଼ ଗ୍ରାମର ଜଣେ ଯୁବକ ଶ୍ରୀ କୀର୍ତ୍ତନ ଚନ୍ଦନ ଙ୍କର ମୃତ୍ୟୁ ଖବର ଜଣାଇବା ସହିତ ସହିତ ମୃତକ ଙ୍କର ପରିବାର କୁ ତୁରନ୍ତ କିଛି ସହାୟତା ଯୋଗେଇ…

ବନ୍ୟା ପରବର୍ତ୍ତୀ ସ୍ଥିତି ସମ୍ପର୍କରେ ଖାଦ୍ୟଯୋଗାଣ, ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀଙ୍କ ସମୀକ୍ଷା

ଜଳ ନିଷ୍କାସନ , ରାସ୍ତାଘାଟ ମରାମତି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମନ୍ତ୍ରୀ ଶ୍ରୀ ନାୟକଙ୍କ ନିର୍ଦ୍ଦେଶ କ୍ଷୟକ୍ଷତିର ଠିକ ଆକଳନ ଉପରେ ଗୁରୁତ୍ୱ ଭୁବନେଶ୍ୱର(ଶାସକ ପ୍ରଶାସକ) : ମହାନଦୀର ଶାଖା ଲୁଣା, ଚିତ୍ରୋତ୍ପଳା, କରାଣ୍ଡିଆ ଓ ପାଇକା ନଦୀରେ ବନ୍ୟା ଜଳସ୍ତର ହ୍ରାସ…

ଟିପିଏସ୍ଓଡିଏଲ୍ ପକ୍ଷରୁ ଗ୍ରାହକଙ୍କୁ ଠକାମି ମେସେଜ୍ ସମ୍ପର୍କିତ ସତର୍କ ସୂଚନା

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଗ୍ରାହକମାନଙ୍କ ପାଇଁ ଉପଦେଶାବଳୀ ଜାରି କରି ସେମାନଙ୍କୁ ଅସାଧୁ ତତ୍ୱମାନଙ୍କ ବିଷୟରେ ସତର୍କ କରାଯାଇଛି । ଗ୍ରାହକଙ୍କ ପୂର୍ବ ମାସର ବିଦ୍ୟୁତ ବିଲ୍…

ନିଶ୍ଚିନ୍ତକୋଇଲି ବସଷ୍ଟାଣ୍ଡ ମାର୍କେଟରେ ଘଟିଛି ଅଘଟଣ : ହତ୍ୟା ସନ୍ଦେହ

 ନିଶ୍ଚିନ୍ତକୋଇଲି -ଦେବେନ୍ଦ୍ର ଷଡ଼ଙ୍ଗୀ )- କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବସଷ୍ଟାଣ୍ଡ ନିକଟରେ ଘଟିଛି ଦୁର୍ଘଟଣା l ନିଶ୍ଚିନ୍ତକୋଇଲି ବଜାର ବ୍ୟବସାୟୀ ମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି l ହତ୍ୟା ନାଁ ଆତ୍ମହତ୍ୟା ସାଧାରଣରେ ଚର୍ଚ୍ଚା ଜୋର ଧରିଛି l ଜୀବନରୁ ମାରିକି ଟାଙ୍ଗୀ…

ଜିଲ୍ଲାସ୍ତରୀୟ ଆଇନ ସମ୍ବନ୍ଧୀୟ ପ୍ରତିଯୋଗିତା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଜିଲ୍ଲାସ୍ତରୀୟ ଆଇନ ସମ୍ବନ୍ଧୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଏହି ପ୍ରତିଯୋଗିତାରେ ୧୭ ଗୋଟି ବିଦ୍ୟାଳୟର…

ପଣ୍ଡିତ ଗୋପୀନାଥ ନନ୍ଦଙ୍କ ୧୫୪ ତମ ଜୟନ୍ତୀ ମହୋତ୍ସବ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହରେ ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୁଲ୍ୟରେ ପଣ୍ଡିତ ଗୋପୀନାଥ ନନ୍ଦ ଶର୍ମାଙ୍କ ୧୫୪ତମ ଜୟନ୍ତୀ ପାଳନ ହୋଇଯାଇଛି। ଏକାଡେମୀର ଜିଲ୍ଲା ସଦସ୍ୟ ଶ୍ରୀ ବିଚିତ୍ରାନନ୍ଦବେବର୍ତ୍ତା ସଭା ମୁଖ୍ୟ…