ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୋଲକାତାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

କୋଲକାତା/ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ତଥା ପ୍ରବାସୀ ଓଡ଼ିଆ ସଂଗଠନ ଉତ୍କଳୀୟ ମିଳିତ ମଞ୍ଚର ମିଳିତ ଆନୁକୂଲ୍ୟରେ କୋଲକାତାଠାରେ ୭୬ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି ।ଲେନିନ୍‌ ସରଣୀଠାରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିବାବେଳେ…

“ସବୁ ଜୀବନ ମୂଲ୍ୟବାନ” ହେଉଛି ଆମର ନୀତି: ମୁଖ୍ୟମନ୍ତ୍ରୀ

https://youtu.be/Yobz3JBPcX4 ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ ତାହା ସୁନିଶ୍ଚିତ କର ଯୋଗାଯୋଗରେ କୌଣସି ଗୁରୁତର ବିଭ୍ରାଟ ବରଦାସ୍ତ କରାଯିବନି ୧୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରୂହନ୍ତୁ ବିପଦସଂକୁଳ…

ବିଭନ୍ନ ସ୍ଥାନରେ ୭୬ ତମ ସ୍ବାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ୭୬ ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଶୁଭ ଅବସରରେ ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।…

ଭାରତର ୭୫ତମ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ନିତ୍ୟାନନ୍ଦ ପାଠାଗାର ପ୍ରାଙ୍ଗଣରେ ଏକ ସ୍ଵତନ୍ତ୍ର ଆଲୋଚନା ଚକ୍ର…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭାରତର ୭୫ତମ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ପାରଳାଖେମୁଣ୍ଡି ଶ୍ରୀକରଣସାହି ସ୍ଥିତ ନିତ୍ୟାନନ୍ଦ ପାଠାଗାର ପ୍ରାଙ୍ଗଣରେ ଏକ ସ୍ଵତନ୍ତ୍ର ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ଶ୍ରୀଜଗନ୍ନାଥ ମିଶ୍ରଙ୍କ…

କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର - କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ୭୬ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି I  ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଓଡିଶା ହକି ପ୍ରମୋସନ କାଉନସିଲର ଅଧକ୍ଷ ପଦ୍ମଶ୍ରୀ ଦିଲୀପ ତିର୍କୀ ଜାତୀୟ ପତାକା ଉତ୍ତୋଳନ କରିଵା ସହ ଉପସ୍ଥିତ…

ଅମୃତ ମହୋତ୍ସବରେ ଓଡିଆ ଅସ୍ମିତା ପାଇଁ ମୋଦି ସରକାରଙ୍କ ଭୂମିକା ଅତୁଳନୀୟ: ସମୀର ମହାନ୍ତି

 ଯାଜପୁର ଜିଲ୍ଲା ଧର୍ମାଶାଳାର ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଲେ ରାଜ୍ୟ ସଭାପତି ଭୁବନେଶ୍ୱର: ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଅବସରରେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି…

ତଳମୁଣ୍ଡରେ ବନ୍ୟାର ପ୍ରକୋପ କମାଇବାକୁ ହୀରାକୁଦର ୮ଟି ଗେଟ୍‌ ବନ୍ଦ ପାଇଁ ନିଷ୍ପତ୍ତି

ମୁଖ୍ୟ ଶାସନ ସଚିବଙ୍କ ବନ୍ୟା ସ୍ଥିତିର ସମୀକ୍ଷା ଭୁବନେଶ୍ୱର, : ମହାନଦୀର ତଳମୁଣ୍ଡରେ ଥିବା ଜିଲ୍ଲାମାନଙ୍କର ସମ୍ଭାବ୍ୟ ବନ୍ୟାର ପ୍ରକୋପ କମାଇବା ପାଇଁ ହୀରାକୁଦ ବନ୍ଧର ୮ଟି ଗେଟ୍‌ ଆସନ୍ତାକାଲି ସକାଳ ୯ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଆଜି ମୁଖ୍ୟ ଶାସନ ସଚିବ ଶ୍ର…

ଜଗତସିଂହପୁର ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ଜିଲ୍ଲାପାଳ

ଜଗତସିଂହପୁର,/ସୁମନ୍ତ କୁମାର ଦାସ: ମହାନଦୀର ଉପରମୁଣ୍ଡ ଓ ତଳିଆ ଅଞ୍ଚଳରେ ଲଗାଣ ବର୍ଷା ପ୍ରଭାବରୁ ଜଳପତନ ବୃଦ୍ଧି ପାଉଛି l ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀଙ୍କ ଅଧ୍ୟକ୍ଷତାରେ ଏକ…

ଦେବୀବନ୍ଧରେ ସୃଷ୍ଟି ହେଲା ଘଳିଆ, ସ୍ଥାନୀୟ ଲୋକମାନେ ହେଲେ ଆତଙ୍କିତ

ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲାର ଦେବୀନଦୀ ବନ୍ଧରେ ସୃଷ୍ଟି ହେଲା ଘଳିଆ, ସ୍ଥାନୀୟ ଲୋକମାନେ ହେଲେ ଆତଙ୍କିତ l ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ଲୋକମାନେ ଓ ଠିକାଦାରମାନଙ୍କର ମଧୁଚନ୍ଦିକାରେ ବାଲି ବସ୍ତା ପକାଇ ସରକାରଙ୍କ ରାଜ୍ୟସ୍ୱ ଲୁଟୁଛନ୍ତି ବୋଲି…

ଐତିହାସିକ ପରିଚ୍ଛା ମଠ ବିଜେ ଶ୍ରୀ ରସିକରାଜ ମହାପ୍ରଭୁଙ୍କ ତ୍ରିରଙ୍ଗା ବେଶ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପବିତ୍ର ପାରଳା ମାଟି ରାଜଗୁରୁ ସାହି ସ୍ଥିତ ଉତ୍କଳ ଏବଂ ଭାରତ ବର୍ଷର ସ୍ୱାଧୀନତା ସଂଗ୍ରାମୀମାନଙ୍କର ଐତିହାସିକ ପରଚ୍ଛା ମଠ ବିଜେ ଶ୍ରୀ ରସିକରାଜ ମହାପ୍ରଭୁଙ୍କ ତ୍ରିରଙ୍ଗା ବେଶ ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ସ୍ୱାଧୀନତା ଦିବସରେ ପୂଜକ…