ଡକାୟତୀ ମାମଲାରେ ନୟାଗଡ଼ ଟାଉନଥାନା ପୁଲିସ ହାତରେ ଦୁଇ ଭାଇ ଗିରଫ

ନୟାଗଡ଼ (ବିଶ୍ଵଜିତ ନାୟକ) - ନୟାଗଡ଼ ଟାଉନଥାନା ପୁଲିସ ଡକାୟତୀ ମାମଲାରେ ଗଞ୍ଜାମ ଜିଲ୍ଲା ଆସ୍କା ଥାନା ଅନ୍ତର୍ଗତ ଗଣ୍ଡପଲ୍ଲୀ ଗ୍ରାମର ଦୁଇ ଭାଇ ଏ. ସନ୍ତୋଷ ଏବଂ ଏ. ଅର୍ଜ୍ଜୁନଙ୍କୁ ଗିରଫକରିଛି । ସୁନା କିଣିଥିବା ବଣିଆ ଆସ୍କା ଥାନା ଭାଲିଆପଲ୍ଲୀର ଗୋଦାବରୀ ସାହୁଙ୍କୁ ମଧ୍ୟ ଗିରଫ କରାଯାଇଛି ।…

ଜଗତସିଂହପୁରଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଜଗତସିଂହପୁର, /ସୁମନ୍ତ କୁମାର ଦାସ: ଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ର ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଅଛି l ଚଳିତ ବର୍ଷ ଅକ୍ଟୋବର ୩୧ ତାରିଖରୁ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଆମ ରାଜ୍ୟ ତଥା ସାରା ଦେଶରେ ଦୁର୍ନୀତି…

ଭ୍ରାମ୍ୟମାଣ କୃପାଳୁ ଶିଶୁ ସାହିତ୍ୟ ଆସରରେ “ଆମ ଭାଷା ଓ ସାହିତ୍ୟ” ଆଲୋଚନା

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବାଳ ମୁକୁନ୍ଦ କେନ୍ଦ୍ର ଉପସ୍ଥାପନା କରିଥିବା ଭ୍ରାମ୍ୟମାଣ କୃପାଳୁ ଶିଶୁ ସାହିତ୍ୟ ଆସର ସ୍ଥାନୀୟ କଟିକା ଗୌଡ଼ ସାହି ନିବାସୀ ଅଧ୍ୟାପିକା ନଳନୀ କୁମାରୀ ସାବତଙ୍କ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସେହି ଅଞ୍ଚଳର ଶିଶୁ ଏବଂ କେନ୍ଦ୍ରର…

ବିଜେପିର ଗୁଣ୍ଡାଗର୍ଦ୍ଦି ଦିନକୁ ଦିନ ସୀମା ଟପିବାରେ ଲାଗିଛି: ବିଜେଡି

ଭୁବନେଶ୍ୱର: ଧାମନଗର ଉପ ନିର୍ବାଚନରେ ନିଶ୍ଚିତ ପରାଜୟ ଭୟରେ ବିଜେପି ସମସ୍ତ ନିୟମ ଉଲଂଘନ କରୁଛି । ବାରମ୍ବାର ମହିଳାଙ୍କ ଉପରେ ଆକ୍ରମଣ କରି ଚାଲିଛି ଓ ଅପମାନିତ କରିଚାଲିଛି ବିଜେପି । ଅଶୋଭନୀୟ ଆଚରଣ କରିବା ସହ ଗାଳି ଗୁଲଜ ତଥା ମହିଳାଙ୍କୁ ବଦନାମ କରିବାକୁ ପଛାଉନାହାନ୍ତି ବିଜେପି ନେତା ଓ…

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: 14 ଜଣ ଅଧିକାରୀଙ୍କ ଉପରେ…

4 ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର, 4 ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ 6 ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ ଏପର୍ଯ୍ୟନ୍ତ ୧୮୭ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା…

ଟିଟିଲାଗଡ଼ରେ ବିପର୍ଯ୍ୟସ୍ତ ଅବସ୍ଥାରେ ସ୍ୱାସ୍ଥ୍ୟ ସେବା: ୧୮ ଜାଗାରେ ବେଳେ ଅଛନ୍ତି ମାତ୍ର 7 ଡାକ୍ତର..

ଅନେକ ବିଭାଗ ର ବିଶେଷଜ୍ଞ ପଦବୀ ଖାଲି, ନୃତନ ଡାକ୍ତର ଯୋଗ ଦେଇ ପୁଣି ଛୁଟିରେ ଟିଟିଲାଗଡ଼/ରଶ୍ମି ରେଖା ମହାପାତ୍ର : ଟିଟିଲାଗଡ଼ ସହର ମଧ୍ୟରେ ରହିଛି ଉପଖଣ୍ଡ ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ l ଟିଟିଲାଗଡ଼ ସହର ସମେତ ଟିଟିଲାଗଡ଼ ବ୍ଲକ ଏବଂ କଳାହାଣ୍ଡି ଜିଲ୍ଲା ସୀମାନ୍ତ…

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମିଶନ ଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପୂର୍ବାହ୍ନ ୧୧ ଘଟିକା ସମୟରେ ଦୁର୍ନୀତି ନିବାରଣ ସପ୍ତାହ ଉପଲକ୍ଷେ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶପଥ…

ବ୍ରାହ୍ମଣ ସମାଜର କର୍ମକର୍ତ୍ତା ଚୟନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ସହରରେ ଦୀର୍ଘବର୍ଷ ଧରି ବସବାସ କରୁଥିବା ବ୍ରାହ୍ମଣ ପରିବାରଙ୍କୁ ନେଇ ଏକ ବ୍ରାହ୍ମଣ ସମାଜ ଗଠିତ ହୋଇଯାଇଛି। ଏହି ପରିପେକ୍ଷୀରେ ବରିଷ୍ଠ ଓକିଲ ସନ୍ତୋଷ କୁମାର ପାଢ଼ୀଙ୍କ ଆବାହାନରେ ସ୍ଥାନୀୟ ହନୁମାନ ମନ୍ଦିର ପରିସରରେ…

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ…

ତାସଙ୍ଗରା ବରହମପୁର ଗ୍ରାମଦେବତୀ ମା ଭଗବତୀ କେନ୍ଦୁଳାଇ ଠାକୁରାଣୀ ଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଜଗତସିଂହପୁର - ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନିମୁଳ ପଂଚାୟତ ତାସଙ୍ଗରା ବରହମପୁର ଗ୍ରାମ ର ଗ୍ରାମଦେବତୀ ମା ଭଗବତୀ କେନ୍ଦୁଳାଇ ଠାକୁରାଣୀଙ୍କ ନୂତନ ପ୍ରସାଦ ଓ ମାଙ୍କ ମନ୍ଦିର ପ୍ରବେଶ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସକାଳୁ…